ପ୍ରମୁଖ ଖବର

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର କମ୍ପାନି
କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି
Browsing Category

ଘଟଣା ଓ ଦୁର୍ଘଟଣା

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

ବିଜାପୁର: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ଆହତ ସିଆରପିଫ୍‌ ଯବାନଙ୍କୁ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ, ଛତିଶଗଡ଼ ବିଜାପୁର ଜିଲା ଚିନ୍ନାଗେଲୁର ସିଆରପିଏଫ୍‌ କ୍ୟାମ୍ପ୍‌ରୁ ରବିବାର
Read More...

ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ସୁକମା: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) ।ସୂଚନା ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ ଜଙ୍ଗଲକୁ ଡାକିନେଇ ପୋଲିସ ଇନଫର୍ମର ଦର୍ଶାଇ
Read More...

ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜିତିଆ ପର୍ବରେ ୪୦ ମୃତ

ଉତ୍ତରପ୍ରଦେଶ: ଜିତିଆ ପର୍ବରେ ଘଟିଯାଇଛି ଦୁଃଖଦ ଘଟଣା। ଜିତିଆ ପର୍ବ ପାଳନ ସମୟରେ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ପୋଖରୀ ଓ ନଦୀରେ ଗାଧୋଇବା ବେଳେ ପ୍ରାୟ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଜିତିଆ ପର୍ବରେ ଔରଙ୍ଗାବାଦରେ ସର୍ବାଧିକ ଲୋକଙ୍କ ଜୀବନ ଯାଇଛି। ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ
Read More...

ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ କଲା ଆତ୍ମହତ୍ୟା

ବେଙ୍ଗଲୁରୁ: ବେଙ୍ଗଲୁରୁ ମହାଲକ୍ଷ୍ମୀ ହତ୍ୟା ମାମଲା। ଆତ୍ମହତ୍ୟା କଲା ମୁଖ୍ୟ ଅଭିଯୁକ୍ତ। ବେଙ୍ଗାଲୁରୁରେ ଜଣେ ୨୯ ବର୍ଷୀୟ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଘଟଣାର ମୁଖ୍ୟ ଅଭିଯୁକ୍ତର ମୃତଦେହ ଆଜି ଝୁଲନ୍ତା ଅବସ୍ଥାରେ ଓଡ଼ିଶାର ଭଦ୍ରକରୁ ମିଳିଛି।ମୃତ ଯୁବକ ଜଣଙ୍କ ହେଲା ମୁକ୍ତି
Read More...

୧୦ମାସର ଶିଶୁକୁ ବଳାତ୍କାର

ଗୁଜରାଟ: ଲୋପ ପାଉଛି ମାନବିକତା।ପଶୁ ଠାରୁ ବି ହୀନ ହୋଇଯାଉଛି ମଣିଷ। ଗୁଜରାଟର ଭାରୁଚ୍‌ ଜିଲାରେ ରବିବାର ଆଉ ଏକ ଲଜ୍ଜାଜନକ ଘଟଣା ଘଟିଛି। ଭାରୁଚ୍‌ ଜିଲ୍ଲାର ପାନୋଲି ଗ୍ରାମରେ ଏକ ୧୦ମାସର ଶିଶୁକୁ ବଳାତ୍କାର କରାଯାଇଛି। ପିଲାଟି ଘର ଅଗଣାରେ ଖେଳୁଥିବାବେଳେ ଅଭିଯୁକ୍ତ ଦୀପକ କୁମାର ଲାଲବାବୁ
Read More...

ଜଳପ୍ରପାତରେ ଭାସି ଯାଇ ୨ ଡାକ୍ତରୀ ଛାତ୍ରୀ ମୃତ

ଏଲୁର ମେଡିକାଲ୍‌ କଲେଜର ୫ଜଣ ଡାକ୍ତରୀ ଛାତ୍ରୀଛାତ୍ର ଭାସି ଯାଇଥିଲେ ୨ ଉଦ୍ଧାର ଓ ଜଣେ ଛାତ୍ରୀ ନିଖୋଜଆଲୁରୀ: ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ଆଲୁରୀ ଜିଲ୍ଲାରେ ଅଭାବନୀୟ ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶର ତରଙ୍ଗିଣୀ ଜଳପ୍ରପାତରେ ଆନ୍ଧ୍ର ଏଲୁର ମେଡିକାଲ୍‌ କଲେଜର ୫ଜଣ
Read More...

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ: ୫୧ ମୃତ, ୨୦ ଆହତ

ଇରାନ: ଇରାନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ ଘଟିଛି। କୋଇଲା ଖଣିରେ ରବିବାର ମିଥେନ୍ ଗ୍ୟାସ୍ ଲିକ୍ ହେବା ପରେ ବଡ ବିସ୍ଫୋରଣ ଘଟିଛି।ଏହି ବିସ୍ଫୋରଣ ଇରାନର ଦକ୍ଷିଣ ଖୁରାସାନ ପ୍ରାନ୍ତରେ ହୋଇଛି। ଏଥିରେ ୫୧ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି।ମଦଞ୍ଜୋ କମ୍ପାନୀ
Read More...

ନାବାଳିକାକୁ ଗଣଦୁଷ୍କର୍ମ

ରାଉରକେଲା: ରାଉରକେଲାରେ ଦୁଇ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ। ଦୁଇ ନାବାଳିକା ଦୁଇ ଭଉଣୀ ଥିବା କୁହାଯାଉଛି। ବିଶ୍ରା ଛକ ଅଞ୍ଚଳରେ ଏହି ଘଟଣା ଘଟିଛି। ଦୁଇ ନାବାଳିକା ରାଉରକେଲାକୁ ମାର୍କେଟିଂ କରିବାକୁ ବସ ଯୋଗେ ଆସିଥିଲେ। ଗତକାଲି ପ୍ରାୟ ସଂଧ୍ୟା ସମୟରେ ଏହି ଅଭାବନୀୟ ଘଟଣା ଘଟିଛି।
Read More...

ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମାଡ

ବାଲିଆପାଳ: ବାଲେଶ୍ୱର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କ
Read More...

ରେଳ ଟ୍ରାକରୁ ମିଳିଲା ସିଲିଣ୍ଡର

କାନପୁର: ପୁଣି ବଡ ଦୁର୍ଘଟଣାରୁ ବର୍ତ୍ତିଲା ଆଉ ଏକ ଟ୍ରେନ୍। ଉତ୍ତରପ୍ରଦେଶ କାନପୁରରେ ପୁଣି ଥରେ ଟ୍ରେନ୍ ଦୁର୍ଘଟଣା ପାଇଁ ରଚାଯାଇଥିଲା ବଡ ଷଡଯନ୍ତ୍ର। କାନପୁର ଦେହାତ ଜିଲ୍ଲାରେ ପେରମ୍ବୁର ଷ୍ଟେସନ ରେଳ ଧାରଣାରୁ ସିଲିଣ୍ଡର ଠାବ ହୋଇଛି। ଯାହାକୁ ଦେଖିବା ପରେ କାନପୁରରୁ ପ୍ରୟାଗରାଜ
Read More...