Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
Browsing Category
ଘଟଣା ଓ ଦୁର୍ଘଟଣା
ଶୌଚାଳୟ ଟାଙ୍କି ସଫା ବେଳେ ଶ୍ଵାସରୁଦ୍ଧ ହୋଇ ୪ ଶ୍ରମିକ ମୃତ
ନବରଙ୍ଗପୁର: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ମଙ୍ଗଳବାର ଏକ ବଡ଼ ଅଘଟଣ ଘଟିଛି। ପାଇଖାନା ଟାଙ୍କି ସଫା କରିବା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲାଲୁ ରଣା, ତ୍ରିଲୋଚନ ଭରତ, ଏନ. ସନ୍ତୁ ଏବଂ ଅମିର ଖୁରା।
ସୂଚନା!-->!-->!-->…
Read More...
Read More...
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ୭ମାସର ଏହି ମାଈ ଧଳା ବାଘ ଛୁଆଟି ମେଲାନିଷ୍ଟିକ ବାଘ କ୍ରିଷ୍ଣା ଏବଂ ଧଳା ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ୨ରେ ଜନ୍ମଗ୍ରହଣ କରିଥିଲା।
ସୂଚନା ଅନୁଯାୟୀ, ଶାବକଟି ପଙ୍ଗୁ ହେବାର!-->!-->!-->…
Read More...
Read More...
ସେନା ଶିବିରରେ ଭୂସ୍ଖଳନ: ୩ ମୃତ, ୯ ଯବାନ ନିଖୋଜ
ସିକ୍କିମ: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହୋଇଛି। ଏହି ଦୁର୍ଘଟଣାରେ କିଛି ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଏହା ସହିତ ୯ ଜଣ ସୈନିକ ମଧ୍ୟ ନିଖୋଜ!-->…
Read More...
Read More...
ଭାରସାମ୍ୟ ହରାଇ ଓଲଟିଲା ବସ୍, ୫୦ରୁ ଅଧିକ ଯାତ୍ରୀ ଆହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍। ବସ୍ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା। ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ!-->…
Read More...
Read More...
ରାଜଧାନୀରେ ସିରିଜ୍ ଦୁର୍ଘଟଣା: ୩ ଗୁରୁତର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରବିବାର ସିରିଜ ଦୁର୍ଘଟଣା ଘଟିଛି। ୟୁନିଟ-୨ ପେଟ୍ରୋଲ ପମ୍ପ ନିକଟରେ ସିରିଜ ଦୁର୍ଘଟଣା ଘଟି ୩ ଜଣ ଆହତ ହୋଇଛନ୍ତି। ଅଟୋ ସାଙ୍ଗକୁ ଦୁଇଟି କାରକୁ ପଛରୁ ଧକ୍କା ଦେଇଛି ଅନ୍ୟ ଏକ କାର। ଏହା ପରେ କାରଟି ଏକ ସରକାରୀ କ୍ୱାର୍ଟର୍ସ ଗେଟ ଭାଙ୍ଗି ଘର ଭିତରକୁ!-->…
Read More...
Read More...
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା
ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ସିକ୍କିମ: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ!-->!-->!-->…
Read More...
Read More...
ଦୁର୍ଘଟଣା ହ୍ରାସ ପାଇଁ ସରକାରଙ୍କ ଚିନ୍ତା
ଭୁବନେଶ୍ୱର : ବାଣିଜ୍ୟ ଏବଂ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ଅଧ୍ୟକ୍ଷତାରେ ପରିବହନ କମିଶନର ଅମିତାଭ ଠାକୁର ଏବଂ ଆଇଆଇଟି ମାଡ୍ରାସର ସଡ଼କ ସୁରକ୍ଷା ପରାମର୍ଶଦାତା ପ୍ରଫେସର ଭେଙ୍କଟେଶ ବାଲସୁବ୍ରମଣ୍ୟମଙ୍କ ଉପସ୍ଥିତିରେ ବିଭିନ୍ନ ସଡ଼କ ସୁରକ୍ଷା ପଦକ୍ଷେପ ବିଷୟରେ ଆଲୋଚନା ଏବଂ!-->…
Read More...
Read More...
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ
ଅନୁଗୁଳ: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫରେଷ୍ଟ ଗାର୍ଡ ପ୍ରହଲ୍ଲାଦ ପ୍ରଧାନଙ୍କ ପ୍ରାଣହାନୀ ସମ୍ପର୍କରେ ଜାଣି ଅତ୍ୟନ୍ତ ଦୁଃଖ ପ୍ରକାଶ କରବା ସହ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବେ ବୋଲି!-->…
Read More...
Read More...
କାଠଯୋଡ଼ିରେ ୨ ଇଞ୍ଜିନିୟର ବୁଡିଯିବା ଘଟଣା; ମିଳିଲା ଆଉ ଜଣଙ୍କ ମୃତଦେହ
କଟକ: ଗତକାଲି ଗାଧୋଇବାବେଳେ କଟକ କାଠଯୋଡିରେ ବୁଡି ଯାଇଥିଲେ ୨ ଇଞ୍ଜିନିୟର ନିଖୋଜ ଘଟଣାରେ ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଇଞ୍ଜିନିୟର୍ ହେଲେ ରୁତିକେସ ମାତାଲ (୨୫) ଏବଂ ଋତିକ୍ ବ୍ରିଜନେ (୨୫) । ଉଭୟ ମହାରାଷ୍ଟ୍ରର!-->…
Read More...
Read More...
କାଠଯୋଡ଼ିରେ ବୁଡି ଜଣେ ଇଞ୍ଜିନିୟର ମୃତ; ଆଉ ଜଣେ ନିଖୋଜ
କଟକ: କଟକ କାଠଯୋଡିରେ ଅଘଟଣ। ନଦୀରେ ବୁଡି ଜଣେ ଇଞ୍ଜିନିୟର ମୃତ ହୋଇଥିବା ବେଳେ ଆଉ ଜଣେ ଇଞ୍ଜିନିୟର ବୁଡ଼ି ନିଖୋଜ ରହିଛନ୍ତି। କଟକର ସିଡିଏ- ୧୦ ବୀରେନ ମିତ୍ର ପାର୍କ ନିକଟରେ ନିକଟରେ ଘଟିଛି ଏହି ଘଟଣା। ଏହି ଦୁଇ ଜଣ ଯୁବକ ଏଲ୍ଏଣ୍ଡଟି କମ୍ପାନୀରେ କାମ କରୁଥିଲେ। ଏସସିବି ମେଡିକାଲ!-->…
Read More...
Read More...