Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍
Browsing Category
ଘଟଣା ଓ ଦୁର୍ଘଟଣା
ଜୀଅନ୍ତା ଜଳିଗଲେ ଯୁବତୀ
ପଟ୍ଟାମୁଣ୍ଡାଇ: ଘର ଭିତରେ ଜୀବନ୍ତ ଜଳିଗଲେ ଯୁବତୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ।
ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀଜଣଙ୍କ ଜୀବନ ହାରିଛନ୍ତି। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିବା!-->!-->!-->…
Read More...
Read More...
ବାଦଲ ଫଟା ବର୍ଷାରେ ଭାସିଗଲା ଗାଁ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ଉତ୍ତରକାଶୀର ଧରାଲିରେ ବାଦଲ ଫଟା ବର୍ଷା ଫଳରେ ମଙ୍ଗଳବାର ଅପରାହ୍ନରେ ଏକ ଗାଁ ସମ୍ପୂର୍ଣ୍ଣ ଭାବେ ଭାସି ଯାଇଛି। ତେବେ ଏହି ଧରାଲି ଗାଁ ଡେରାଡୁନରୁ ୨୧୮ କିଲୋମିଟର ଏବଂ ଗଙ୍ଗୋତ୍ରୀ ଧାମରୁ ୧୦ କିଲୋମିଟର ଦୂରରେ ଅବସ୍ଥିତ ଅଟେ।
ଏହି ଘଟଣାର ଭିଡିଓ ଓ ଫଟୋ!-->!-->!-->…
Read More...
Read More...
୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ପୂର୍ବରୁ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ୮କୁ ବଢିଲା ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା। ମୃତକ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଦୁଇ ଜଣ ଶ୍ରମିକ ଥିବା ସୂଚନା। ଜଣେ!-->…
Read More...
Read More...
ଗ୍ରାନାଇଟ ପଥର ଖସି ୬ ଓଡ଼ିଆ ଶ୍ରମିକ ମୃତ
ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାପାଟଲାରେ ଥିବା ଗ୍ରାନାଇଟ ଖାଦନରେ ଅଘଟଣ। ଆନ୍ଧ୍ରପ୍ରଦେଶର ବାପତଲା ଜିଲାରେ ରବିବାର ଏକ ଗ୍ରାନାଇଟ୍ ପଥର ଖଣିରେ ବିସ୍ଫୋରଣ ଯୋଗୁ ବିରାଟକାୟ ଗ୍ରାନାଇଟ ପଥର ଖସି ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ୧୫ ଜଣ ଶ୍ରମିକ ଉପସ୍ଥିତି ଥିବା!-->…
Read More...
Read More...
କେନାଲକୁ ଖସିଲା ତୀର୍ଥଯାତ୍ରୀ ଗାଡ଼ି, ୧୧ ମୃତ
ଉତ୍ତରପ୍ରଦଶ: ଉତ୍ତରପ୍ରଦେଶ ଗୋଣ୍ଡାର ଇଟିଆ ଥୋକ୍ ଥାନା ଅନ୍ତର୍ଗତ ଏକ କେନାଲରେ ରବିବାର ତୀର୍ଥଯାତ୍ରୀ ଗାଡ଼ି ଖସି ପଡ଼ିବାରୁ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରବିବାର ଦିନ ପୃଥ୍ବୀନାଥ ମନ୍ଦିରରେ ଜଳ ଅର୍ପଣ କରିବାକୁ ଯାଉଥିଲେ ଭକ୍ତ,କିନ୍ତୁ ଅଧା ରାସ୍ତାରେ ଦୁର୍ଘଟଣାରେ ଚାଲିଗଲା ଜୀବନ।
!-->!-->!-->…
Read More...
Read More...
ଆଖିବୁଜିଲେ ବଳଙ୍ଗା ପୀଡ଼ିତା
ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସରୁ ଆସିଲା ବଡ଼ ଖବର। ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟିଛି। ଶେଷରେ ଆଖିବୁଜିଲେ ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ!-->…
Read More...
Read More...
ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ
ଗଜପତି: ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏଭଳି ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ଆର୍. ଉଦୟଗିରି ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (RWSS) ବିଭାଗରୁ ଆସିଛି।
ବିଭାଗର ସହକାରୀ!-->!-->!-->…
Read More...
Read More...
ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍
ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ବଡ଼ ବସ ଦୁର୍ଘଟଣା। ଜମ୍ମୁ ଓ କଶ୍ମୀରର ଗାଣ୍ଡେରବଲ ଜିଲାରେ ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ଏକ ବସ ନଦୀକୁ ଖସିପଡ଼ିଛି। ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ପ୍ରବଳ ବର୍ଷା ମଧ୍ୟରେ ଗାଣ୍ଡେରବଲ ଜିଲାର କୁଲାନରେ ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ!-->…
Read More...
Read More...
ଭୁବନେଶ୍ୱର ବିମାନବନ୍ଦରରୁ ୩୦ କୋଟି ଟଙ୍କାର ଗଞ୍ଜେଇ ଜବତ
ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରେ କମିଶନରେଟ ପୋଲିସ ବ୍ୟାଙ୍କକରୁ ଆସୁଥିବା ତିନି ଯାତ୍ରୀଙ୍କୁ ଅଟକ କରି ୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ହାଇଡ୍ରୋପୋନିକ ଗଞ୍ଜେଇ ଜବତ କରିଛି।
ନିୟମିତ ଲଗେଜ ଯାଞ୍ଚ ସମୟରେ ଏହି ମାଦକ ଦ୍ରବ୍ୟ ଜବତ ହୋଇଥିଲା।!-->!-->!-->…
Read More...
Read More...
ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା: ୧୮ କାଉଡିଆ ମୃତ, ଅନେକ ଆହତ
ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା। କାଉଡ଼ିଆଙ୍କୁ ନେଇଯାଉଥିବା ବସ୍ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି। ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ!-->…
Read More...
Read More...