ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

କେଉଁଠି କରୋନା ମୃତ୍ୟୁ ଛୁଇଁନି, ଜାଣନ୍ତୁ

ଭୁବନେଶ୍ବର: ଦୁଇ ଦିନ ତଳେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ଅତିକ୍ରମ କରିଥିଲା। ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୦ ଡେଇଁଯାଇଛି। ଆଜିର ୧୧ କରୋନା ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ୫୦୩ ଜଣ କରୋନାରେ ପ୍ରାଣ ହରାଇ ସାରିଥିବା ସରକାରୀ ରିପୋର୍ଟ କହୁଛି। ଦେଶରେ
Read More...

ପରଲୋକରେ ପ୍ରଣବ

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ଆଜି ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ପ୍ରଣବଙ୍କ ମୃତ୍ୟୁ ସଂପର୍କରେ ତାଙ୍କ ପୁଅ ଅଭିଜିତ୍ ମୁଖାର୍ଜୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଦୀର୍ଘ ଦିନ ହେବ ପ୍ରଣବ ଗୁରୁତର ଅସୁସ୍ଥ ଥିଲେ ଓ ତାଙ୍କୁ
Read More...

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ପରିସ୍ଥିତିର ସମୀକ୍ଷା, ସହାୟତା ଘୋଷଣା କ୍ଷତିଗ୍ରସ୍ତ ପରିବାରକୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ଏବଂ ନିୟମାନୁଯାୟୀ ଅନ୍ୟ ସହାୟତା ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି
Read More...

ଅପାରଗ ଓ ଦୁର୍ନୀତିଗ୍ରସ୍ତଙ୍କୁ ଲାଗିବ ମୋଦୀ ଚାବୁକ

ନୂଆଦିଲ୍ଲୀ: ଅପାରଗ କିମ୍ବା ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କୁ ଚିହ୍ନଟ କର। ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯିବ। ସରକାରରେ ୩୦ବର୍ଷ କାର୍ଯ୍ୟ ପୂରଣ କରିଥିବା କର୍ମଚାରୀଙ୍କ ସେବା ରେକର୍ଡ ସମୀକ୍ଷା କରିବାକୁ କେନ୍ଦ୍ର ସମସ୍ତ ବିଭାଗକୁ ନିର୍ଦେଶ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର
Read More...

ଓଡ଼ିଶାରେ କରୋନା ଲକ୍ଷେ ଟପିଲା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ଟପିଯାଇଛି। ଆଜି ୩୦୧୪ ଜଣଙ୍କ ଠାରେ କରୋନା ଠାବ ପରେ ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୯୩୪ ଛୁଇଁଛି। ପାଖାପାଖି ୧୭ଲକ୍ଷ ୩୧ ହଜାର ୫୫୬ଟି ନମୁନା ପରୀକ୍ଷଣରୁ ଏତିକି ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରିପୋର୍ଟ ଲେଖା ହେବା
Read More...

କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ

ଓଡିଶାରେ ପ୍ଲାଜମା ଚିକିତ୍ସା ସଫଳଅଧିକରୁ ଅଧିକ ଲୋକ ସୁସ୍ଥ ହେଉଛନ୍ତି:ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି। ଅଧିକରୁ ଅଧିକ କୋଭିଡ ରୋଗୀ ଏହି ଚିକିତ୍ସା ପଦ୍ଧତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି
Read More...

ପୂଜା ଛୁଟି ପର୍ଯ୍ୟନ୍ତ ସ୍କୁଲ କଲେଜ ବନ୍ଦ

ମହାମାରୀ ଲଢେଇରେ ଆତ୍ମସନ୍ତୋଷ ସବୁଠାରୁ ବଡ ଶତ୍ରୁ ସବୁବେଳେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଥିଲେ। ବର୍ତ୍ତମାନର ପରିସ୍ଥିତିରେ
Read More...

ବୈତରଣୀରେ ବନ୍ୟା, ବୁଢାବଳଙ୍ଗ ଫୁଲୁଛି

କେନ୍ଦ୍ରାପଡାରେ ସର୍ବାଧିକ ବର୍ଷା ରେକର୍ଡ୯ ଜିଲ୍ଲାରେ ହାରାହାରି ବୃଷ୍ଚିପାତ ୧୦୦ମିମି ଉପରେଆଜି ବ୍ରାହ୍ମଣୀ ଓ ମହାନଦୀ ଅବବାହିକାରେ ବର୍ଷା ଜାରି ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବଡ଼ ବର୍ଷା ଏବେ ବନ୍ୟା ସୃଷ୍ଟି କଲାଣି।
Read More...

ଅମାନିଆଙ୍କ ଲାଗି କରୋନା ବେକାବୁ!

ଗୋଟିଏ ଦିନରେ ରେକର୍ଡ ୩୩୭୧ କରୋନା ସଂକ୍ରମିତଗୋଟିଏ ଦିନରେ ସର୍ବାଧିକ ୧୩ଜଣଙ୍କର ମୃତ୍ୟୁ ସୂଚନାଅଗଷ୍ଟ ମାସରେ ମୋଟ ସଂକ୍ରମିତ ଲକ୍ଷେ ଟପିପାରନ୍ତି୨୪ ଘଣ୍ଟାରେ ୬୩ହଜାର ୨୦୯ ନମୁନା ପରୀକ୍ଷା ହୋଇଥିଲା ଭୁବନେଶ୍ବର: ଗୋଟିଏ ଦିନରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଆଜି ନୂଆ ରେକର୍ଡ
Read More...

ଅକଳରେ ପକାଇପାରନ୍ତି ସିଏଜି

ପ୍ରଧାନମନ୍ତ୍ରୀ କିଷାନ ଠାରୁ ଖଣି ଅନିୟମିତତା ଅନୁଧ୍ୟାନ କରିବେଗରିବ ଲୋକଙ୍କ ଆକାଉଣ୍ଟକୁ ଯାଉଥିବା ଅର୍ଥର ବି ତନାଘନା ହେବଡାକ୍ତରଖାନା ସାମଗ୍ରୀ କିଣାବିକା, ଔଷଧ କିଣା ଆଦିର ତଦାରଖ ନିଷ୍ପତ୍ତି ନୂଆଦିଲ୍ଲୀ/ଭୁବନେଶ୍ବର : ୨୦୧୮ ମସିହାରେ କେନ୍ଦ୍ର ସରକାର ୮.୫ କୋଟି ଚାଷୀଙ୍କୁ ଲକ୍ଷ୍ୟ
Read More...