ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନୂଆଖାଇ ପର୍ବ ଉପଲକ୍ଷେ ଅଗଷ୍ଟ ୨୯ରେ ସରକାରୀ ଛୁଟି ଘୋଷଣା

ଭୁବନେଶ୍ବର: ନୂଆଁଖାଇ ପର୍ବ ଉପଲେକ୍ଷେ ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୯ ତାରିଖରେ ସବୁ ସରକାରୀ କାର୍ଯ୍ୟାଳୟ ସହ ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ
Read More...

ଓଟିଇଟି ପେପର୍ ଲିକ୍ ମାମଲାରେ ଦୁଇ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର: ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପ୍ରଶ୍ନପତ୍ର ଲିକ୍ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କଟକ କୋର୍ଟ। କଟକର ଅତିରିକ୍ତ ଜିଲ୍ଲା ଏବଂ ସେସନ୍ସ ଜଜ୍ ଦୁଇ ଅଭିଯୁକ୍ତ ଜିତନ ମହାରଣା ଏବଂ ପ୍ରଶାନ୍ତ ଖମାରୀଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି। ମାଧ୍ୟମିକ
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ Z+ ସୁରକ୍ଷା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଏଣିକି Z+ ସୁରକ୍ଷା ଯୋଗାଇ ଦିଆଯିବ। ରେଖାଙ୍କ ଉପରେ ଆକ୍ରମଣ ହେବା ପରେ ପୁଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯିବ। ଦିଲ୍ଲୀ ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ସୁରକ୍ଷାରେ ୪୦
Read More...

ମହାପ୍ରଭୁଙ୍କ ଦର୍ଶନ କଲେ ପ୍ରତୀକ ସିଂ

ପୁରୀ: ପୁରୀ ଏସପି ଭାବରେ ଦାୟିତ୍ଵ ପାଇବାପରେ ମହାପ୍ରଭୁଙ୍କ ଦର୍ଶନର ସାନ୍ନିଧ୍ୟ ନେଲେ ଏସପି ପ୍ରତୀକ ସିଂ। ଲକ୍ଷ୍ମୀ ମନ୍ଦିରରେ ଭକ୍ତଙ୍କୁ ପିଠା ବାଣ୍ଟିଲେ ନୂଆ ଏସପି । ମହାପ୍ରଭୁଙ୍କ ଦର୍ଶନ ପରେ ଦାୟିତ୍ଵ ତୁଲାଇବାକୁ ଯାଉଥିବାରୁ ଧନ୍ୟ ହୋଇଛି ବୋଲି କହିଛନ୍ତି ପୁରୀର ନୂଆ ଏସପି ପ୍ରତୀକ
Read More...

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ
Read More...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: ଓଡ଼ିଶାର ଦୁଇଜଣ ଶିକ୍ଷକଙ୍କୁ ଏହି ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୫ ପ୍ରଦାନ କରାଯିବ। ଏନେଇ ସୋମବାର ଦିନ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି। ଶିକ୍ଷକ ଦ୍ବୟ ହେଉଛନ୍ତି ବସନ୍ତ କୁମାର ରାଣା ଏବଂ ତରୁଣ କୁମାର ଦାଶ। ବସନ୍ତ ମାଲକାନଗିରି
Read More...

ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର

ଭୁବନେଶ୍ୱର: ଖୁବ୍‌ଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦର ସଂପ୍ରସାରଣ କାମ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିମାନବନ୍ଦରରେ ତୃତୀୟ ଟର୍ମିନାଲ ହେବ।
Read More...

ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ

ଭୁବନେଶ୍ବର: ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌। ପୁରୀ-କୋଣାର୍କ, ପୁରୀ-ସାତପଡ଼ା ଏବଂ ପିପିଲି-କୋଣାର୍କ ରାଜପଥ ୪ ଲେନ୍‌ ବିଶିଷ୍ଟ କରାଯିବ। ଏଥିପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Read More...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ

ବରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ୍ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଓଡ଼ିଶା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ
Read More...

ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଭୁବନେଶ୍ବର: ନବୀନ ନିବାସରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ରାଜ୍ୟପାଳ ନବୀନ ନିବାସ ଯାଇଛନ୍ତି। ସେଠାରେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା
Read More...