ମହିଳାଙ୍କୁ ମାରିଲା କିଏ?
ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୀମଟାଙ୍ଗିର ଫେଜ୍-୧ ଅଞ୍ଚଳରେ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବନ୍ଦ ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତା’ସହିତ ଜଣେ ପୁରୁଷଙ୍କୁ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି ।!-->…
Read More...
Read More...