ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅନଲାଇନ୍ ଗେମିଂ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ଏହି ଫାଣ୍ଟାସୀ ଗେମିଂ ଉପରେ ତାଲା ପଡ଼ି । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ସହ ଏବେ ଏହି ଗେମିଂ ଉପରେ ତାଲା ପଡ଼ିବାର ରାସ୍ତା ମଧ୍ୟ ପରିଷ୍କାର ହୋଇଯାଇଛି। ସଂସଦର ମୌସୁମୀ ଅଧିବେସନ
Read More...

ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ
Read More...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ : ସର୍ବସାଧାରଣ ସ୍ଥାନରେ କୁକୁରଙ୍କୁ ଖାଇବାକୁ ଦେବା ନିଷେଧ

ନୂଆଦିଲ୍ଲୀ: ବୁଲା କୁକୁର ମାମଲାରେ ଶୁକ୍ରବାର ଆସିଲା ସୁପ୍ରିମଙ୍କ ବଡ ରାୟ। ଏଣିକି ସର୍ବସାଧାରଣ ସ୍ଥାନରେ ବୁଲା କୁକୁରଙ୍କୁ ଖାଦ୍ୟ ଦେବା ଉପରେ ଲଗାଯିବ ରୋକ୍‌। କେବଳ କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କୁକୁରମାନଙ୍କୁ ଖାଇବାକୁ ଦିଆଯିବ। ହିଂସାତ୍ମକ କୁକୁରଙ୍କୁ ନିର୍ଦ୍ଦିଷ୍ଟ ସେଲଟର୍‌ରେ
Read More...

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ
Read More...

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ବସ୍‌ରେ ମାଗଣା ଯିବେ ଛାତ୍ରୀଛାତ୍ର

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ
Read More...

କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

କେନ୍ଦୁଝର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। କେନ୍ଦୁଝରର ଲୁହାପଥର ବିଦେଶକୁ
Read More...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ପିନାକ ମିଶ୍ର ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ ଡିଆଇଜି ନିଯୁକ୍ତ ହୋଇଥିବା ବେଳେ ସ୍ମିତ ପରମାରଙ୍କୁ କ୍ରାଇମବ୍ରାଞ୍ଚ ଏସପି ଦାୟିତ୍ବ ଦିଆଯାଇଛି। ସନ୍ତୋଷ ବାଲାଙ୍କୁ SFSL ନିର୍ଦ୍ଦେଶକ
Read More...

ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ

ଝାରସୁଗୁଡା: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ। ଲାଞ୍ଚ ମାମଲାରେ ସିବିଆଇ ଏମସିଏଲର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି ଭିଜିଲାନ୍ସ।ଅଭିଯୋଗକରୀଙ୍କ
Read More...

ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ

ନ୍ୟୁଜ୍ ବ୍ୟୁରୋ: ଚୋରା ଚାଲାଣ ବେଳେ ଭ୍ୟାନ୍‌ରୁ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ। ଗଜପତିରୁ ପୁରୀ ଚାଲାଣ ହେଉଥିବାବେଳେ ଏନ୍ଏଚ୍ ୧୬ ଚଣ୍ଡେଶ୍ବର ନିକଟରୁ ଧରିଲା ଅବକାରୀ ବିଭାଗ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୫ ଲକ୍ଷ ଟଙ୍କା ହେବ । ତେବେ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ
Read More...

କୃଷି ସଚିବଙ୍କ ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ

ନ୍ୟୁଜ୍ ବ୍ୟୁରୋ: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି। ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ
Read More...