ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ

ପାକିସ୍ତାନ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର କୋହାଟ ଜିଲ୍ଲାରେ ଶୁକ୍ରବାର ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ପୁଲିସ ଲାଇନ ନିକଟରେ ଲୋକମାନେ ପ୍ରାର୍ଥନା କରୁଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି। ଘଟଣାରେ ଏପର୍ଯ୍ୟନ୍ତ ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ…
Read More...

ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା

ଉତ୍ତରାଖଣ୍ଡ: ବହୁଚର୍ଚ୍ଚିତ ୨୦୦୬ ନିଠାରୀ ଗଣହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟରେ ଦୋଷମୁକ୍ତ ହୋଇଥିବା ସୁରେନ୍ଦ୍ର କୋଲି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଉତ୍ତରାଖଣ୍ଡର ହରିଦ୍ୱାରରେ ଥିବା ତାଙ୍କ ଚା’ ଦୋକାନରେ ଗତରାତିରେ ସେ ବେକରେ ଦଉଡ଼ି ଦେଇଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି।…
Read More...

କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍‌ ଅମାନ୍ୟ କରି କ୍ରସ୍‌ ଭୋଟିଂ କରିଥିବା ଅଭିଯୋଗରେ ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ ଦାଏର ମାମଲାକୁ ହାଇକୋର୍ଟ ବିଚାର ପାଇଁ ଗ୍ରହଣ…
Read More...

ତୃତୀୟ ଥର ପାଇଁ ଟାଟା ଚେୟାରମ୍ୟାନ ହେଲେ ଏନ.ଚନ୍ଦ୍ରଶେଖରନ୍‌

ନ୍ୟୁଜ୍ ବ୍ୟୁରୋ: ଟାଟା ଗ୍ରୁପ୍‌ର ଚେୟାରମ୍ୟାନ ଭାବେ ଏନ୍. ଚନ୍ଦ୍ରଶେଖରନଙ୍କୁ ପୁଣି ଥରେ ନିଯୁକ୍ତି ମିଳିଛି। ଗୁରୁବାର ଟାଟା ସନ୍ସର ବୋର୍ଡ ତାଙ୍କୁ ତୃତୀୟ ଥର ପାଇଁ ଅଧ୍ୟକ୍ଷ ଭାବେ ପୁନଃନିଯୁକ୍ତ କରିଛି। ଏହା ସହିତ ଟାଟା ଗ୍ରୁପ୍‌ର ପରବର୍ତ୍ତୀ ଚେୟାରମ୍ୟାନଙ୍କୁ ନେଇ ଚାଲିଥିବା…
Read More...

ଦକ୍ଷତା ବିକାଶରେ ଓଡ଼ିଶା ମଡେଲକୁ ନୀତି ଆୟୋଗର ସ୍ୱୀକୃତି

ଭୁବନେଶ୍ବର: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟରେ ଦକ୍ଷତା ବିକାଶକୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏ କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପକୁ ନୀତି ଆୟୋଗ ପ୍ରଶଂସା କରିଛି। ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଶିଳ୍ପ ଆବଶ୍ୟକତା ଅନୁଯାୟୀ ଯୁବପିଢ଼ିଙ୍କୁ ପ୍ରଶିକ୍ଷଣ ଦେଉଥିବା ଏକ…
Read More...

ଭୁବନେଶ୍ୱର ଡିସିପି ପଦରୁ ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ

ଭୁବନେଶ୍ବର: ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫାକୁ କେନ୍ଦ୍ର ସରକାର ଗୃହୀତ କରିଛନ୍ତି। ତାଙ୍କ ଇସ୍ତଫା ଗ୍ରହଣ ପାଇଁ ପୂର୍ବରୁ ରାଜ୍ୟ ସରକାର ଗୃହ ମନ୍ତ୍ରାଳୟକୁ ସୁପାରିସ କରିଥିଲେ। ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀ ମୀନା ନିଜ ପଦରୁ ଇସ୍ତଫା ଦେଇଥିଲେ। ୨୦୧୩ ବ୍ୟାଚ୍‌ର…
Read More...

ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ

‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି ନୂଆଦିଲ୍ଲୀ: ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପରେ ଭାରତର ସ୍ଥିତିକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ‘ସେମିକନ୍ ଇଣ୍ଡିଆ ୨୦୨୬’ର ପଞ୍ଚମ ସଂସ୍କରଣ ଉଦ୍‌ଘାଟନ କରିଛନ୍ତି। ‘ସିଲିକନ୍ ଟୁ ସିଷ୍ଟମ୍ସ:…
Read More...

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍ ବ୍ୟୁରୋ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଓ ସମ୍ ଲାଇଫସାଇସେନ୍ସ ପକ୍ଷରୁ ବୁଧବାର ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । …
Read More...

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି)କ୍ୟାମ୍ପସ-୧ ଓ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବୁଧବାର ଏକ ସ୍ୱତନ୍ତ୍ର…
Read More...

UPI ଉପରେ ୦.୫% ଚାର୍ଜ ନେଇ ବଡ଼ ସ୍ପଷ୍ଟତା

ନୂଆଦିଲ୍ଲୀ: ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ପେମେଣ୍ଟ କଲେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଦେବାକୁ ପଡ଼ିବ ବୋଲି ଚାଲିଥିବା ଚର୍ଚ୍ଚାକୁ ନେଇ ସ୍ପଷ୍ଟତା ଆସିଛି। ଏଭଳି କୌଣସି ସରକାରୀ ଟ୍ୟାକ୍ସ କିମ୍ବା ୦.୫ ପ୍ରତିଶତ ଶୁଳ୍କ ବର୍ତ୍ତମାନ ଧାର୍ଯ୍ୟ ହୋଇନାହିଁ ବୋଲି ବିଜେପି ନେତା ଅମିତ…
Read More...