କଟକରେ କାହିଁକି ପୁଣି ବଢିଲା ସଂକ୍ରମଣ?
ଭୁବନେଶ୍ବର: ରାଜ୍ୟରେ ମହାମାରୀ କରୋନାର ପ୍ରଭାବ ଦିନକୁ ଦିନ କମୁଛି। ସପ୍ତମ ପର୍ଯ୍ୟାୟ ତାଲାବନ୍ଦର ଏକ ସପ୍ତାହ ଭିତରେ ସଂକ୍ରମଣ ହାର ଖସିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେରୁ ୧୩ ଶହ ଭିତରେ ରହୁଛି। କେବଳ ଖୋର୍ଦ୍ଧାକୁ ଛାଡିଦେଲେ ଅନ୍ୟ ସମସ୍ତ ଜିଲ୍ଲାରେ ସଂକ୍ରମଣ କମିବାରେ ଲାଗିଛି।!-->…
Read More...
Read More...