Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍
Browsing Category
ଘଟଣା ଓ ଦୁର୍ଘଟଣା
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ପୁଞ୍ଚ ଓ ରାଜୌରୀ ଜିଲ୍ଲାରେ ବାଦଲଫଟା ବର୍ଷା ଏବଂ ଆକସ୍ମିକ ବନ୍ୟା ଭୟାବହ ସ୍ଥିତି ସୃଷ୍ଟି କରିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପୁଞ୍ଚ ଜିଲ୍ଲାର ସୁରନକୋଟ!-->…
Read More...
Read More...
ଧାନ ତଳି ସୁରକ୍ଷା ପାଇଁ ଲଗାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ମୃତ
ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ସିମୁଳିଆ ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ଧାନ ତଳିକୁ ଗୃହପାଳିତ ପଶୁ ଓ ବନ୍ୟଜନ୍ତୁଙ୍କ ଦାଉରୁ ରକ୍ଷା କରିବା ପାଇଁ ଲଗାଯାଇଥିବା ବିଦ୍ୟୁତ ଫାନ୍ଦ ଶେଷରେ ଦୁଇ ଜଣଙ୍କ ଜୀବନ ନେଇଛି। ଏହି ଅଘଟଣ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସୂଚନା!-->!-->!-->…
Read More...
Read More...
ନିଟ୍ ପରୀକ୍ଷାରେ ବିଫଳ ପରେ ଛାତ୍ରୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର: ବ୍ରହ୍ମପୁର ନିକଟ ହଳଦିଆପଦର ଅଞ୍ଚଳରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ନିଟ୍ ପରୀକ୍ଷାରେ ଆଶାନୁରୂପ ସଫଳତା ନ ମିଳିବାରୁ ମାନସିକ ଚାପରେ ଥିବା ଛାତ୍ରୀ ଜଣକ ଗତକାଲି ରାତିରେ ନିଜ ଘରେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଛାତ୍ରୀ ହେଲେ!-->…
Read More...
Read More...
ରଥଯାତ୍ରାରେ ଅଘଟଣ: ଦଳାଚକଟାରେ ଜଣେ ଭକ୍ତଙ୍କ ମୃତ୍ୟୁ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ପୁରୀରେ ଏକ ଦୁଃଖଦ ଅଘଟଣ ଘଟିଛି। ରଥଯାତ୍ରା ସମୟରେ ଦଳାଚକଟାରେ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକ ହେଲେ କଟକ ଅଞ୍ଚଳର ଅନିଲ ଦାଶ।
ସୂଚନା ଅନୁଯାୟୀ, ପୁରୀର ମରିଚିକୋଟ ଛକ ନିକଟରେ ପ୍ରବଳ ଭିଡ଼ ମଧ୍ୟରେ ଏହି ଅଘଟଣ ଘଟିଥିଲା।!-->!-->!-->…
Read More...
Read More...
ନୋଏଡାରେ ଇ-ସ୍କୁଟରରେ ନିଆଁ
ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାରନୂଆଦୀଲ୍ଲୀ: ନୋଏଡାର ସେକ୍ଟର-୬୬ ଅଞ୍ଚଳରେ ଏକ ଆବାସିକ କୋଠାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ଚାର୍ଜିଂରେ ଥିବା ଏକ ଇଲେକ୍ଟ୍ରିକ୍ ସ୍କୁଟରରେ!-->…
Read More...
Read More...
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ
ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ପୁରୀ: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲ୍ଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଥାନା ଅନ୍ତର୍ଗତ ହୁଣ୍ଡାପିଟା ଗ୍ରାମର ବାସିନ୍ଦା ପ୍ରଦୀପ ରଥଯାତ୍ରା ଡିଉଟି ପାଇଁ ପୁରୀ ଆସିଥିଲେ। ତାଙ୍କ ଅକାଳ!-->!-->!-->…
Read More...
Read More...
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା
ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗବହ୍ମପୁର: ବ୍ରହ୍ମପୁରର ବହୁଚର୍ଚ୍ଚିତ ନିଆଁ ପୀଡ଼ିତାଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ପରଲୋକ ଘଟିଛି। ନିଆଁରେ ଗୁରୁତର ଭାବେ ପୋଡ଼ିଯାଇଥିବା ଯୁବତୀ ଜୀବନ ପାଇଁ!-->…
Read More...
Read More...
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଅହମଦାବାଦ: ୨୦୦୮ ମସିହାର ଅହମଦାବାଦ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ ବଜାୟ ରଖି ୩୮ ଜଣ ଦୋଷୀଙ୍କ ମୃତ୍ୟୁଦଣ୍ଡ ଏବଂ ୧୧ ଜଣଙ୍କ ଆଜୀବନ କାରାଦଣ୍ଡକୁ ନିଶ୍ଚିତ କରିଛନ୍ତି। ଏହା ସହ!-->…
Read More...
Read More...
ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
କଟକ: କଟକ ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ଆଇଆଇସି ବିୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ଗତକାଲି ରାତିରେ ସେ ଥାନା!-->!-->!-->…
Read More...
Read More...
କେନାଲ ପାଣିରେ ଭାସିଗଲେ ଯୁବକ
ଭୁବନେଶ୍ବର: ଭୁବନେଶ୍ୱରର ବାଣୀବିହାର ନିକଟ କେନାଲରେ ଭାସି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଘଟଣା ପରେ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ନିଖୋଜ ଯୁବକଙ୍କ ସନ୍ଧାନ ପାଇଁ ଜୋରଦାର ତଲାସି ଅଭିଯାନ ଚାଲିଛି। ଶନିବାର ମଧ୍ୟାହ୍ନରେ ବାଣୀବିହାର ନିକଟସ୍ଥ କେନାଲରୁ!-->…
Read More...
Read More...