ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଘଟଣା ଓ ଦୁର୍ଘଟଣା

ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ

ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି। ବିଭାଗର ସହକାରୀ
Read More...

ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍‌

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ବଡ଼ ବସ ଦୁର୍ଘଟଣା। ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ
Read More...

ଭୁବନେଶ୍ୱର ବିମାନବନ୍ଦରରୁ ୩୦ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରେ କମିଶନରେଟ ପୋଲିସ ବ୍ୟାଙ୍କକରୁ ଆସୁଥିବା ତିନି ଯାତ୍ରୀଙ୍କୁ ଅଟକ କରି ୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ହାଇଡ୍ରୋପୋନିକ ଗଞ୍ଜେଇ ଜବତ କରିଛି। ନିୟମିତ ଲଗେଜ ଯାଞ୍ଚ ସମୟରେ ଏହି ମାଦକ ଦ୍ରବ୍ୟ ଜବତ ହୋଇଥିଲା।
Read More...

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୮ କାଉଡିଆ ମୃତ, ଅନେକ ଆହତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆଙ୍କୁ ନେଇଯାଉଥିବା ବସ୍‌ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ
Read More...

ଏମ୍ସରେ ଅସଦାଚରଣ ଘଟଣା; ନର୍ସିଂ ଅଫିସର୍ ଗିରଫ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ମହିଳା ଆଟେଣ୍ଡାଣ୍ଟଙ୍କୁ ଅସଦାଚରଣ ଘଟଣା। ଅଭିଯୁକ୍ତ ନର୍ସିଂ ଅଫିସର୍‌ ନାନୁ ରାମ ଚୌଧୁରୀ ଗିରଫ। ଅଭିଯୁକ୍ତକୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ। ସୋମବାର ଅସଦାଚରଣ ଅଭିଯୋଗ ଆଣିଥିଲେ ଆଟେଣ୍ଡାଣ୍ଟ। ଏନେଇ ସେ ଖଣ୍ଡଗିରି ଥାନାରେ ଏତଲା ଦେଇ
Read More...

ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ
Read More...

ଯୋଗାଣ ମନ୍ତ୍ରୀଙ୍କଠୁ ଠକିନେଲେ ୨୫ ଲକ୍ଷ

ଢେଙ୍କାନାଳ: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ
Read More...

ମନସା ଦେବୀ ମନ୍ଦିରରେ ଦଳାଚକଟା

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ମନସା ଦେବୀ ମନ୍ଦିରରେ ଏକ ଗୁଜବ କାରଣରୁ ରବିବାର ସକାଳେ ଦଳାଚକଟା ହୋଇଛି । ଏହି ଅଘଟଣରେ ୬ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଭକ୍ତ ଆହତ ହୋଇଛନ୍ତି । ମନ୍ଦିର ସିଡିରେ ବିଦ୍ୟୁତ୍ ତାର ପଡିଥିବାର ଗୁଜବ ଖେଳିବା ପରେ ମନ୍ଦିର ମଧ୍ୟରେ ଦଳାଚକଟା
Read More...

ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ। ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ଦୁଇ ମୃତକ ଭୀମସାରର ଶେଷ
Read More...

ସ୍କୁଲ ଛାତ ଭୁଶୁଡି ୪ ପିଲା ମୃତ

ରାଜସ୍ଥାନ: ଶୁକ୍ରବାର ସକାଳେ ରାଜସ୍ଥାନର ଝାଲାୱାଡ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମନୋହରଥାନା ବ୍ଲକର ପିପ୍ଲୋଡି ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ି ପଡ଼ିବା ଫଳରେ ୪ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ଅନେକ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା
Read More...