ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା

ଭୁବନେଶ୍ଵର: ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର
Read More...

ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଭବନ ନିକଟରେ ମଙ୍ଗଳବାର ଦିନ ଜଣେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମକୁ ପଣ୍ଡ କରିଛି ପୋଲିସ। ଝିଅର ଦୀର୍ଘ ଅସୁସ୍ଥତା ପାଇଁ ଦମ୍ପତି ଅତ୍ୟନ୍ତ ଚାପରେ ଥିବା କାରଣରୁ ଏପରି କରିଛନ୍ତି। ବୌଦ୍ଧ ଜିଲ୍ଲାର କୋଟାସିଙ୍ଗା ଅଞ୍ଚଳର ଦୁଇଜଣ ନାବାଳିକା
Read More...

ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ଭୁବନେଶ୍ୱରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ। ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି। ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି। ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ କରିଛନ୍ତି ଜଣେ ଯୁବକ।
Read More...

ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର: ୧୫ ତାରିଖରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପରେଡ୍‌ ସକାଳ ୬ଟାରୁ ଆରମ୍ଭ ହେବାକୁ ଥିବାବେଳେ ସର୍ବସାଧାରଣଙ୍କ ସୁଗମନାଗମନ ଓ ପାର୍କିଂ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। କଟକଣା ସମୟରେ କୌଣସି ପ୍ରକାର ଭାରିଯାନ ରାମମନ୍ଦିର ଏବଂ
Read More...

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ପିଉସା ସମେତ ୫ ଅଟକ କେନ୍ଦ୍ରାପଡା: ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ। ଏହି ସମୟରେ ଟେକି
Read More...

ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ

ବାଲେଶ୍ଵର: ପରିବାରଲୋକେ ଖେଳିବାକୁ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲା ଅଷ୍ଟମ ଶ୍ରେଣୀ ଛାତ୍ର। ଅନଲାଇନ ଗେମ୍ ଖେଳିବା ପାଇଁ ପରିବାର ଲୋକେ ବାରଣ କରିବାରୁ ବାଥରୁମରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଛନ୍ତି ନାବାଳକ। ବାଲେଶ୍ଵର ଜିଲା ସିଂଲା ଥାନା
Read More...

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ଢେଙ୍କାନାଳ: ଢେଙ୍କାନାଳ ଜିଲା ଭୁବନ ଏନଏସି ୨ ନମ୍ବର ଓାର୍ଡର ଅଜୟ କୁମାର ବେହେରାଙ୍କ ପତ୍ନୀ ପ୍ରେମଲତା ନାଏକ (୩୬) ସୋମବାର ରାତିରେ ନିଜ ଦେହରେ କିରୋସିନି ଢ଼ାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ସେ କଟକ ବଡ଼
Read More...

ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: ରାଜ୍ୟର ନିରନ୍ତନ ବିକାଶ ଧାରାରେ ଆଜି କୋରାପୁଟ ଜିଲା ମଧ୍ୟ ସାମିଲ ହୋଇଛି ବୋଲି ରବିବାର କୋରାପୁଟଠାର ଆୟୋଜିତ ଏକ ସାଧାରଣ ସଭାରେ ଶହୀଦ ଲକ୍ଷ୍ମଣ ନାଏକ ମେଡିକାଲ କଲେଜ ବିଲ୍ଡିଂ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ୨୮୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୬୫୦
Read More...

ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ

ସମୁଦ୍ରରେ ବୁଡି ୩ ମୃତ ପୁରୀ: ପୁରୀ ଜିଲା କୋଣାର୍କ ଚନ୍ଦ୍ରଭାଗା ସମୁଦ୍ରରେ ରବିବାର ଏକ ଅଘଟଣ ଘଟିଛି। ବଣଭୋଜି କରି ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଉଚ୍ଚ ଜୁଆର ଯୋଗୁଁ ସମୁଦ୍ରରେ ବୁଡ଼ି ତିନିଜଣଙ୍କ ମୃତ୍ୟୁ। ମୃତକଙ୍କ ମଧ୍ୟରେ ୨ଜଣ ଯୁବକ ଭୁବନେଶ୍ବରର ହୋଇଥିବା ବେଳେ ଅନ୍ୟ ଜଣେ କଟକ
Read More...

୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ

ଭୁବନେଶ୍ଵର: ୩ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ.ମୋହନ ଭାଗବତ। ସୂଚନାମୁତାବକ ଅଗଷ୍ଟ ୧୩ ତାରିଖ ଦିନ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚିବେ। ସେ ତିନି ଦିନିଆ ଓଡିଶା ପ୍ରବାସ ସାରି ଅଗଷ୍ଟ ୧୫ ତାରିଖ ଦିନ ଓଡିଶାରୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ସଂଘର
Read More...