ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କ ଅବଦାନକୁ ଲେଖାଯାଉ: ଧର୍ମେନ୍ଦ୍ର

ଭୁବନେଶ୍ୱରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି , ଶାସ୍ତ୍ରୀଜୀଙ୍କୁ ବି ମନେ ପକାଇଲେଏକବିଂଶ ଶତାବ୍ଦୀରେ ଗାନ୍ଧୀଙ୍କ ବିଚାରରେ ଓଡ଼ିଶାକୁ ଆତ୍ମନିର୍ଭର ପାଇଁ ସଂକଳ୍ପ କରିବାକୁମହତାବଙ୍କ ଇଞ୍ଚୁଡ଼ି ଠାରେ ଆନ୍ଦୋଳନ ବୃହତ୍ତମ ଆନ୍ଦୋଳନ ଭାବରେ ପ୍ରତିଷ୍ଠିତ ହୋଇଥିଲାଏକବିଂଶ
Read More...

ଜେଏସପିଏଲକୁ ରେଳ ଯୋଗାଣକାରୀ ମାନ୍ୟତା, ପ୍ରଥମ ଘରୋଇ କମ୍ପାନି

ମୁଖ୍ୟ ଟ୍ରାକ୍‌ରେ ବ୍ୟବହାର ପାଇଁ ଜେଏସପିଏଲର ଉତ୍ପାଦକୁ ଭାରତୀୟ ରେଳବାଇର  ଅନୁମୋଦନଜେଏସପିଏଲ ଦ୍ୱାରା ନିର୍ମାଣ କରାଯାଉଥିବା ରେଳ ଯୋଗାଣକୁ ଆରଡ଼ିଏସଓ  ଅନୁମୋଦନ କରିଛି ଜେଏସପିଏଲର ୟୁଆଇସି ୬୦ କିଗ୍ରା, ୮୮୦ ଗ୍ରେଡ଼  ପ୍ରାଇମ୍ (କ୍ଲାସ୍- ଏ) ରେଲ୍କୁ ପ୍ରମାଣପତ୍ର   ନୂଆଦିଲ୍ଲୀ:
Read More...

କଳାହାଣ୍ଡିରେ ୩ ଶକ୍ତି ପ୍ରକଳ୍ପ ଲୋକାର୍ପିତ

ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍‌ ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ
Read More...

ଚାପରେ ପ୍ରତାପ; ମନ୍ତ୍ରୀ ପଦକୁ ବିପଦ!

ଭୁବନେଶ୍ବର: ବାଲେଶ୍ବର ବିଧାନସଭା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନ ଏବେ ବିଜେଡି ଅପେକ୍ଷା ବିଜେପି ପାଇଁ ଅଧିକ ଗୁରୁତ୍ବପୂର୍ଣ୍ଣ ହୋଇପଡିଛି। ଏହି ଆସନଟି ବିଜେପି ହାତରେ ଥିବା ଦୃଷ୍ଟିରୁ ଦଳ ଯଦି ଏଠାରେ ନ ଜିତେ, ତେବେ ଆଗାମୀ ଓଡ଼ିଶା ଦଖଲ ଯୋଜନା ବାଧାପ୍ରାପ୍ତ ହେବ। ଏଣୁ
Read More...

ଏବେ ବାତ୍ୟା ଆସିବ କି?

ଭୁବନେଶ୍ବର (ସାର୍ଥକ ମିଶ୍ର) : ପ୍ରତିବର୍ଷ ଅକ୍ଟୋବର ୧ରୁ ବାତ୍ୟା ଋତୁ ଆରମ୍ଭ ହୋଇଥାଏ। ଅକ୍ଟୋବର, ନଭେମ୍ବର, ଡିସେମ୍ବର ମାସରେ ଉଭୟ ବଙ୍ଗୋପସାଗର ଓ ଆରବସାଗରରେ ବାତ୍ୟା ପାଇଁ ଅନୁକୂଳ ପରିବେଶ ରହିଥାଏ। ବଙ୍ଗୋପସାଗର ଓ ଆରବ ସାଗରରେ ୨ଟି ଋତୁରେ ବାତ୍ୟା ଆସେ। ଗୋଟିଏ ପ୍ରି ମୌସୁମୀ
Read More...

