ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଟ୍ରାକରୁ କେମିତି ଖସିଲା ଟ୍ରେନ? ଆଜି ରେଳମନ୍ତ୍ରୀ ଯିବେ ଘଟଣାସ୍ଥଳକୁ

କୋଲକାତା: ପଶ୍ଚିମବଙ୍ଗ ଜଲାପାଇଗୁଡିରେ ଟ୍ରେନ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ। ଗୌହାଟି-ବିକେନାର ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଦୁର୍ଘଟଣା ଘଟିଥିଲା। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇସାରିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏନଡିଆରଏଫ ସହ
Read More...

ଲକ୍ଷ୍ନୌ: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ଆଉ ଏତିକିବେଳେ ଉତ୍ତରପ୍ରଦେଶ ପ୍ରୟାଗରାଜରେ ମାଘ ମେଳାର ଆୟୋଜନ କରାଯାଇଛି। ତେବେ ବିଶ୍ୱାସର ଏହି ମେଳା ହୋଇପାରେ କରୋନାର ସୁପରସ୍ପ୍ରେଡର। ଆଜି ମକର ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଲୋକ ସ୍ନାନ କରିଥାନ୍ତି। ମେଳାରେ କରୋନା
Read More...

ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈିନକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ଲମ୍ବା ଡିଆଁ ମାରୁଛି କରୋନ ସଂକ୍ରମଣ। ପୁଣି ୧୦ ହଜାର ଉପରେ ରହିଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ୭୫ ହଜାର ୭୩୧ ନମୁନା ପରୀକ୍ଷା ହୋଇଥିବା ବେଳେ ୧୦ହଜାର ୨୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସବୁଠୁ ବଡ଼ ଚିନ୍ତା ପାଲଟିଛି ଖୋର୍ଦ୍ଧା ଜିଲ୍ଲା। ଖୋର୍ଦ୍ଧାରେ
Read More...

ପଞ୍ଚାୟତ ନିର୍ବାଚନ: ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ନିର୍ବାଚନ ଅଧିକାରୀ ମାନେ ବିଜ୍ଞପ୍ତି ଜାରି କରିଛନ୍ତି। ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଏବଂ ଜିଲ୍ଲା ଓ ବ୍ଲକ ଅଫିସରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ
Read More...

ଦେଶରେ ୨ ଲକ୍ଷ ଟପିଲା ଦୈନିକ ସଂକ୍ରମଣ..

ଦେଶରେ କରୋନା ସଂକ୍ରମଣର ବିସ୍ଫୋରଣ । କରୋନାର ଲମ୍ବା ଲମ୍ପ ସହ ୨୪ ଘଣ୍ଟା ରେ ଦେଶରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଟପିଛି । ସଂକ୍ରମଣ ହାର ରହିଛି ୧୩.୧୧ ପ୍ରତିଶତ । ଡିସେମ୍ବର ୩୦ରେ ଦେଶରେ ପଜିଟିଭ ହାର ୧.୧ ପ୍ରତିଶତ ଥିବା ବେଳେ ଜାନୁଆରୀ ୧୩ ବେଳକୁ ଏହା ୧୩ ପ୍ରତିଶତରେ
Read More...

ଏବେ କେମିତି ଅଛନ୍ତି ଲତା ମଙ୍ଗେସକର?

ସୁର ସାମ୍ରଜ୍ଞୀ ଲତା ମଙ୍ଗେସରଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ଫ୍ୟାନ୍ସଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତିକର ଖବର। କରୋନା ଓ ନିମୋନିଆରେ ପୀଡିତ ଥିବା ୯୨ ବର୍ଷୀୟା ଲତା ମଙ୍ଗେସକରଙ୍କ ସ୍ୱାସ୍ଥ୍ୟରେ ସାମାନ୍ୟ ସୁଧାର ଆସିଛି। ଲତାଙ୍କ ଡାକ୍ତର ପ୍ରତୀତ ସମଧାନୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ
Read More...

ରାଜ୍ୟରେ ରେକର୍ଡ ଛୁଇଁଲା ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ରେକର୍ଡ ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଛି। ଗତକାଲି ତୁଳନାରେ ୧୨୮୧ ମାମଲା ବୃଦ୍ଧି ପାଇଛି। କେବଳ ଜାନୁଆରିମାସର ୧୩ ଦିନରେ ଚିହ୍ନଟ ହେଲେଣି ୪୬ ହଜାର ୭୭୩ ସଂକ୍ରମିତ। ଏହା ସହ ଖୋର୍ଦ୍ଧା ସମେତ ୪ରୁ ୫ ଜିଲ୍ଲାରେ ଯେଭଳି
Read More...

ଉତ୍ତରପ୍ରଦେଶରେ ସଙ୍କଟରେ ବିଜେପି!

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ବିଜେପିକୁ ଶକ୍ତ ଝଟକା ଲାଗିଛି। ଗତ ଦୁଇ ଦିନ ଧରି ଜଣେ ପରେ ଜଣେ ମନ୍ତ୍ରୀ ଓ ବିଧାୟକ ଦଳ ଛାଡୁଛନ୍ତି। ବୁଧବାରକୁ ଓବିସି ନେତା ଦାରା ସିଂହ ଚୌହ୍ୱାନ ଯୋଗୀ ଆଦିତ୍ୟନାଥ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର
Read More...

ଅପରାଜିତାଙ୍କୁ ଚେକମେଟ୍!

ଭୁବନେଶ୍ବର: ହିନ୍ଦୀରେ ଏକ ଲୋକକଥା ରହିଛି କହିଁ ପେ ନିଗାହୈ, କହିଁ ପେ ନିଶାନା। ଭୁବନେଶ୍ୱର ମେୟର ପଦବି ମହିଳାଙ୍କ ପାଇଁ ସଂରକ୍ଷିତ ଘୋଷଣା ହେଲା ପରେ ଓଡ଼ିଶା ରାଜନୀତିରେ ଏହି ଲୋକକଥାକୁ ନେଇ ତର୍ଜମା ଚାଲିଛି। ପ୍ରଥମଥର ପାଇଁ ଭୁବନେଶ୍ୱର ଦେଖିବ ମହିଳା ମେୟର। ଯେତେବେଳେ ଶାସକ ଦଳର
Read More...

ଏସ.ସୋମନାଥ ହେଲେ ଇସ୍ରୋ ମୁଖ୍ୟ

ବରିଷ୍ଠ ବୈଜ୍ଞାନିକ ଏସ.ସୋମନାଥ ହେବେ ଇସ୍ରୋର ପରବର୍ତ୍ତୀ ନୂଆ ମୁଖ୍ୟ । ଆଜି କେନ୍ଦ୍ର ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଜାନୁଆରୀ ୧୪ରେ ଇସ୍ରୋ ମୁଖ୍ୟ ଭାବେ କାମ କରୁଥିବା କେ.ଶିବନଙ୍କ କାର୍ଯ୍ୟକାଳ ଶେଷ ହେବ । ଏହା ପରେ ଏସ.ସୋମନାଥ ଇସ୍ରୋ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିବେ ।
Read More...