ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆରଆଇ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ

ଭୁବନେଶ୍ବର: ଆଜି ରାଜ୍ୟରେ ରାଜସ୍ୱ ନିରୀକ୍ଷକ ଓ ଅମିନ ପରୀକ୍ଷା ଅନୁଷ୍ଠିତ ହେଉଛି। ହେଲେ ଆରମ୍ଭରୁ ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ ଦେଖାଦେଇଛି। ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଛନ୍ତି। ଆଜି ଆରଆଇ ଓ ଅମିନ
Read More...

ନୂଆପଡା ପାଇଁ ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା କଂଗ୍ରେସ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଆଉ ମାତ୍ର ୪ ଦିନ। ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ ପାଇଛି। ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି। ଇସ୍ତାହାର ଉନ୍ମୋଚନ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ନୂଆପଡା ପ୍ରଦେଶ
Read More...

ବ୍ରହ୍ମପୁରରେ ଗ୍ରୀନ୍‌ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡିର ଚଢ଼ାଉ

ବ୍ରହ୍ମପୁର: ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି
Read More...

ଘାଟିରେ ଜଳିଗଲା ବସ୍‌: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଆନ୍ଧ୍ରପ୍ରଦେଶ: ସାଲୁର ଘାଟିରେ ଅଘଟଣ। ଜଳିଗଲା ଓଏସଆରଟିସି ବସ୍‌, ବଡ ବିପଦରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଓଡ଼ିଶାର ଜୟପୁର ଆସୁଥିବା ଏକ ଓଡ଼ିଶା ରାଜ୍ୟ ପରିବହନ ନିଗମ ଓଏସଆରଟିସି ବସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଇଞ୍ଜିନ ପାଖରେ ସର୍ଟସର୍କିଟ ଯୋଗୁଁ
Read More...

ପ୍ରଶାନ୍ତ କିଶୋରଙ୍କ ପାର୍ଟିର ପ୍ରାର୍ଥୀ ବିଜେପିରେ ସାମିଲ

ମୁଙ୍ଗେର: ମୁଙ୍ଗେରରେ ବଡ ରାଜନୈତିକ ଝଟକା । ମତଦାନ ଦିନକ ପୂର୍ବରୁ ମୁଙ୍ଗେର ଆସନରେ ରାଜନୈତିକ ଅସ୍ଥିରତା ସୃଷ୍ଟି ହୋଇଛି। ପ୍ରଶାନ୍ତ କିଶୋରଙ୍କ ନେତୃତ୍ୱାଧୀନ ଜନ ସ୍ବରାଜ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସିଂହ ଦଳ ଛାଡି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଇଛନ୍ତି। ସଞ୍ଜୟ ସିଂହ ଜନ
Read More...

ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ

ପାରାଦୀପଗଡ଼: ଆରପାରିରେ ଯାତ୍ରା ଜଗତର ବର୍ଷୀୟାନ କଳାକାର-ନିର୍ଦ୍ଦେଶକ ଦେବୀ ରଥ। କଳାକାରଙ୍କ ମହଲରେ ସେ ‘ମାମା’ ଭାବେ ପରିଚିତ ଥିଲେ। ୭୧ ବର୍ଷ ବୟସରେ ଦେବୀ ରଥଙ୍କର ତାଙ୍କ ଘରେ ପରଲୋକ ହୋଇଛି। ଦୀର୍ଘ ୫୦ ବର୍ଷ ଧରି ଯାତ୍ରା ଜଗତରେ ସକ୍ରିୟ ଥିଲେ। ଗତକାଲି ନିଜ ଘର ପାରାଦୀପଗଡ଼ରେ ସେ ଶେଷ
Read More...

ବିଶ୍ୱ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ବିଶ୍ଵକପ ସହିତ ଫଟୋ ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ
Read More...

ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି

ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ‍ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍‌ପିକୁ ଆଜି କେନ୍ଦ୍ର
Read More...

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା
Read More...

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି

ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ
Read More...