ମୋଦୀ ଡାକିଲେ ଜରୁରୀ ବୈଠକ
ନୂଆଦିଲ୍ଲୀ: ଆସନ୍ତାକାଲି ମନ୍ତ୍ରିମଣ୍ଡଳର ସଂପ୍ରସାରଣ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୂର୍ବାହ୍ନ ୧୧ଟାରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଲାଗି ଆପାତତଃ ସମୟ ସ୍ଥିର ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି।!-->…
Read More...
Read More...