ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆଜିଠୁ ଏହି ମୋବାଇଲରେ ବନ୍ଦ ହୋଇଯିବ ହ୍ୱାଟ୍ସଆପ୍‌

ଆଜିଠୁ ହ୍ୱାଟସ ଆପର ଲାଟେଷ୍ଟ ଭର୍ସନ ଅପଡେଟ ହେବ । ଏହି ଅପଡେଟ ଦ୍ୱାରା ହ୍ୱାଟସ ଆପର ଅନେକ ଡିଭାଇସ କାମ କରିବ ନାହିଁ । ଫଳରେ କିଛି ଫୋନରେ ବନ୍ଦ ହୋଇଯିବ ହ୍ୱାଟସ ଆପ୍ । ଅନେକ ଲୋକ ଏହାଦ୍ୱାରା ପ୍ରଭାବିତ ହେବେ । ହ୍ୱାଟସ ଆପ୍ ନୂଆ ଅପଡେଟ ହେବା ପରେ ପୁରୁଣା ଫୋନରେ ଏହା ଆଉ ଚାଲିବ ନାହିଁ ।
Read More...

ଋଷରେ ପୁଣି ବଢିଲା ସଂକ୍ରମଣ

ଋଷରେ ପୁଣି ବଢିଲା କରୋନା ସଂକ୍ରମଣ । ଦୀର୍ଘ ସମୟ ପରେ ଋଷରେ କରୋନା ସଂକ୍ରମଣର ସବୁଠୁ ଅଧିକ ମାମଲା ସାମନାକୁ ଆସିଛି । ଗୋଟିଏ ଦିନରେ ୪୦ ହଜାର ୯୯୩ ନୂଆ ମାମଲା ସାମନାକୁ ଆସିଥିବା ଜାତୀୟ କରୋନା ଭାଇରସ ଟାସ୍କ ଫୋର୍ସ ଜଣାଇଛି । ପୂର୍ବ ଦିନ ତୁଳନାରେ ଏହି ସଂଖ୍ୟା ୭୦୦ ଅଧିକ ।ଅକ୍ଟୋବର
Read More...

ରଣବୀର -ଆଲିଆଙ୍କ ବିବାହକୁ ନେଇ ଆସୁଛି ନୂଆ ଖବର

ମୁମ୍ବାଇ: ଗତ କିଛି ଦିନ ଧରି ବଲିଉଡରେ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ଯୋଡି ସବୁଠୁ ସାନଦାର ଯୋଡ଼ି ଭାବେ ସାମନାକୁ ଆସିଛି। ଦର୍ଶକମଧ୍ୟ ଏହି ଯୋଡିକୁ ବେଶ ପସନ୍ଦ କରୁଥିବା ବେଳେ ଉଭୟଙ୍କ ପରିବାର ମଧ୍ୟରେ ସଂପର୍କ ମଧ୍ୟ ବହୁତ ଭଲ ରହିଛି। ତେବେ ଏବେ ରଣବୀର ଓ ଆଲିଆଙ୍କ ବାହାଘରକୁ ନେଇ ଆରମ୍ଭ
Read More...

ଏତେ ସବୁ କଟକଣାରେ ଖୋଲିଲା

ନୂଆଦିଲ୍ଲୀ: କରୋନା ସଂକ୍ରମଣ କମ ହେବା ପରେ ଏବେ ଧୀରେ ଧୀରେ ସ୍କୁଲ, କଲେଜ ଖୋଲିବା ଆରମ୍ଭ ହୋଇଛି। ଦେଶର ରାଜଧାନୀ ଦିଲ୍ଲୀରେ ପାଖାପାଖି ଦେଢ ବର୍ଷ ପରେ ଆଜିଠୁ ସ୍କୁଲ ଖୋଲିବା ସହ ଶ୍ରେଣୀଗୃହରେ ପାଠପଢା ଆରମ୍ଭ ହୋଇଛି । ତେବେ ୫୦ ପ୍ରତିଶତରୁ ଅଧିକ ପିଲା ଯେମିତି ଏକାଥରକେ ସ୍କୁଲ ଆସିବେ
Read More...

ଆଜି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବେ ମୋଦୀ

ନୂଆଦିଲ୍ଲୀ: ରୋମରେ ଜି-୨୦ ଶିଖର ସମ୍ମିଳନୀରେ ବୈଠକରେ ଯୋଗ ଦେବା ପରେ ଏବେ ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍କଟଲାଣ୍ଡ ଗ୍ଲାସଗୋରେ ପହଞ୍ଚିଛନ୍ତି।ଗ୍ଲାସଗୋରେ ଭାରତୀୟ ସମୁଦାୟ ପକ୍ଷରୁ ତାଙ୍କୁ ଜୋରଦାର ସ୍ୱାଗତ କରାଯାଇଛି। ଏହି ସମୟରେ ଭାରତୀୟ ଲୋକମାନେ ‘ମୋଦୀ ହେ ଭାରତ କି ଗେହନା’ ଗୀତ
Read More...

