ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ପରଲୋକରେ ଡିସ୍କୋ କିଙ୍ଗ୍‌

ମୁମ୍ବାଇ: ପୁଣି ଆଉ ଏକ ଦୁଃଖଦ ଖବର ଆସି ପହଞ୍ଛିଛି। ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ହରାଇବାର ଦିନ କେଇଟା ନ ବିତୁଣୁ ଆଉ ଜଣେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକଙ୍କୁ ହରାଇଛି ବଲିଉଡ। ପ୍ରଖ୍ୟାତ ଗାୟକ ବାପି ଲାହିରିଙ୍କ ପରଲୋକ ହୋଇଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ୬୯…
Read More...

କାଲି ପ|ଞ୍ଚାୟତ ଭୋଟ, କ’ଣ କହିଲେ ନିର୍ବାଚନ କମିଶନ?

ରାତିପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ପଡିବ ପ୍ରଥମ ପର୍ଯ୍ୟାୟ ଭୋଟ । ତେବେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ କେତେ ପ୍ରସ୍ତୁତ କରାଯାଇଛି ସେ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜି ଅପରାହ୍ନ…
Read More...

ଦୋଷୀ ସାବ୍ୟସ୍ତ ହେଲେ ଲାଲୁ, ଯିବେ କି ଜେଲ?

ପୁଣି ଦୋଷୀ ସାବ୍ୟସ୍ତ ହେଲେ ଲାଲୁ ଯାଦବ । ଆଜି ରାଞ୍ଚି ସ୍ଥିତ ସ୍ୱତନ୍ତ୍ର ସିବିଆଇ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାଷ୍ଟ୍ରୀୟ ଜନତା ଦଳର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ । ୯ ଶହରୁ ଅଧିକ କୋଟି ଟଙ୍କାର ଗୋଖାଦ୍ୟ ଜାଲିଆତି ଓ ଏହା ସମ୍ପର୍କିତ ଦୋରନ୍ଦା ଟ୍ରେଜେରୀରୁ ୧୩୫ କୋଟି ବେଆଇନ…
Read More...

ବିଦା ହେଲେ ଆଉ ୫ ସରକାରୀ ଅଧିକାରୀ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଗତ କିଛି ଦିନ ତଳେ ରାଜ୍ୟ ସରକାର ପାଞ୍ଚ ଜଣ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ଆଜି ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀଙ୍କ…
Read More...

ସଂକ୍ରମଣ କମୁଛି..କଟକଣା ହଟୁଛି

ଧୀରେ ଧୀରେ ସ୍ୱାଭାବିକ ହେଉଛି ସ୍ଥିତି କରୋନା ସଂକ୍ରମଣ କମିବା ସହ ଦେଶର ସବୁ ରାଜ୍ୟରେ କଟକଣା ମଧ୍ୟ କୋହଳ ହେଉଛି । ଓଡିଶାରେ ମଧ୍ୟ ସଂକ୍ରମଣ ତଳମୁହାଁ ହେବା ପରେ ପୂର୍ବ ସ୍ଥିତି ଧୀରେ ଧୀରେ ଫେରୁଛି । ରାଜ୍ୟରେ ଆଜି ବି ହଜାରେ ତଳେ ସଂକ୍ରମଣ ରହିଛି । ଗତ ୨୪ ଘଣ୍ଟା ରେ ରାଜ୍ୟରୁ ୯୨୫ ଜଣ…
Read More...

ଭାରତ ଆସିବ କୋର୍ବେଭାକ୍ସ

ଖୁବ ଶୀଘ୍ର ୧୨ରୁ ୧୮ ବର୍ଷ ବୟସ୍କ ପିଲାଙ୍କୁ କରାଯାଇପାରେ ଟିକାକରଣ । ଭାରତକୁ ମିଳିବାକୁ ଯାଉଛି ଆଉ ଏକ କରୋନା ଭ୍ୟାକସିନ । କୋର୍ବେଭାକ୍ସ ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ବିଶେଷଜ୍ଞ କମିଟିର ସୁପାରିଶ । ଆସନ୍ତା କିଛି ସପ୍ତାହ ମଧ୍ୟରେ ଡିସିଜିଆଇ ଏହାର ଜରୁରୀକାଳୀନ ବ୍ୟବହାର ପାଇଁ…
Read More...

ଘନଉଛି ୟୁକ୍ରେନ ସଙ୍କଟ, ବଢୁଛି ଯୁଦ୍ଧ ଆଶଙ୍କା

ଋଷ ଓ ୟୁକ୍ରେନ ମଧ୍ୟରେ ବିବାଦ ବଢିବା ସହ ଯୁଦ୍ଧ ଆଶଙ୍କା ଘନଉଛି । ୟୁକ୍ରେନ ସୀମାରେ ସୈନ୍ୟ ବଳ ବଢାଇବାରେ ଲାଗିଛି ଋଷ । ୟୁକ୍ରେନ ସୀମାରେ ଲକ୍ଷେ ୩୦ ହଜାର ସୈନ୍ୟଙ୍କୁ ଏକାଠି କରାଯାଇଛି । ଏହା ସହ ଋଷ ଟ୍ୟାଙ୍କ,ଭାରି ଅସ୍ତ୍ରଶସ୍ତ୍ର,ମିଜାଇଲ ମଧ୍ୟ ୟୁକ୍ରେନ ସୀମାରେ ମୁତୟନ କରିଛି ।…
Read More...

ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା

ଢେଙ୍କାନାଳରେ ଆଜିଠୁ ଆରମ୍ଭ ହୋଇଛି ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା । କୋଭିଡ କଟକଣାରେ ଦୁଇ ଦିନ ଧରି ଚାଲିବାକୁ ଥିବା ମେଳା ପାଇଁ ଦେଶ କୋଣ ଅନୁକୋଣରୁ ଶହ ଶହ ମହିମା ସାଧୁଙ୍କ ସମାଗମ ହୋଇଛିା ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ଏହି ମେଳା ଆରମ୍ଭ ହୋଇଥାଏ । ତେବେ…
Read More...