ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ବିଜେଡି ସଠିକ୍‍ ଭାବେ ନଚାଲିଲେ ଦଳ ଛାଡିବି: ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜେଡି ପରିଚାଳନାକୁ ନେଇ ମୁହଁ ଖୋଲିଛନ୍ତି ଆଉ ଜଣେ ଟାଣୁଆ ନେତା। ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଆଜି ମୁହଁ ଖୋଲି କହିଛନ୍ତି ଯେ ଆଗକୁ ଯଦି ଦଳ ଠିକ୍‍ ଭାବେ ନଚାଲେ ତାହେଲେ ଦଳ ଠାରୁ ଦୂରେଇବି। ଦୀର୍ଘଦିନ ପରେ ବିଜେଡିରେ ଚାଲିଥିବା
Read More...

ବଢିଲା ବିଡିଓଙ୍କ ଆର୍ଥିକ କ୍ଷମତା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ବଢିଲା ବିଡିଓଙ୍କ କ୍ଷମତା। ବିଡିଓଙ୍କ ଆର୍ଥିକ କ୍ଷମତାକୁ ବଢାଇଲେ ରାଜ୍ୟ ସରକାର। ଏ ନେଇ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି। ପଞ୍ଚାୟତ ସମିତି କାର୍ଯ୍ୟର ବିଲ୍ ପାସ୍ ପାଇଁ ବିଡିଓଙ୍କ ଆର୍ଥିକ କ୍ଷମତା ୨ରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି
Read More...

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

ଭୁବନେଶ୍ବର; ଓଡ଼ିଆ ସାହିତ୍ୟର ପ୍ରତିଶ୍ରୁତି ସମ୍ପନ୍ନ ଯୁବ ସାହିତ୍ୟିକଙ୍କୁ ସମ୍ମାନ ଓ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଚଳିତବର୍ଷରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ‘ସୋଆ ଯୁବ ସାହିତ୍ୟ ପୁରସ୍କାର' ପ୍ରଦାନ ନିମନ୍ତେ ସିଦ୍ଧାନ୍ତ ନେଇଛି। ୪୦ ବର୍ଷ ବୟସ ସୀମା ମଧ୍ୟରେ
Read More...

ନେପାଳରେ ଫସିଛନ୍ତି ଶତାଧିକ ଓଡିଆ

ନେପାଳ: ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ କାଠମାଣ୍ଡୁରେ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ସେଥିରେ ଅଛନ୍ତି ଶତାଧିକ ଓଡିଆ। ଏଥିରେ ଯାଜପୁରର ୨୩ ଜଣ ପର୍ଯ୍ୟଟକ ଥିବା ଜଣାପଡିଛି। ଏମାନେ ସମସ୍ତେ ଚଳିତ ମାସ ୪ ତାରିଖରେ ନେପାଳ ଯାଇଥିଲେ। ଆସନ୍ତା ୧୨ ତାରିଖ ଅର୍ଥାତ ଆଉ
Read More...

ସୋସିଆଲ୍ ମିଡିଆ ଉପରୁ ବ୍ୟାନ ହଟାଇଲେ ନେପାଳ ସରକାର

ନେପାଳ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍‌ ବିରୋଧରେ କାଠମାଣ୍ଡୁରେ
Read More...

ବିଜେଡି ଛାଡିଲେ ଏନ୍‍.ଭାସ୍କର ରାଓ

ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା
Read More...

ସମ୍ ହସ୍ପିଟାଲ୍‌ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ନିମନ୍ତେ ପ୍ରେରଣ କରାଯାଇଛି।
Read More...

ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା। ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ
Read More...

ଚେକ୍-ପୋଷ୍ଟରେ ଏସୟୁଭି ଧକ୍କା, ଏସଆଇ ଗୁରୁତର

ବରଗଡ଼: ବରଗଡ଼ ଜିଲ୍ଲାର ସୋହେଲା ଅଞ୍ଚଳରେ ଯାନବାହାନର ନିୟମିତ ଯାଞ୍ଚ ସମୟରେ ଏକ ଏସୟୁଭି ଚେକ୍-ପୋଷ୍ଟରେ ଧକ୍କା ଦେବା ଫଳରେ ଜଣେ ସବ-ଇନ୍ସପେକ୍ଟର ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ରବିବାର ରାତିରେ ଜିଲ୍ଲାର ସୋହେଲା ଥାନା ଅଧୀନରେ ଥିବା ଦଶମାଇଲ ଲେବାଡି ଛକରେ ଏହି ଘଟଣା
Read More...

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

ନୂଆପଡା: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ। ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି। ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ
Read More...