ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କୃଷକଙ୍କୁ ରଗାଇଦେଲା ଅନ୍ତରୀଣ ବଜେଟ

କୃଷକ ସଂଗଠନ କହିଲେ ଦିନକୁ ୩ଟଙ୍କା ୩ ପଇସା କଣ ହେବସ୍ୱାମୀନାଥନ୍‍ କମିଟି ସୁପାରିସ ଲାଗୁ କରିବାରେ ଅସୁବିଧା କେଉଁଠିଭାଗଚାଷୀ ଓ ଭୂମିହୀନ ଚାଷୀଙ୍କୁ ଏଥିରୁ କିଛି ବି ଫାଇଦା ନାହିଁ ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଅନ୍ତରୀଣ ବଜେଟରେ କୃଷକଙ୍କ ସ୍ୱାର୍ଥ ଉପରେ ମୁଖ୍ୟତଃ ଗୁରୁତ୍ୱ ଦିଆଯାଇଛି
Read More...

କେନ୍ଦ୍ର କାଟିଦେଲା ୨୬ ହଜାର ୩୪୨ କୋଟି

ନବୀନ ବଜେଟକୁ ଦେଲେ ଅଢେଇ ମାର୍କଚନ୍ଦ୍ରବାବୁ ନାଇଡୁ ପାଳିବେ ପ୍ରତିବାଦ ଦିବସକ୍ରେଜିଵାଲ ବି କଡା ସମାଲୋଚନା କଲେ ଭୁବନେଶ୍ୱର: ଚତୁର୍ଦଶ ଅର୍ଥ କମିସନ ସୁପାରିସରେ ଓଡ଼ିଶାକୁ ଅଜାଡି ଦିଆଯାଇଛି ବୋଲି ଦାବି କରିଥିଲେ କେନ୍ଦ୍ର ସରକାର । ୮ଟି ବଡ ଯୋଜନା ବନ୍ଦ କରିଦେବା ସହିତ ୩୩ଟି ଯୋଜନାରେ ଚୋଟ
Read More...

ପୂର୍ବତଟ ରେଳବାଇକୁ ୭,୦୧୦ କୋଟି

ରେଳ ବଜେଟରେ ପୂର୍ବତଟ ରେଳବାଇକୁ୭ ହଜାର ୧୦ କୋଟି ଟଙ୍କା ଅନୁଦାନ ମିଳିଛି । ଯାହାକି ଗତବର୍ଷ ଅପେକ୍ଷା ୧୩ ପ୍ରତିଶତ ଅଧିକ ଅର୍ଥ ମିଳିଛି । ନୂଆ ଲାଇନ୍ ପାଇଁ ବଜେଟରେ ୨ ହଜାର ୬୩୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ହରିଦାସପୁର-ପାରାଦୀପ ଲାଇନ୍ ପାଇଁ ସର୍ବାଧିକ ୪୦୦ କୋଟି
Read More...

ନନ୍ଦିନୀଙ୍କୁ ତଡିଦେବେ କି ଲତିକା

ରମେଶଙ୍କୁ ବିଜେଡିରୁ ଟକ୍କର ଦେବ କିଏସାନଖେମୁଣ୍ଡିରେ ତଥାପି ଅଙ୍କ ଛିଣ୍ଡିନି ଭୁବନେଶ୍ୱର:ପୂର୍ବତନ ସାଂସଦ ନିତ୍ୟାନନ୍ଦ ପ୍ରଧାନଙ୍କ ଝିଅ ତଥା ରାଜ୍ୟ ସମାଜ ମଙ୍ଗଳ ବୋର୍ଡ ଅଧ୍ୟକ୍ଷା ଲତିକା ପ୍ରଧାନ ନା ବର୍ତମାନର ବିଧାୟିକ ନନ୍ଦିନୀ ଦେବୀ । ଓସ୍କାର୍ଡ ବ୍ୟାଙ୍କ ସଭାପତି ଯୋଗେନ୍ଦ୍ର ସ୍ୱାଇଁ
Read More...

ସବୁଠି ଚର୍ଚ୍ଚାରେ ସିବିଆଇ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ବିଜେଡି ନେତାଙ୍କୁ ନୋଟିସ କରି ଓଡ଼ିଶାରେ ସିବିଆଇ ଚର୍ଚ୍ଚାରେ ରହିଛି । ପଶ୍ଚିମବଙ୍ଗ ଠାରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ ସିବିଆଇର କାର୍ଯ୍ୟକୁ ନେଇ ବିତର୍କ ମୁଣ୍ଡ ଟେକିଛି । ଏମିତି ଏକ ସମୟରେ ସିବିଆଇର ଅନ୍ତରୀଣ ମୁଖ୍ୟ ତଥା ଓଡ଼ିଶା କ୍ୟାଡର ଆଇପିଏସ୍‍
Read More...

