ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category

ଘଟଣା ଓ ଦୁର୍ଘଟଣା

ତେଲେଙ୍ଗାନା ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ତେଲଙ୍ଗାନା: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ
Read More...

ଭ୍ୟାନକୁ ଧକ୍କା ଦେଲା ହାଇୱା; ୨ ମୃତ, ୪ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ ଓମିନି ଗାଡିକୁ ଧକ୍କା ଦେଇଛି ହାଇୱା ।ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, କମଣ୍ଡସ୍ଥିତ
Read More...

ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କଟକ: କଟକ ଛତ୍ରବଜାର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ମହିଳା ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍‌ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।
Read More...

ଯୋଡ଼ାରେ ଖଣିରୁ ମାଟି ଅତଡ଼ା ଧସି ୩ ମୃତ

କେନ୍ଦୁଝର: ଯୋଡ଼ାରେ ଏକ ବଡ଼ ଅଘଟଣ ଘଟିଛି। ଖଣିରୁ ମାଟି ଅତଡ଼ା ଧସି ୩ ଜଣଙ୍କ ମୃତ୍ୟୁ ହୋଇଛି ଓ କିଛି ଲୋକ ଆହତ ହୋଇଥିବା ଜଣାପଡିଛି । କେନ୍ଦୁଝର ଯୋଡ଼ା ଥାନା ବିଛାକୁଣ୍ଡି ଦଲପାହାଡ଼ରେ ଘଟିଛି ଏହି ବଡ଼ ଅଘଟଣ। ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା କାରଣରୁ ମାଟି ଅତଡ଼ା ଧସିଛି। ମୃତ
Read More...

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରି ବିସ୍ଫୋରଣରେ ୪ ଓଡ଼ିଆ ମୃତ

ତେଲେଙ୍ଗାନା: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ
Read More...

ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ

ତାମିଲନାଡୁ: ତାମିଲନାଡୁର ବିରୁଧୁନଗର ଜିଲ୍ଲାର ଶିବକାସୀରେ ଏକ ବାଣ ତିଆରି କାରଖାନାରେ ମଙ୍ଗଳବାର ଦିନ ହଠାତ୍ ବିସ୍ଫୋରଣ ଘଟିଥିଲା। ବାଣ କାରଖାନାରେ ବିସ୍ଫୋରଣରେ ୨ ଜଣ ମହିଳାଙ୍କ ସମେତ ଅତି କମରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା
Read More...

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି

ତେଲଙ୍ଗାନା: ତେଲଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ପଶାମୟାଲାରାମରେ ଥିବା ସିଗାଚି ଇଣ୍ଡଷ୍ଟ୍ରିଜ ଔଷଧ କାରଖାନାରେ ଗତକାଲି ହୋଇଥିବା ଭୟଙ୍କର ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩୪ କୁ ବୃଦ୍ଧି ପାଇଛି। ଜିଲା ପୋଲିସ ଅଧୀକ୍ଷକ କହିଛନ୍ତି, ‘ଭଗ୍ନାଂଶ ହଟାଇବା ସମୟରେ, ଏହା ତଳେ ଅନେକ
Read More...

ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ:୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ସୋମବାର ଅଭିଯୋଗ ଶୁଣାଣି ଚାଲିଥିବାବେଳେ ୫ ଜଣ ଦୁର୍ବୃତ୍ତ ଜୋର ଜବରଦସ୍ତ ଧଶେଇ ପଶି ଅଧିକାରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଛନ୍ତି । ଯାହାକୁ ନେଇ ସାରା ରାଜ୍ୟର ଚର୍ଚ୍ଚା । ଏହି ଆକ୍ରମଣ ଘଟଣାରେ ୩
Read More...

ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି
Read More...

ପୁରୀରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ତୃତୀୟ ଦିନରେ ଏକ ବଡ ଧରଣର ଅଘଟଣ ଘଟିଛି ।ଠେଲାପେଲାରେ ଦଳାଚକଟା କାରଣରୁ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା
Read More...