ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି

ନାଗପୁରରେ ବିସ୍ଫୋରକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୧୫ ମୃତ, ଅନେକ ଆହତ

ନାଗପୁର: ମହାରାଷ୍ଟ୍ରର ନାଗପୁର ଜିଲ୍ଲାର କାଟୋଲ ତାଲୁକାରେ ଥିବା ଏସ୍‌ବିଏଲ୍ କମ୍ପାନୀରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ କମରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ସୂଚନାନୁସାରେ, କମ୍ପାନୀରେ ବିସ୍ଫୋରକ ଡେଟୋନେଟର ତିଆରି କରାଯାଉଥିଲା। କମ୍ପାନୀର
Read More...

ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨

କାଶ୍ମୀର: ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି। ରବିବାର ରାତି ୧ଟା ୨୫ ମିନିଟରେ ଏହି ଭୂମିକମ୍ପ ଘଟିଥିବା ସୂଚନା ମିଳିଛି। ଭୂମିକମ୍ପର କେନ୍ଦ୍ରସ୍ଥଳ ପୃଥିବୀ ପୃଷ୍ଠରୁ ପ୍ରାୟ ୫ କିଲୋମିଟର ଗଭୀରତାରେ ଥିଲା ବୋଲି
Read More...

ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ପୁଡୁଚେରୀରେ ୨ହଜାର ୭୦୦ କୋଟିରୁ ଅଧିକ ବିକାଶ ପ୍ରକଳ୍ପ ଲୋକାର୍ପଣ

ପୁଡୁଚେରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨ହଜାର ୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧ହଜାର ୧୪୨ କୋଟି ୨୩ ଲକ୍ଷ ଟଙ୍କା ମୂଲ୍ୟର ୧୯ଟି ପ୍ରକଳ୍ପ
Read More...

ୟୁଟ୍ୟୁବର ରାହୁଲଙ୍କୁ ହତ୍ୟା

ଯବାନ ସହ ୩ ଜଣ ଗିରଫ ଭୁବନେଶ୍ୱର: ଭୁବନେଶ୍ୱରର ୟୁଟ୍ୟୁବର ରାହୁଲ ମହାରଣାଙ୍କ ହତ୍ୟା ମାମଲାରେ କମିଶନରେଟ୍ ପୁଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସଂଗ୍ରାମ କେଶରୀ ବେହେରା (୩୭), ସମରେନ୍ଦ୍ର ବେହେରା (୨୪) ଓ କୁନା ବେହେରା (୨୦)। ସଂଗ୍ରାମ ସେନାରେ ଯବାନ ଥିବାବେଳେ
Read More...

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୨୧ ଜୀବନ୍ତ ଦଗ୍ଧ

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ର କାକିନାଡା ଜିଲ୍ଲା ରେ ଏକ ଭୟଙ୍କର ବିସ୍ଫୋରଣ ଘଟି ୨୧ ଜଣଙ୍କ ମୃତ୍ୟୁ ଘଟିଛି। ସମରଲାକୋଟା ମଣ୍ଡଳର ଭେଟଲାପାଲିମ ସ୍ଥିତ ସୂର୍ଯ୍ୟଶ୍ରୀ ବାଣ ତିଆରି କାରଖାନାରେ ଅପରାହ୍ନ ପ୍ରାୟ ୨ଟା ସମୟରେ ହଠାତ୍ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ
Read More...

ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ବାଳ

ଭୁବନେଶ୍ବର: ବିଜେଡିରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କହିଛନ୍ତି। ଏନେଇ ଦଳର
Read More...

ବଦଳିବ ଅପଭ୍ରଂଶ ଇଂରାଜୀ ନାମ: ଅରବିନ୍ଦ ପାଢୀ

ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ସ୍ଥାନର ଅପଭ୍ରଂଶ ଇଂରାଜୀ ନାମ ବଦଳିବ। ବ୍ରିଟିଶ୍ ଶାସନ ସମୟରୁ ପ୍ରଚଳିତ ଭୁଲ୍ ବନାନ୍ ସଂଶୋଧନ ହେବ । ମୂଳ ଓଡ଼ିଆ ନାମର ପୁନଃସ୍ଥାପନ ସମ୍ପର୍କରେ ପ୍ରସ୍ତାବ ପଠାଇବା ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର
Read More...

ବିଜେଡିରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ

ଭୁବନେଶ୍ବର: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସଭା ପାଇଁ ଡାକ୍ତର ଦତ୍ତେଶ୍ୱର ହୋତା ଓ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରାଯାଇଛି। ଦଳ ସଭାପତି ନବୀନ ପଟ୍ଟନାୟକ ନବୀନ ନିବାସରେ ଆୟୋଜିତ ରାଜନୈତିକ ବ୍ୟାପାର କମିଟି ବୈଠକ ପରେ ଏହି ନାମଗୁଡ଼ିକୁ ଅନୁମୋଦନ
Read More...

ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (ସିପେଟ ) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି
Read More...

ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ।
Read More...