ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ
Browsing Category

ଘଟଣା ଓ ଦୁର୍ଘଟଣା

ଭୁବନେଶ୍ୱର ଏମ୍ସରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏମ୍ସରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏମ୍ସର ଜଣେ ମହିଳା କର୍ମଚାରୀ ଜଣେ ପୁରୁଷ ନର୍ସିଂ ଅଧିକାରୀଙ୍କ ବିରୁଦ୍ଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ରବିବାର ବିଳମ୍ବିତ ରାତିରେ ନର୍ସିଂ ଅଫିସର ନାନୁ ରାମ ଚୌଧୁରୀ ତାଙ୍କୁ
Read More...

ଯୋଗାଣ ମନ୍ତ୍ରୀଙ୍କଠୁ ଠକିନେଲେ ୨୫ ଲକ୍ଷ

ଢେଙ୍କାନାଳ: ଜମି ଜାଲିଆତି ମାମଲାରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଠାରୁ ୨୫ ଲକ୍ଷ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ସେ ଢେଙ୍କାନାଳ ଟାଉନ୍ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଏହି ଘଟଣା ୨୦୨୧ ମସିହାରେ ଘଟିଥିଲା। ସେ
Read More...

ମନସା ଦେବୀ ମନ୍ଦିରରେ ଦଳାଚକଟା

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ମନସା ଦେବୀ ମନ୍ଦିରରେ ଏକ ଗୁଜବ କାରଣରୁ ରବିବାର ସକାଳେ ଦଳାଚକଟା ହୋଇଛି । ଏହି ଅଘଟଣରେ ୬ ଜଣ ଭକ୍ତଙ୍କର ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଭକ୍ତ ଆହତ ହୋଇଛନ୍ତି । ମନ୍ଦିର ସିଡିରେ ବିଦ୍ୟୁତ୍ ତାର ପଡିଥିବାର ଗୁଜବ ଖେଳିବା ପରେ ମନ୍ଦିର ମଧ୍ୟରେ ଦଳାଚକଟା
Read More...

ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ। ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ଦୁଇ ମୃତକ ଭୀମସାରର ଶେଷ
Read More...

ସ୍କୁଲ ଛାତ ଭୁଶୁଡି ୪ ପିଲା ମୃତ

ରାଜସ୍ଥାନ: ଶୁକ୍ରବାର ସକାଳେ ରାଜସ୍ଥାନର ଝାଲାୱାଡ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମନୋହରଥାନା ବ୍ଲକର ପିପ୍ଲୋଡି ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ି ପଡ଼ିବା ଫଳରେ ୪ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ଅନେକ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା
Read More...

ଖାଇକୁ ଖସିଲା ବସ୍

ହିମାଚଳ ପ୍ରଦେଶ: ଆଜି ସକାଳ ପ୍ରାୟ ୧୦ଟା ସମୟରେ ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ହିମାଚଳ ସଡ଼କ ପରିବହନ ନିଗମ (HRTC)ର ଏକ ବସ୍ ନିୟନ୍ତ୍ରଣ ହରାଇ ଖାଇକୁ ଖସି ପଡ଼ିଛି। ଏହି ସଡ଼କ ଦୁର୍ଘଟଣାରେ ସାତ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି ଓ ୨୨
Read More...

କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର
Read More...

କଲେଜ ଉପରେ ଖସିପଡ଼ିଲା ବିମାନ

ବାଂଲାଦେଶ: ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା। ସ୍କୁଲ ଉପରେ ଖସିପଡିଲା ସାମରିକ ତାଲିମ ପାଇଁ ବ୍ୟବହୃତ ବିମାନ। ଦୁର୍ଘଟଣାରେ ପାଇଲଟଙ୍କ ମୃତ୍ୟୁ। ବାଂଲାଦେଶର ଉତ୍ତରାଞ୍ଚଳରେ ଆଜି ମଧ୍ୟାହ୍ଣରେ ଏପରି ଦୁର୍ଘଟଣା ଘଟିଯାଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ
Read More...

୨୦୦୬ ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ଘଟଣାରେ ସମସ୍ତ ୧୨ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ମୁମ୍ବାଇ: ସୋମବାର ବମ୍ବେ ହାଇକୋର୍ଟ ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଏହି ରାୟ ଅନୁଯୟୀ ସମସ୍ତ ୧୨ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ବୋମ୍ବେ ହାଇକାର୍ଟ। ଏହି ନିଷ୍ପତ୍ତି ଜଷ୍ଟିସ୍ ଅନିଲ କିଲୋର ଏବଂ ଜଷ୍ଟିସ୍
Read More...

ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର
Read More...