Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ
ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର
ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍
ସଲମାନ ଖାନଙ୍କ ବାଲ୍କୋନୀରେ ଲାଗିଲା ବୁଲେଟ୍ ପ୍ରୁଫ୍ କାଚ
ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ
Browsing Category
ଘଟଣା ଓ ଦୁର୍ଘଟଣା
ଉତ୍ତରାଖଣ୍ଡରେ ଭୂସ୍ଖଳନ ଘଟି ୩ ମୃତ ୮ ଆହତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର ଚିଡୱାସା ନିକଟରେ ରବିବାର ଦିନ ହୋଇଥିବା ଭୂସ୍ଖଳନରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି।ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରିଥିଲେ। ମୃତ୍ୟୁବରଣ!-->…
Read More...
Read More...
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
ଭୁବନେଶ୍ବର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। କଟକ ଏସସିବି ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୭୦ ବର୍ଷ ବୟସରେ ସେ ଆଖି ବୁଜିଛନ୍ତି। ଗତ ୧୮ ତାରିଖରୁ ଅସୁସ୍ଥତା କାରଣରୁ କଟକ ଏସସିବିରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳେ ତାଙ୍କର ହୃଦଘାତ ଘଟିଥିଲା।!-->…
Read More...
Read More...
ଅନ୍ଧବିଶ୍ୱାସର କରୁଣା ପରିଣତି: ଯୁବତୀଙ୍କ ମୁଣ୍ଡରୁ ବାହାରିଲା ୭୦ଟି ଛୁଞ୍ଚି
ବଲାଙ୍ଗୀର: ଅନ୍ଧବିଶ୍ୱାସର କରୁଣା ପରିଣତି। ଅନ୍ଧ ବିଶ୍ୱାସର ପରିଣତି କେତେ ଯେ ଭୟଙ୍କର ହୋଇପାରେ ବଲାଙ୍ଗୀର ଦେଖିବାକୁ ମିଳିଛି। ଯୁବତୀଙ୍କ ମୁଣ୍ଡ ଭିତରେ ଥିଲା ମେଞ୍ଚାଏ ଛୁଞ୍ଚି। ଅପରେସନ କରି ମୁଣ୍ଡରୁ ଏକାଥରକେ ୭୦ଟି ଛୁଞ୍ଚି ବାହାର କଲେ ଡାକ୍ତର। ସମସ୍ତଙ୍କୁ ହତବାକ୍ କରିଦେବା ଭଳି ଏହି!-->…
Read More...
Read More...
ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବିକଲେ ସୂଚନା ଅଧିକାର କର୍ମୀ
ପାରାଦୀପ: ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାକୁ ଦୀର୍ଘ ୧୫ ହୋଇଥିଲେ ମଧ୍ୟ ଆଜି ଯାଏ ଏହାର ମାଲିକ କିଏ ? ଜାହାଜଟି ଲୁହାପଥର ନେଇ କେଉଁଠିକି ଯାଉଥିଲା? ଲୁହାପଥର କେଉଁଠୁ ଆସିଥିଲା? ଏସବୁ ଉପରୁ ପରଦା ଉଠି ପାରିନି। ଏବେ ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି ହେଉଛି ।!-->…
Read More...
Read More...
ଜଗତପୁରରୁ ନକଲି ଚା’ ପତି କାରଖାନା ଠାବ
କଟକ: ବେଆଇନ ସରକାରୀ ଜମି ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ କଟକ ଜଗତପୁର ଲକ୍ଷ୍ମଣପୁରରେ ନକଲି ଚା’ ପତି କାରଖାନା ଠାବ। ବିପୁଳ ପରିମାଣ ଚା’ ପତି ସହ ମେସିନ ଜବତ କଲା ସିଏମସି ଟିମ୍।
ସୂଚନା ଅନୁସାରେ, ଦୀର୍ଘ ଦିନ ଧରି ଜଗତପୁର ଲକ୍ଷ୍ମଣପୁର କେନାଲ ବନ୍ଧରେ ଠାରେ ଥିବା ଏକ ନିର୍ଜନ!-->!-->!-->…
Read More...
Read More...
ଲାଇନଚ୍ୟୁତ ହୋଇଛି ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ
ଉତ୍ତରପ୍ରଦେଶ: ପୁଣି ଏକ ଟ୍ରେନ ଦୁର୍ଘଟଣା। ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉତ୍ତରପ୍ରଦେଶର ଗୋଣ୍ଡାରେ ଗୁରୁବାର ଦ୍ୱିପହରରେ ପୁଣି ଏକ ଟ୍ରେନ୍ ଦୁର୍ଘଟଣା ଦେଖିବାକୁ ମିଳିଛି। ଗୋରଖପୁର ଦେଇ ଚଣ୍ଡୀଗଡରୁ ଆସାମର!-->…
Read More...
Read More...
ଅଭିଯୋଗ କରିବାରୁ ନର୍ସଙ୍କୁ ଅଫିସ ରୁମରେ ବନ୍ଦ କଲେ ହାଉସ ସର୍ଜନ
କଟକ; କଟକ ବଡ଼ ଡାକ୍ତରଖାନାରେ ହାଉସ ସର୍ଜନଙ୍କୁ ଦାଦାଗିରି କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ମନମୁଖୀ କାମ ଯୋଗୁ କଟକ ଏସିବି ମେଡିକାଲରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି। ଅଧୀକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ହାଉସ ସର୍ଜନ ଏବଂ ନର୍ସ ଧାରଣା ଦେଇଛନ୍ତି। ମେଡିଶିନ ୱାର୍ଡରେ ଜଣେ!-->…
Read More...
Read More...
ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି
ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସ୍ଓ ବୈକୁଣ୍ଠନାଥ ପ୍ରଧାନଙ୍କୁ ମାଡ଼ ମାରିବା ଘଟଣାରେ ବିଜେଡି ରାଜ୍ୟ ସରକାରଙ୍କୁ ଘେରିଛି। ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ। ମଙ୍ଗଳବାର ଲେଖାଶ୍ରୀ!-->…
Read More...
Read More...
ରଥରେ ଥିବା ଅଣସେବାୟତଙ୍କ ହାତ ଧରି ବାହାରେ ଛାଡିଲେ ମୁଖ୍ୟ ପ୍ରଶାସକ
ପୁରୀ: ଆଡପ ପହଣ୍ଡି ଅଘଟଣ ପରେ ଆକ୍ସନମୋଡରେ ଶ୍ରୀମନ୍ଦିର ପ୍ରଶାସନ। ନୀତିକାନ୍ତି ଓ ସେବା ପୂଜା ଆଳରେ ରଥ ଉପରେ ଚଢୁଥିବା ଅଣସେବାୟତଙ୍କ ଉପରେ କଡା ନଜର ରଖାଯାଇଛି। ଆଜି ପହଣ୍ଡି ବେଳେ ତିନିରଥରେ ଚଢିଥିବା ଅଣସେବାୟତଙ୍କୁ ଚିହ୍ନଟ କରି ବାହାରକୁ କାଢ଼ିଛନ୍ତି ନିଜେ ଶ୍ରୀମନ୍ଦିର ମୁଖ୍ୟ!-->…
Read More...
Read More...
ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ
ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି । ଆଜି ଭୋର୍ ସମୟରେ ଦ୍ଵିତୀୟ ମହଲାର ଆଇସିୟୁ ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ମିଳିଛି।
ଅନୁମାନ କରାଯାଉଛି କି ଏହି ନିଆଁ ଏସିରୁ!-->!-->!-->…
Read More...
Read More...