୨୦୨୩ କ୍ରିକେଟ୍‍ ବିଶ୍ୱକପ୍‍ ଭାରତରେ

ନୂଆଦିଲ୍ଲୀ: ଆଉ କିଛି ମାସ ପରେ ପୁରୁଷ ବିଶ୍‍କପ୍‍ କ୍ରିକେଟ୍‍ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି । ଏମିତି ସମୟରେ ୨୦୨୩ରେ ଭାରତରେ ବିଶ୍ୱକପ୍‍ କ୍ରିକେଟ୍‍ ଖେଳ ହେବା ନେଇ ଯେଉଁ ଆଶଙ୍କା ପ୍ରକାଶ ପାଉଥିଲା ତାହା ଆପାତତଃ ଟଳି ଯଇଛି । ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ସୂଚନା ଦେଇଛନ୍ତି ଯେ
Read More...

ମନାଇବା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି

ଭୁବନେଶ୍ୱର: ଚାଷୀମାଙ୍କ ସହିତ ଆଲୋଚନା କରିବା ଲାଗି ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ କମିଟି ଗଠନ ହୋଇଥିଲା । ନିର୍ବାଚନକୁ ଦେଖି ମୁଣ୍ଡଟେକୁଥିବା ଅସନ୍ତୁଷ୍ଟ ସଂଗଠନଙ୍କୁ ବୁଝାଇବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଲାଗି ଆଜି ରାଜ୍ୟ ସରକାର ଆଉ ଏକ
Read More...

ଛାଇଗଲେ ମାଓବାଦୀ, ଉପସ୍ଥିତି ଜଣାଇଲେ

ଭୁବନେଶ୍ୱର: ଭାରତ ବନ୍ଦ ଆଳରେ ରାଜ୍ୟରେ ପୁଣି ଥରେ ମାଓବାଦୀମାନେ ତାଙ୍କ ଉପସ୍ଥିତି ଜାହିର କରିଛନ୍ତି । ରାୟଗଡା-ବିଷମକଟକରେ ଗୁରୁବାର ସକାଳେ ମାଓବାଦୀମାନେ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ । ବିଷମ କଟକ ଥାନା ଅଧିକାରୀ ଚତୁର୍ଭୁଜ ନାୟକ ଅଳ୍ପକେ ରକ୍ଷା ପାଇଯାଇଥିଲେ । ପରେ ପୋତା ଯାଇଥିବା
Read More...

କାହା ଆକାଉଣ୍ଟରୁ ଫେରିବ କାଳିଆ ଟଙ୍କା

ଭୁବନେଶ୍ୱର: ୫ଏକରରୁ ଅଧିକ ଚାଷ ଜମି ଥିଲେ କିମ୍ୱା ସରକାରୀ ଚାକିରିଆ । ଆୟକର ଦାତା ଅଥବା ହିତାଧିକାରୀଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଲେ, ସେମାନଙ୍କ ଆକାଉଣ୍ଟକୁ ଭୁଲ କ୍ରମେ ଯାଇଥିବା କାଳିଆ ଟଙ୍କା ଫେରାଇ ଅଣାଯିବ । ଆଜି କୃଷି ସଚିବ ସୌରଭ ଗର୍ଗ ସଚିବାଳୟରେ ଏହି ସୂଚନା ଦେଇଛନ୍ତି ।
Read More...

କୁଆଡେ ଗଲା କଂଗ୍ରେସର ଦମ୍ଭୋକ୍ତି

ମହାନଦୀ ଟ୍ରିବ୍ୟୁନାଲରେ ଭୀଷଣ ପ୍ରତିବାଦ ଜଣାଇଛନ୍ତି ଛତିଶଗଡ ସରକାର ଓଡ଼ିଶାକୁ ଦୋଷୀ ବୋଲି ସାବ୍ୟସ୍ତ କରିବା ସହ କ୍ଷତିପୂରଣ ମାଗିଛନ୍ତି ଭୁବନେଶ୍ୱର: ଛତିଶଗଡରେ କଂଗ୍ରେସ କ୍ଷମତାକୁ ଆସିଲା, ଏବେ ମହାନଦୀ ମାମଲାରେ ଓଡ଼ିଶାକୁ ସହଯୋଗ ମିଳିବ । ଏମିତି ଭାଷଣବାଜି କରିଥିଲେ, ରାଜ୍ୟ କଂଗ୍ରେସ
Read More...