ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ଆଜିଠୁ ବିନା କଟକଣାରେ ଜଗା ଦର୍ଶନ

ଆଜିଠୁ ଆରମ୍ଭ ହୋଇଛି କଟକଣା ମୁକ୍ତ ଜଗା ଦର୍ଶନ । କରୋନା ସଂକ୍ରମଣ ରାଜ୍ୟରେ କମିଥିବାରୁ ବିନା କଟକଣାରେ ଏବେ ଜଗାକୁ ଦେଖିପାରିବେ ଭକ୍ତ । ପାଖାପାଖି ଦୁଇ ବର୍ଷ ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ କଟକଣା କୋହଳ ହୋଇଛି । ଏଣିକି ବିନା କଟକଣାରେ ଭକ୍ତମାନେ ସକାଳ ୬ରୁ ରାତି ୯…
Read More...

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ

ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ…
Read More...

ଯୁଦ୍ଧ ଆଶଙ୍କା ଭିତରେ ପୁଟିନଙ୍କୁ ପ୍ରସ୍ତାବ ଦେଲେ ୟୁକ୍ରେନ ରାଷ୍ଟ୍ରପତି

ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ସ୍ଥିତି ଜାରି ରହିଛି । କ୍ରମାଗତ ଭାବେ କିଛି ଦିନ ଧରି ଅଶାନ୍ତି ଲାଗି ରହିଛି । ଆରୋପ-ପ୍ରତ୍ୟାରୋପ ଚାଲିଛି । ଏଭଳି ସ୍ଥିତିରେବିଗୁଡିଥିବା ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡାଇମିର ଜେଲେନସ୍କାଏ ଋଷ ରାଷ୍ଟ୍ରପତି ଭ୍ଲାଦିମିର…
Read More...

ପଞ୍ଜାବ,ୟୁପିରେ ପଡୁଛି ଭୋଟ

ଆଜି ପଞ୍ଜାବ ବିଧାନସଭା ନିର୍ବାଚନ । ୧୧୭ ଆସନ ପାଇଁ ଭୋଟ ଗ୍ରହଣ ଚାଲିଛି । ସକାଳ ୮ରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି , ସନ୍ଧ୍ୟା ୬ ଯାଏଁ ଚାଲିବ। ମଇଦାନରେ ରହିଛନ୍ତି ହଜାରେ ୩୦୪ ପ୍ରାର୍ଥୀ । ପ୍ରାର୍ଥୀଙ୍କ ମଧ୍ୟରେ ୯୧ ଜଣ ମହିଳା ଅଛନ୍ତ । ୨ କୋଟି ୧୪ ଲକ୍ଷ ଭୋଟର ଏମାନଙ୍କ ଭାଗ୍ୟ…
Read More...

ତୃତୀୟ ପର୍ଯ୍ୟାୟ ମତଦାନ: ଭୋଟ ଦେଉଛି ଓଡିଶା

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି । ସକାଳ ୭ରୁ ମତଦାନ ଆରମ୍ଭ ହୋଇଛି । ୬୭ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ୧୩୮୨ଟି ପଞ୍ଚାୟତ ଓ ୧୮ ହଜାର ୪୯୫ଟି ୱାର୍ଡରେ ମତାଧିକାର ସାବ୍ୟସ୍ତ କରିବେ ଭୋଟର । ୧୭୧ ଟି ଜିଲ୍ଲା ପରିଷଦ…
Read More...

ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଓଡିଶାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଭୁବନେଶ୍ୱର ବିମାନବନ୍ଦରରେ ସ୍ୱତନ୍ତ୍ର ବିମାନଯୋଗେ ଯୋଗେ ଆସି ପହଞ୍ଚିଥିଲେ ରାଷ୍ଟ୍ରପତି ।ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇଥିଲେ । ଏହା ପରେ ଭୁବନେଶ୍ୱରରୁ…
Read More...