ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ
Browsing Category

ଘଟଣା ଓ ଦୁର୍ଘଟଣା

ଟ୍ରେନ୍‌ରୁ ଖସି ସିଆର୍‌ପିଏଫ୍‌ ଯବାନ ଗୁରୁତର

ରାୟଗଡ଼ା: ଟ୍ରେନରେ ଯିବା ସମୟରେ ଖସିପଡ଼ି ଜଣେ ସିଆର୍‌ପିଏଫ୍‌ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଶନିବାର ରାତିରେ ରାଉଲକେଲା ଜଗଦଲପୁର ଏକ୍ସପ୍ରେସ୍‌ରେ କୋରାପୁଟରୁ ବଲାଙ୍ଗୀର ଅଭୀମୁଖେ ଯାଉଥିବା ବେଳେ ଲେଲିଗୁମା
Read More...

ପୀଡ଼ିତାଙ୍କୁ ଏମ୍ସ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ୱର ଫକିର ମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା। ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି। ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର
Read More...

ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ
Read More...

ବାଲେଶ୍ୱର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ : ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି। ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ। ଏପଟେ ବାଲେଶ୍ୱର FM କଲେଜ
Read More...

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ। କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଧ୍ୟାପକଙ୍କ ଦୁର୍ବ୍ୟବହାର
Read More...

ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା

ଡୁଙ୍ଗୁରିପାଲି: ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଥାନା ଗଜବନ୍ଧ ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି। ମୃତକ ହେଲେ ବଲ୍ଲଭ ଖେତି। ମୃତକ ବଲ୍ଲଭ ଖେତି ଗଜବନ୍ଧର ପୂର୍ବତନ ସରପଞ୍ଚ ଏବଂ ବର୍ତ୍ତମାନର
Read More...

ମେଘନାଦ ପାଚେରୀ ଡେଇଁ ଶ୍ରୀମନ୍ଦିରକୁ ପଶିଲେ ୪ ଯୁବକ

ପୁରୀ: ମେଘନାଦ ପାଚେରି ଡେଇଁ ଶ୍ରୀମନ୍ଦିରରେ ପଶିଲେ ୪ ଜଣ ଯୁବକ। ଦକ୍ଷିଣ ଦ୍ୱାର ମେଘନାଦ ପାଚେରି ଉପରେ ଚଢି ଭିତରକୁ ଗଲେ ଏହି ଯୁବକ ମାନେ। ଶ୍ରୀମନ୍ଦିର ବାହାରେ ଓ ଭିତରେ ମାଳମାଳ ସୁରକ୍ଷାକର୍ମୀ ନିଯୁକ୍ତ ହେବା ସତ୍ତ୍ବେ ସବୁ ସୁରକ୍ଷାକୁ ଭେଦ କରି କିପରି ମେଘନାଦ ପାଚେରୀ ଉପରେ ଚଢି
Read More...

ସ୍କୁଲ ବସକୁ ଧକ୍କା ଦେଲା ଟ୍ରେନ, ୩ ଛାତ୍ର ମୃତ

ତାମିଲନାଡୁ: ତାମିଲନାଡୁର କୁଡ୍ଡାଲୋର ଜିଲ୍ଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଫାଟକ ପାର୍‌ ହେଉଥିବା ବେଳେ ଏକ ପାସେଞ୍ଜର ଟ୍ରେନ୍‌କୁ ସ୍କୁଲ ଭ୍ୟାନ୍‌ ଧକ୍କା ଦେଇଛି। ଫଳରେ ଭ୍ୟାନରେ ଥିବା ୩ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଛାତ୍ର ଗୁରୁତର ଥିବା ଜଣାପଡିଛି।କୁଡ୍ଡାଲୋର ଏବଂ
Read More...

ରଥ ଚକାରେ ଚାପି ହୋଇ ୬ ଆହତ

ସୋନପୁର: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ,୪ ଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା
Read More...