ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଭୋଟ ଗ୍ରହଣର ୩୬ ଘଣ୍ଟା ପୂର୍ବରୁ ଗାଁ ଛାଡିବାକୁ ନିର୍ଦ୍ଦେଶ

ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ହେବ । ନିର୍ବାଚନ ପ୍ରସ୍ତୁତି ନେଇ ଆଜି ଜିଲ୍ଲାପାଳଙ୍କ ସହ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପାଢୀ ବୈଠକ କରିଛନ୍ତି । ବୈଠକରେ ଉଭୟ ପୌର ଓ ପଞ୍ଚାୟତ ନିର୍ବାଚନ ନେଇ ଆଲୋଚନା ହୋଇଛି । ନିର୍ବାଚନ କମିସନ କହିଛନ୍ତି, ପ୍ରଚାର ସରିବା
Read More...

ପ୍ରଶାନ୍ତ କିଶୋରଙ୍କ ଅଫିସରେ ଚଢାଉ, ଜଣକୁ ଉଠାଇନେଲା ପୁଲିସ

ଗୋଆରେ ବିଧାନସଭା ନିର୍ବାଚନ ପାଇଁ ଫେବୃଆରୀ ୧୪ରେ ଭୋଟ ଗ୍ରହଣ ହେବ । ଅର୍ଥାତ ମତଦାନକୁ ଆଉ ଦୁଇ ଦିନ ବାକି ଅଛି । ହେଲେ ତା ପୂର୍ବରୁ ଗୋଆରେ ତୃଣମୂଳ କଂଗ୍ରେସ ପାଇଁ ସଂଗଠନ ପ୍ରସ୍ତୁତ କରିବାକୁ ଚେଷ୍ଟା କରୁଥିବା ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ କାର୍ଯ୍ୟାଳୟରେ ଚଢାଉ ।
Read More...

ଖସୁଛି ସଂକ୍ରମଣ, ବଢୁଛି ମୃତ୍ୟୁ

ଆଶ୍ୱସ୍ତି ଆଣୁଛି ଫେବୃଆରୀ । ଧୀରେ ଧୀରେ ଦେଶରେ କରୋନା ସଂକ୍ରମଣ ଏବେ ଖସିବାରେ ଲାଗିଛି । ଦେଶରେ ଗତ ୨୪ ଘ ।ରେ ୫୦ ହଜାର ୪୦୭ ନୂଆ ମାମଲା ସାମନାକୁ ଆସିଛି । ଗତକାଲି ୫୮ ହଜାର ୭୭ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଦେଶରେ ଦୈନିକ ସଂକ୍ରମଣ ହାର ରହିଛି ୩.୪୮ ପ୍ରତିଶତ । କେନ୍ଦ୍ର
Read More...

କେଉଁ ଖେଳାଳି କେତେ ଟଙ୍କାରେ ବିକ୍ରି ହେଲେ?

ଆରମ୍ଭ ହୋଇଛି ଆଇପିଏଲ ମହାନିଲାମୀ । ପ୍ରଥମ ଦିନରେ ମୋଟା ଅଙ୍କରେ ଖେଳାଳିଙ୍କୁ କିଣିଛନ୍ତି ଫ୍ରା ।ଇଜି । ମୋଟ ୬୦୦ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ଦୁଇ ଦିନ ଧରି ଚାଲିବାକୁ ଥିବା ଏହି ନିଲାମୀରେ ପ୍ରଥମ ଦିନରେ ୧୬୧ ଖେଳାଳିଙ୍କର ନିଲାମ ହେବ । ତେବେ ଆସନ୍ତୁ ଜାଣିବା
Read More...

ଥରିଲା ଉତ୍ତରାଖଣ୍ଡ, ସକାଳୁ ସକାଳୁ ଭୂକମ୍ପର ଝଟ୍‌କା

ଥରିଲା ଉତ୍ତରାଖଣ୍ଡ । ଶନିବାର ସକାଳୁ ଉ ରାଖଣ୍ଡରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେ ର ଫଓ ସିସମୋଲୋଜି ଅନୁଯାୟୀ, ଉ ରାଖଣ୍ଡର ଉତ୍ତରକାଶୀରେ ରିକ୍ଟର ସ୍ଲେଲରେ ୪.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ଭୂକମ୍ପ ଉତ୍ତରକାଶୀର ୩୯ କିଲୋମିଟର ପୂର୍ବରେ ଥିବା ତେହେରୀ ଗରୱାଲ
Read More...

ପ୍ରଶ୍ନ ଉଠାଇଲେ ଜାଗୃତି

ସାଂସଦ ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକି ବିବାଦ ଥମିବାର ନାଁ ନେଉନି । ତେବେ ଏହି ମାମଲା ଏବେ ନୂଆ ମୋଡ଼ ନେଇଛି। ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ବନାମ ଅନୁଭବଙ୍କ ବାନ୍ଧବୀ ଜାଗୃତି ଶୁକ୍ଲା । ଅନୁଭବଙ୍କ ବାନ୍ଧବୀ ଜାଗୃତି ଶୁକ୍ଲାଙ୍କ ସୋସିଆଲ
Read More...

ଆଜିଠୁ ଆଇପିଏଲ ନିଲାମ

ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବେଙ୍ଗାଲୁରୁରେ ଆରମ୍ଭ ହେବ ଆଇପିଏଲ ମହାନିଲାମି । ଆଜି ଦିନ ୧୧ଟାରୁ ନିଲାମ ପ୍ରକ୍ରିୟା ଆରମ୍ଭ ହେବ । ଏଥର ଆଇପିଏଲରେ ଯୋଡି ହୋଇଛନ୍ତି ଦୁଇଟି ନୂଆ ଦଳ । ଗୁଜୁରାଟ ଟାଇଟନ୍ସ ଓ ଲଖନର ସୁପରିଜିଆ ଓ ଏଥର ନୂଆ ଦଳ ଭାବେ ଆଇପିଏଲରେ ଯୋଗ ଦେବେ। ବଡ଼ ବଡ଼
Read More...

ଘନଉଛି ସଙ୍କଟ, ୟୁକ୍ରେନ ଛାଡିବାକୁ ଆମେରିକୀୟଙ୍କୁ ନିବେଦନ କଲେ ବାଇଡେନ

ୟୁକ୍ରେନରେ ଘନଉଛି ଯୁଦ୍ଧ ଆଶଙ୍କା । ୟକ୍ରେନ ବିବାଦକୁ ନେଇ ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ଓ ଋଷ ମୁହାଁମୁହିଁ ସ୍ଥିତିରେ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନରେ ରହୁଥିବା ଆମେରିକୀୟଙ୍କୁ ତୁରନ୍ତ ଦେଶ ଛାଡିବାକୁ ନିବେଦନ କରିଛନ୍ତି । ସେ କହଛନ୍ତି, ସ୍ଥିତି କୌଣସି
Read More...