ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବଲିଉଡ ଅଭିନେତା ଧର୍ମେନ୍ଦ୍ର ଗୁରୁତର

ନ୍ୟୁଜ୍ ବ୍ୟୁରୋ: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଛି। ଭେଣ୍ଟିଲେଟର ସପୋର୍ଟରେ ଚିକିତ୍ସା ଚାଲିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଗତ ସପ୍ତାହରେ ମୁମ୍ୱାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ
Read More...

ଆଡଭାନୀଙ୍କୁ ପ୍ରଶଂସା କରି ବିବାଦରେ କଂଗ୍ରେସ ସାଂସଦ ଶଶି ଥରୁର

ନୂଆ ଦିଲ୍ଲୀ: ନିଜ ବୟାନକୁ ନେଇ ପୁଣି ଥରେ କଂଗ୍ରେସ ସାଂସଦ ଶଶି ଥରୁର ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହୁର ଏବଂ ଇନ୍ଦିରା ଗାନ୍ଧିଙ୍କ ସହ ବିଜେପି ବରିଷ୍ଠ ନେତା ତଥା ପୂର୍ବ ଉପପ୍ରଧାନମନ୍ତ୍ରୀ ଲାଲକ୍ରିଷ୍ଣ ଆଡଭାନୀଙ୍କ ରାଜନୈତିକ କ୍ୟାରିୟରକୁ ସମର୍ଥନ
Read More...

ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ

ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର
Read More...

ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ

ନ୍ୟୁଜ୍ ବ୍ୟୁରୋ: ଭାରତର ୨ ମୋଷ୍ଟ ୱାଣ୍ଟେଡ ଆମେରିକାରୁ ଗିରଫ। ଭାରତର ନିରାପତ୍ତା ସଂସ୍ଥା ଓ ହରିଆଣା ପୋଲିସର ମିଳିତ ଉଦ୍ୟମରେ ୨ ଗ୍ୟାଙ୍ଗଷ୍ଟରଙ୍କୁ ଗିରଫ କରାଯାଇଛି। ବିଦେଶ ମାଟିରେ ୨ ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କୁ ଧରିବା ହରିଆଣା ପୋଲିସ ଲାଗି ଗୁରୁତ୍ବପୂର୍ଣ୍ଣ ହୋଇଛି। କପିଳ
Read More...

ଧାମରା ବନ୍ଦରରେ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍

ଭଦ୍ରକ: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍। ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି। ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି ଡ୍ରୋନ୍ କ୍ୟାମେରା
Read More...

ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ଭୁବନେଶ୍ବର: ବିଜେଡି ନେତାଙ୍କ ଘରେ ଆୟକର ଚଢାଉ। ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ରବିବାର ଆୟକର ଚଢାଉ ହୋଇଛି। କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି।ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ। ପୂର୍ବରୁ ନୂଆପଡ଼ା ଜିଲ୍ଲା
Read More...

ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ।
Read More...

ଆଣ୍ଡାମାନ ନିକୋବରରେ ଶକ୍ତିଶାଳୀ ଭୂମିକମ୍ପ

ନ୍ୟୁଜ୍ ବ୍ୟୁରୋ: ଆଣ୍ଡାମାନ ଓ ନିକୋବରରେ ଭୂମିକମ୍ପ। ୫.୪ ତୀବ୍ରତା ବିଶିଷ୍ଟ ଭୂକମ୍ପ ଆଣ୍ଡାମାନ ଉପକୂଳରେ ରବିବାର ମଧ୍ୟାହ୍ଣରେ ଅନୁଭୂତ ହୋଇଯାଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଏନେଇ ସୂଚନା ଜାରି କରିଛି । ଆଜି ମଧ୍ୟାହ୍ନ ୧୨:୬ ସମୟରେ ଭୂମିକମ୍ପ ହୋଇଥିବା ସୂଚନା
Read More...

ପୀତବାସଙ୍କ ପରିବାରକୁ ୨୪ ଘଣ୍ଟିଆ ସୁରକ୍ଷା

ନ୍ୟୁଜ୍ ବ୍ୟୁରୋ: ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ବ୍ରହ୍ମପୁର ପୋଲିସ ପକ୍ଷରୁ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦିଆଯାଇଛି। ପୀତବାସଙ୍କ ଘର ଚାରିପଟେ ସାଧା ପୋଷାକଧାରୀ ପୋଲିସ ମୁତୟନ ହୋଇଛନ୍ତି। ପୀତବାସଙ୍କ ପତ୍ନୀଙ୍କ ପ୍ରେସମିଟ୍‌ ପରେ ସୁରକ୍ଷା ଦେବାକୁ ପଦକ୍ଷେପ ନିଆଯାଇଛି। ପୀତବାସ
Read More...

ଡିସେମ୍ବର ୧ରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ

ନୂଆ ଦିଲ୍ଲୀ: ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ। ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ଦିନ ଏହା ଘୋଷଣା କରିଛନ୍ତି। ଏକ୍ସରେ ଏ
Read More...