ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category

ଘଟଣା ଓ ଦୁର୍ଘଟଣା

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ
Read More...

ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ହତ୍ୟା

ଛତିଶଗଡ଼: ଛତିଶଗଡ଼ରେ ପୁଣି ଥରେ ମାଓବାଦୀ ହିଂସା ଦେଖିବାକୁ ମିଳିଛି। ପୁଲିସ ସୂଚନାଦାତା ସନ୍ଦେହରେ ଦୁଇଜଣ ଦିବ୍ୟାଙ୍ଗ ଶିକ୍ଷକଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଛତିଶଗଡ଼ ବିଜାପୁର ଜିଲ୍ଲା ୨ଟି ଭିନ୍ନ ଗାଁରେ ନୃଶଂସ ହତ୍ୟାକାଣ୍ଡ। ପୋଲିସ ଇନଫର୍ମର ସନ୍ଦେହରେ ହତ୍ୟା ନେଇ ପୋଷ୍ଟର
Read More...

ଏଫଏମ୍‌ କଲେଜ ପୀଡ଼ିତାଙ୍କୁ ଭେଟିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱରରେ ଚିକିତ୍ସିତ ବାଲେଶ୍ୱର ଫକିର ମୋହନ କଲେଜ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏମ୍ସ ସମାବର୍ତ୍ତନ ଉତ୍ସବ ପରେ ପୀଡିତାଙ୍କ ପରିବାର ସଦସ୍ୟଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଛନ୍ତି। ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍‌କୁ ଯାଇ ଭେଟିଲେ
Read More...

ଏଫଏମ କଲେଜ ନିଲମ୍ବିତ ପ୍ରିନସିପାଲ ଦିଲ୍ଲୀପ ଘୋଷ ଗିରଫ

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନମହାବିଦ୍ୟାଳୟର ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ। ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ ଛାତ୍ରୀଙ୍କ ପରିବାର। ପୂର୍ବରୁ ଏଜୁକେସନ୍ ବିଭାଗ HOD ସମୀର ସାହୁ ଗିରଫ ହୋଇଥିଲେ। ବର୍ତ୍ତମାନ
Read More...

ମାଓବାଦୀ ଆଇଇଡି ବିସ୍ଫୋରଣରେ ୪ ଗ୍ରାମବାସୀ ଆହତ

ବିଜାପୁର: ନକ୍ସଲବାଦୀଙ୍କ ଘୃଣ୍ୟ କାର୍ଯ୍ୟକଳାପ ପୁଣିଥରେ ସାମ୍ନାକୁ ଆସିଛି। ମଦେଦ ଅଞ୍ଚଳରେ ମାଓବାଦୀ ଙ୍କ ଦ୍ୱାରା ବିଛାଯାଇଥିବା ଆଇଇଡି ବିସ୍ଫୋରଣ ଫଳରେ ୪ ଜଣ ଗ୍ରାମବାସୀ ଆହତ ହୋଇଛନ୍ତି। ଆହତ ଗ୍ରାମବାସୀଙ୍କୁ ଜିଲ୍ଲା ହସ୍ପିଟାଲ ବିଜାପୁରରେ ଭର୍ତ୍ତି କରାଯାଇଛି। ଆହତ ଗ୍ରାମବାସୀଙ୍କ
Read More...

ଏମ୍ସରେ ବିଗୁଡୁଛି ଛାତ୍ରୀଙ୍କ ଅବସ୍ଥା

ଭୁବନେଶ୍ବର: ଏମ୍ସରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଏଫଏମ କଲେଜର ଛାତ୍ରୀଙ୍କସ୍ୱାସ୍ଥ୍ୟ ଏବେ ଶଙ୍କଟାପନ୍ନ ରହିଥିବା କୁହାଯାଇଛି । ନିଆଁରେ ପୋଡିହେବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଆଉ ସେ ମେଡିକାଲରେ ଭର୍ତ୍ତି ହେବା ପରେ ଶରୀରର ଅଧିକାଂଶ ଅଙ୍ଗ ପୋଡି ଯାଇଥିବା ସୂଚନା
Read More...

ମେଡିକାଲ ଛାତରୁ ଡେଇଁ ରୋଗୀ ଗୁରୁତର

ବଲାଙ୍ଗୀର: ହସ୍ପିଟାଲ ଛାତରୁ ଡେଇଁ ରୋଗୀ ଗୁରୁତର। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ସୋମବାର ଅଘଟଣ ଘଟିଛି। ମେଡିସିନ ଓ୍ବାର୍ଡର ଦିତୀୟ ମହଲା କୋଠାରୁ ଜଣେ ରୋଗୀ ଡେଇଁ ପଡ଼ିବାରୁ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ରୋଗୀ ଜଣକ ବଲାଙ୍ଗୀର ସହର ଖରସେଲପଡ଼ାର ପୂର୍ଣ୍ଣଚନ୍ଦ୍ର ସାହୁ
Read More...

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

ରାୟଗଡ଼ା: ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା
Read More...

ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି। ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର
Read More...