ପ୍ରମୁଖ ଖବର

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ
ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍
ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ: ନଗର ଉନ୍ନୟନ ମନ୍ତ୍ରୀ
ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ
ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ
Browsing Category

ଘଟଣା ଓ ଦୁର୍ଘଟଣା

ଚନ୍ଦନପୁର ନିକଟରେ ସିରିଜ ଦୁର୍ଘଟଣା: ୩୦ରୁ ଉର୍ଦ୍ଧ୍ବ ଆହତ

ଚନ୍ଦନପୁର: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ସିରିଜ ଦୁର୍ଘଟଣା। ବାଲି ବୋଝେଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ‘ମୋ ବସ୍’। ପରେ ପରେ ‘ମୋ ବସ୍‌’ ପଛରେ ଆସୁଥିବା ଯାତ୍ରୀବାହୀ ଓ୍ବିଙ୍ଗର ଗାଡି ମଧ୍ୟ ମୋ ବସ୍‌କୁ ଧକ୍କା ଦେଇଛି। ଏହି ସିରିଜ
Read More...

ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢ଼ିଲା ଅଡୁଆ। ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଏହି ଘଟଣାକୁ ନେଇ ରାଜ୍ୟସରକାରଙ୍କୁ ଜବାବା ତଲବ ମଧ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ। ୪ ସପ୍ତାହ ମଧ୍ୟରେ ରାଜ୍ୟ
Read More...

ସ୍ତ୍ରୀ ଆଗରେ ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ

ବେଙ୍ଗାଲୁରୁ: ସ୍ତ୍ରୀ ଘର ଆଗରେ ନିଜ ଦେହରେ ନିଆଁ ଲଗାଇ ସ୍ୱାମୀ ଜୀବନ୍ତ ଦଗ୍ଧ। ଏଭଳି ଏକ ଅଭାବନୀୟ ଘଟଣା ବେଙ୍ଗାଲୁରୁର ଜ୍ଞାନଭାରତୀ ଅଞ୍ଚଳରେ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡିଛି। ସ୍ତ୍ରୀଙ୍କୁ ମନାଇ ନ ପାରି ଶେଷରେ ନିଜକୁ ଜାଳିଦେଇଛନ୍ତି ସ୍ବାମୀ। ସ୍ତ୍ରୀ ରହୁଥିବା
Read More...

ଓଲଟିଲା ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି: ୪ ଆହତ

ଗଞ୍ଜାମ: ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ
Read More...

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ
Read More...

ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ

ଜଲଗାଁଓ: ଏକ ଗୁଜବ କାରଣରୁ ଅକାରଣରେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ଜଣଙ୍କ ଜୀବନ। ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବୀସ ଦୁଃଖ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ମୃତ
Read More...

ଟ୍ରେନ୍ ଉପରେ ଚଢି ବୃଦ୍ଧ ଜୀବନ୍ତ ଦଗ୍ଧ

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଏକ ଅଘଟଣ। ରାୟଗଡ଼ା ଷ୍ଟେଶନରେ ଅଟକି ରହିଥିବା ମାଲବାହୀ ଟ୍ରେନ ଉପରକୁ ଜଣେ ବୃଦ୍ଧ ଚଢ଼ି ଯାଇଥିବାବେଳେ ୨୫ ହଜାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ନୂଆପଡ଼ା ଜିଲା ରାଜଖରିଆର ଥାନା ଅନ୍ତର୍ଗତ ବଡ଼ମୂଳା
Read More...

ଯାତ୍ରୀବାହୀ ଡଙ୍ଗା ଓଲଟି ୩ ମୃତ

ବିହାର: ଯାତ୍ରୀବାହୀ ଡଙ୍ଗା ଓଲଟି ଚଲିଗଲା ୩ ଜଣଙ୍କ ଜୀବନ। ବିହାର କଟିହାର ଜିଲ୍ଲାରେ ସକାଳୁ ସକାଳୁ ଏକ ବଡ଼ ଧରଣର ଅଘଟଣ ଘଟିଛି। ଗଙ୍ଗା ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି। ଡଙ୍ଗାରେ ୧୭ଜଣ ଥିବା ବେଳେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।ଖବର ମୁତାବକ, ଡଙ୍ଗାଟି ଦକ୍ଷିଣ
Read More...

ମହାକୁମ୍ଭ ମେଳାରେ ଭୟାବହ ଅଗ୍ନିକାଣ୍ଡ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଥିବା ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କେହି ମୃତାହତ ହୋଇନଥିବା ସୂଚନା ମିଳିଛି। ମହାକୁମ୍ଭ ଟେଣ୍ଟ ସିଟିର ସେକ୍ଟର ୧୯ରେ ଏହି ଅଗ୍ନିକାଣ୍ଡ ଘଟିଛି। ରୋଷେଇ ସିଲିଣ୍ଡର ବିସ୍ଫୋରଣ ଯୋଗୁଁ ଏହା ଘଟିଥିବା ପୁଲିସ କହିଛି।
Read More...

ଦୁର୍ଘଟଣାରେ ମନୁ ଭାକରଙ୍କ ମାମୁଁ ଓ ଆଈ ମୃତ

ହରିୟାଣା: ଏକ ସଡକ ଦୁର୍ଘଟଣାରେ ଅଲିମ୍ପିକ୍ସ ପଦକ ବିଜେତା ମନୁ ଭାକରଙ୍କ ମାମୁଁ ଏବଂ ଆଈଙ୍କ ମୃତ୍ୟୁ ଘଟିଛି। ହରିୟାଣା ମହେନ୍ଦ୍ରଗଡ଼ ବାଇପାସ୍‌ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ମନୁଙ୍କ ମାମୁଁ ଏବଂ ଆଈ ଏକ ସ୍କୁଟିରେ ଯାଉଥିବାବେଳେ ସାମ୍ନା ପଟୁ ଗୋଟିଏ କାର ଦ୍ରୁତଗତିରେ ଆସି ଧକ୍କା
Read More...