ଘାଟିରେ ଖସିଲା ବସ୍‌

ଉତ୍ତରାଖଣ୍ଡରେ ଏକ ବଡ଼ ଧରଣର ଅଘଟଣ ଘଟିଛି । ଡେରାଡୁନ ବିକାଶନଗର ପାଖରେ ବୁଲହାଡ଼ ବାୟଲ ରାସ୍ତା କଡ଼ରେ ଘାଟିକୁ ଏକ ବସ ଖସିପଡିଛି । ଆଜି ସକାଳୁ ବସଟି ଘାଟିକୁ ଖସିପଡିବାରୁ ୧୧ ଜଣଙ୍କ ମୃତ୍ୟୁ ହୋଇଛି ।ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । ୪
Read More...

ଭୁବନେଶ୍ୱରରେ ୧୧୦ ଟପିଲା ପେଟ୍ରୋଲ

ଦେଶରେ ପେଟ୍ରୋଲ ଓ ଡିଜେଲ ଦର ପ୍ରତିଦିନ ନୂଆ ରେକର୍ଡ କରୁଛି । ଲଗାତର ପ ମ ଦିନ ପାଇଁ ଦେଶରେ ତୈଳ ଦର ବୃଦ୍ଧି ପାଇଛି । ଆଜି ପେଟ୍ରୋଲ ଓ ଡିଜେଲ ଦର ଉଭୟ ୩୫ ପଇସା ଲେଖାଁଏ ବୃଦ୍ଧି ହୋଇଛି । ତୈଳ କମ୍ପାନୀ ଗୁଡିକ ମାସର ଶେଷ ଦିନରେ ମଧ୍ୟ ଇନ୍ଧନ ମୂଲ୍ୟ ବୃଦ୍ଧି କରିଛନ୍ତି,ଯାହାକୁ ନେଇ
Read More...

ନବାବ ମଲ୍ଲିଙ୍କ ଉପରେ ୧୦୦ କୋଟିର ମାନହାନୀ ମକଦ୍ଦମା

ମୁମ୍ବାଇ ଡ୍ରଗ୍ସ କେସ ମାମଲାରେ ବଲିଉଡ ଷ୍ଟାର ଶାହାରୁଖ ଖାନଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଜାମିନ ମିଳିବା ପରେ ଜେଲରୁ ମୁକୁଳିସାରିଛନ୍ତି । ହେଲେ ମହାରାଷ୍ଟ୍ର ମନ୍ତ୍ରୀ ନବାବ ମଲ୍ଲିକଙ୍କ ବୟାନକୁ ନେଇ ଏହି ମାମଲାକୁ ନେଇ ବିବାଦ ଥମୁନି । ଏବେ ଭାରତୀୟ ଯୁବମୋର୍ଚ୍ଚାର ପୂର୍ବ ଅଧ୍ୟକ୍ଷ ମୋହିତ
Read More...

ନ୍ୟୁଜିଲାଣ୍ଡ ବନାମ ଭାରତ: କିଏ ମାରିବ ବାଜି?

ଆଜି ଟି-୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ନ୍ୟୁଜିଲାଣ୍ଡ ।ଏହି ମ୍ୟାଚରେ କଡ଼ା ଟକ୍କର ଦେଖିବାକୁ ମିଳିବ । ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ହେବାକୁ ଥିବା ଏହି ମ୍ୟାଚରେ ସେମିଫାଇନାଲ ରେସରେ ରାସ୍ତା ସୁରକ୍ଷିତ ରଖିବାକୁ ଉଭୟ ଦଳକୁ ଜୋରଦାର ସଂଘର୍ଷ କରିବାକୁ ପଡିବ । ଯେଉଁ ଦଳ ଆଜି
Read More...

ଫ୍ୟାନ୍ସ୍‌ଙ୍କୁ କନ୍ଦାଇଦେଲା ସେହନାଜଙ୍କ ଗୀତ..

ପଞ୍ଜାବ ଗାୟିକା ସେହନାଜ ଗିଲ୍‌ଙ୍କ ଗୀତ ‘ତୁ ୟହି ହେ’କୁ ଦର୍ଶକ ଜବରଦସ୍ତ ପସନ୍ଦ କରିଛନ୍ତି।ଏହି ଗୀତ ୨୪ ଘଣ୍ଟାରେ ୟୁଟ୍ୟୁବରେ ନମ୍ବର ୱାନ ଟ୍ରେଣ୍ଡରେଅଛି । ଏହି ଗୀତ ଜରିଆରେ ସେହନାଜ ସିର୍ଦ୍ଧାର୍ଥ ଶୁକ୍ଲାକୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ସିଦ୍ଧାର୍ଥଙ୍କ ଯିବା ପରେ ସେହନାଜ କେମିତି
Read More...