୫ରାଜ୍ୟ ଉପରେ ନଡ୍ଡାଙ୍କ ଆଖି

୨୦୨୪ ସୁଦ୍ଧା ବିଜେପିକୁ ସଶକ୍ତ ପାଇଁ ନକ୍ସା ପ୍ରସ୍ତୁତବହୁ ନେତା ଆଗକୁ ଆସିବେ, ପ୍ରଭାବ ନଥିଲେ ବିଦାସାଢେ ତିନିବର୍ଷ ସମୟ ଭିତରେ ବହୁ ପରିବର୍ତ୍ତନ ହେବ ନୂଆଦିଲ୍ଲୀ: ଦାୟିତ୍ବ ନେବାର ୮ମାସ ପରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡାଙ୍କ ଟିମ୍ ଗଠନ ପଛର ରହସ୍ୟ ଉପରେ ଜାତୀୟ
Read More...

ମହିଳା ଓ ଶିଶୁ ନିରାପଦ ନୁହେଁ

ଜାତୀୟ କ୍ରାଇମ ରେକର୍ଡ ବ୍ୟୁରୋ-୨୦୧୯ ରିପୋର୍ଟରେ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟବରିଷ୍ଠ ନାଗରିକ ସୁରକ୍ଷିତ, ସାଇବର ଅପରାଧ ମାମଲାରେ ଦେଶରେ ଆଗରେବିଧାନସଭାରେ ଅସନ୍ତୋଷ ଝାଡ଼ିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ନୂଆଦିଲ୍ଲୀ: ଓଡ଼ିଶାରେ ମହିଳାଙ୍କ ଉପରେ ଅତ୍ୟାଚାର
Read More...

ମହିଳା ଶାଖାକୁ ଅଣଦେଖା କାହିଁକି?

୨୦ବର୍ଷ ବିିତିଗଲା, ଅଥଚ ବିଜେଡି ମହିଳା ଚେହେରା ସୃଷ୍ଟି କରିବାରେ ବିଫଳଶିକ୍ଷିତ ମହିଳା ବିଜେଡିକୁ ମୁହଁ ମୋଡିଲେଣି, ସୋସିଆଲ ମିଡ଼ିଆରୁ ମିଳୁଛି ସଙ୍କେତମହିଳା ଭୋଟରଙ୍କ ଉପରେ ବିଜେପି ନଜର, ବଡ଼ ଯୋଜନା ପାଇଁ କସରତ ଆରମ୍ଭ ଭୁବନେଶ୍ବର: ବିଜେଡି ପାଞ୍ଚ ପାଞ୍ଚ ଥର ନିର୍ବାଚନ
Read More...

ଚିଡିଆଖାନା ପାଇଁ ଏତେ କଟକଣା

ଭୁବନେଶ୍ବର: ରାଜ୍ୟରେ ଚିଡ଼ିଆଖାନା ସମେତ ହରିଣ ପାର୍କ ଅକ୍ଟୋବର ୪ରୁ ଖୋଲିବ। ଆଜି ଏ ସଂକ୍ରାନ୍ତରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ବନ୍ୟପ୍ରାଣୀ ନିର୍ଦେଶନାମା ଜାରି କରିଛନ୍ତି। ଏଥିରେ କୁହାଯାଇଛି ଯେ ସାମାଜିକ ଦୂରତା ରଖି ପର୍ଯ୍ୟଟକ ଯେପରି ଛିଡା ହେବେ, ସେ ନେଇ ବ୍ୟବସ୍ଥା ହେବ। ପ୍ରବେଶ ପଥ
Read More...

ଅନ୍‌ଲକ୍-୫: କେତେ କୋହଳ, ଜାଣନ୍ତୁ

● ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟର● ୫୦% ଦର୍ଶକରେ ଖୋଲିବ ସିନେମା ହଲ● ୩୧ ଅକ୍ଟୋବର ଯାଏ କଣ୍ଟେନମେଣ୍ଟ ଜୋନରେ କଠୋର ଲକଡାଉନ କଟକଣା ନୂଆଦିଲ୍ଲୀ: କଣ୍ଟେନମେଣ୍ଟ ଜୋନ୍ ବାହାରେ ଅଧିକ କାର୍ଯ୍ୟକଳାପକୁ ଅନୁମତି ଦେବା ଲାଗି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶ
Read More...