ପ୍ରମୁଖ ଖବର

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ
କଟକରେ ଗୁଳିକାଣ୍ଡ: ଯୁବକ ମୃତ୍ୟୁ
Browsing Category

ଘଟଣା ଓ ଦୁର୍ଘଟଣା

କାଠଯୋଡ଼ିରେ ବୁଡି ଜଣେ ଇଞ୍ଜିନିୟର ମୃତ; ଆଉ ଜଣେ ନିଖୋଜ

କଟକ: କଟକ କାଠଯୋଡିରେ ଅଘଟଣ। ନଦୀରେ ବୁଡି ଜଣେ ଇଞ୍ଜିନିୟର ମୃତ ହୋଇଥିବା ବେଳେ ଆଉ ଜଣେ ଇଞ୍ଜିନିୟର ବୁଡ଼ି ନିଖୋଜ ରହିଛନ୍ତି। କଟକର ସିଡିଏ- ୧୦ ବୀରେନ ମିତ୍ର ପାର୍କ ନିକଟରେ ନିକଟରେ ଘଟିଛି ଏହି ଘଟଣା। ଏହି ଦୁଇ ଜଣ ଯୁବକ ଏଲ୍ଏଣ୍ଡଟି କମ୍ପାନୀରେ କାମ କରୁଥିଲେ। ଏସସିବି ମେଡିକାଲ
Read More...

ନିଖୋଜ ସିଆରପିଏଫ୍ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗୀର: ଗତ ଶୁକ୍ରବାର ଦିନରୁ ନିଖୋଜ ଥିବା ଜଣେ ସିଆରପିଏଫ୍ ଯବାନଙ୍କ ମୃତଦେହ ଆଜି ସକାଳେ ଉଦ୍ଧାର କରାଯାଇଛି। ବଲାଙ୍ଗୀରର ଲରମ୍ଭା ଥାନା ଅନ୍ତର୍ଗତ ଘାସିଆନ ଗାଁ ନିକଟ ଏକ ଗଛରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ଗଣେଶରାମ ଭୋଇ ହୋଇଥିବା ବେଳେ ସେ କିଛି ଦିନ
Read More...

ହାଇଦ୍ରାବାଦରେ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏହା ସହିତ ଅନ୍ୟ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ହାଇଦ୍ରାବାଦର ଚାରମିନାର ନିକଟ ଗୁଲଜାର ହାଉଜ କୋଠାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଏହି କୋଠାଟି ଉଭୟ ଆବାସିକ ଏବଂ ବାଣିଜ୍ୟିକ କାର୍ଯ୍ୟରେ
Read More...

ବସ୍ କୁ ଧକ୍କା ଦେଲା ବସ୍‌; ଜଣେ ମୃତ

ଆର.ଉଦୟଗିରି: ବସକୁ ଧକ୍କା ଦେଲା ଘରୋଇ ବସ୍‌। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା ପଥର ଗ୍ରାମର ସଞ୍ଜୟ ବଡ଼ ରଇତ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ଏକ ବାଇକ ଯୋଗେ ସଞ୍ଜୟ
Read More...

ପାଣିରେ ବୁଡି ୫ ବର୍ଷର ଶିଶୁକନ୍ୟା ମୃତ

କନ୍ଧମାଳ: ଗାଧୋଇବାକୁ ଯାଇ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ କାବର ଗାଁ ବନ୍ଧରେ ଏହି ଅଘଟଣ ଘଟିଛି। ସୂଚନା ମୁତାବକ ଲୋଚନ ସାହୁଙ୍କ ଝିଅ ଅମ୍ରିତା ସାହୁ (୫ ବର୍ଷ) ସାଙ୍ଗ ମେଳରେ ଘର ନିକଟସ୍ତ ପୋଖରୀକୁ ଶନିବାର ସକାଳ ଗାଧୋଇବାକୁ
Read More...

ଡିଭାଇଡରରେ ପିଟି ହୋଇ ଓଲଟିଲା ବୋଲେରୋ

ଧାମରା: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜାମୁଝାଡ଼ି ଧାମରା ରାସ୍ତାର ବେତଡ଼ା ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଡିଭାଇଡରକୁ ପିଟି ରାସ୍ତାକଡ଼ ନୟନଜୋରୀକୁ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୩ ଛୋଟ ପିଲାଙ୍କ ସମେତ ୧୨ ଜଣ ଗୁରୁତର ହୋଇଛନ୍ତି।
Read More...

ବଜ୍ରାଘାତରେ ରାଜ୍ୟରେ ୧୪ ମୃତ, ଅନେକ ଆହତ

କୋରାପୁଟ: ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୧୪ ଜଣଙ୍କ ମୃତ୍ୟୁ ଘଟିଛି। କୋରାପୁଟ ଜିଲାରେ ବଜ୍ରପାତ ଘଟି ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଜିଲାରେ ଗଞ୍ଜାମରେ ୨ଜଣ, ଯାଜପୁରରେ ୨ ଜଣ ଓ ଗଜପତିରେ ଜଣଙ୍କର ବଜ୍ରାଘାତରେ ମୃତ୍ୟୁ ହୋଇଥିବା
Read More...

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ

ପୁରୀ: ପୁରୀର ନରେନ୍ଦ୍ର ପୁଷ୍କରିଣୀରେ ଅଘଟଣ। ପୁରୀରେ ବର୍ତ୍ତମାନ ଚନ୍ଦନ ଯାତ୍ରା ଜାରି ରହିଥିବା ବେଳେ ନରେନ୍ଦ୍ର ପୋଖରୀରେ ବୁଡ଼ି ଜଣେ ଯୁବକ ମୃତ। ଆଜି ଅପରାହ୍ନରେ ଗାଧେଇବା ବେଳେ ଯୁବକ ଜଣକ ପୋଖରୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଏନେଇ ଖବର ପାଇବା ପରେ ଅଗ୍ନିଶମ ବାହୀନି ଘଟଣାସ୍ଥଳରେ
Read More...

ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଆହତ

ଆସିକା: ଆସିକା କୋଟିନଡ଼ା ଥାନା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଡାଲା ଅଟୋ ଓଲଟି ୨ ମହିଳା ମୃତ, ୧୪ ଜଣ ଆହତ ହୋଇଥିବା ସୂଚନା। ଗଞ୍ଜାମ ଜିଲ୍ଲା ଆସିକା-କୋଟିନଡା ଥାନା ଅନ୍ତର୍ଗତ ଭେଟନଈ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମସ୍ତ ଗୁରୁତର ମାନଙ୍କୁ ଆସ୍କା ମେଡ଼ିକାଲରେ ଭର୍ତ୍ତି
Read More...

ଯାଜପୁରରେ ବୋମା ଫୁଟି ୨ ମୃତ, ଜଣେ ଗୁରୁତର

ଯାଜପୁର: ବୋମା ବିସ୍ଫୋରଣରେ ୨ ମୃତ ଜଣେ ଗୁରୁତର। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟଛି ଯାଜପୁର ଜିଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ। ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ କୁହାଯାଉଛି ୩ ଯୁବକ
Read More...