ପରଲୋକରେ ଯୁବ କଂଗ୍ରେସ ନେତା ସଂଗ୍ରାମ ଜେନା
ଭୁବନେଶ୍ବର: ଆଉ ନାହାନ୍ତି ପୂର୍ବତନ ଯୁବ ଛାତ୍ର କଂଗ୍ରେସ ସଭାପତି ସଂଗ୍ରାମ ଜେନା। ସଂଗ୍ରାମ ଜେନା ହେଉଛନ୍ତି କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କ ପୁଅ। କୋଭିଡରେ ଆକ୍ରାନ୍ତ ହେବା ପରେ ସେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି । ମାତ୍ର ୪୪ ବର୍ଷ ବୟସରେ ତାଙ୍କର ପରଲୋକ!-->…
Read More...
Read More...