ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

ଘଟଣା ଓ ଦୁର୍ଘଟଣା

ଯାଜପୁରରେ ବୋମା ଫୁଟି ୨ ମୃତ, ଜଣେ ଗୁରୁତର

ଯାଜପୁର: ବୋମା ବିସ୍ଫୋରଣରେ ୨ ମୃତ ଜଣେ ଗୁରୁତର। ଏଭଳି ଚାଞ୍ଚଲ୍ୟକର ଘଟଣା ଘଟଛି ଯାଜପୁର ଜିଲା ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ବସଷ୍ଟାଣ୍ଡ ନିକଟରେ। ଗୁରୁତରଙ୍କୁ ବଡ଼ଚଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ତେବେ କୁହାଯାଉଛି ୩ ଯୁବକ
Read More...

ଟ୍ରକକୁ ଧକ୍କା ଦେଲା ଟ୍ରଲର: ଚାଲିଗଲା ୧୩ ଜଣଙ୍କ ଜୀବନ, ୧୨ ଆହତ

ଛତିଶଗଡ଼: ଛତିଶଗଡ଼ର ରାୟପୁର-ବାଲୋଦାବଜାର ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ସହିତ ଟ୍ରକର ଧକ୍କା ହେବା ଫଳରେ ଏଥିରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଏମାନଙ୍କ ମଧ୍ୟରେ ୯ ଜଣ ମହିଳା ଏବଂ ୪ ଜଣ ଶିଶୁ ଥିବା ସୂଚନା ରହିଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ୧୨ରୁ ଜଣ
Read More...

ନଦୀରୁ ମିଳିଲା ପଦ୍ମଶ୍ରୀ ବିଜେତା ବୈଜ୍ଞାନିକ ଆୟପ୍ପାନଙ୍କ ମୃତଦେହ

ମହୀଶୂର: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ମୁଖ୍ୟ ଥିବା ବୈଜ୍ଞାନିକ ସୁବନ୍ନା ଆୟପ୍ପାନ(୭୦)ଙ୍କ ରହସ୍ୟମୟ ପରିସ୍ଥିତିରେ ମୃତ୍ୟୁ। ଶନିବାର ମହୀଶୂରରୁ ପ୍ରାୟ ୨୦ କିଲୋମିଟର ଦୂର ମାଣ୍ଡ୍ୟାର ଶ୍ରୀରଙ୍ଗପାଟନା ନିକଟ କାବେରୀ ନଦୀରୁ ତାଙ୍କ ମୃତଦେହ
Read More...

ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍; ୬ମୃତ

ଉତ୍ତରାଖଣ୍ଡ: ଉତ୍ତରକାଶୀରେ ହେଲିକପ୍ଟର ଦୁର୍ଘଟଣା। ଉତ୍ତରାଖଣ୍ଡର ଗଙ୍ଗାନାନି ନିକଟରେ ବଡ଼ ଧରଣର ହେଲିକପ୍ଟର କ୍ରାସ୍ ହୋଇଛି। ଏଥିରେ ପାଇଲଟ ସମେତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଡେରାଡୁନରୁ ହର୍ଷିଲକୁ ଯାଉଥିଲା ହେଲିକପ୍ଟର।ଆଜି ସକାଳେ
Read More...

ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ମଦ ଦୋକାନ ମାଲିକ ଗୁରୁତର

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା କୁଲେଇଶିଳା ଗ୍ରାମରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ ମଦ ଦୋକାନ ମାଲିକ ଗୁରୁତର ଆହତ ହୋଇଛନ୍ତି। ଦୋକାନ ମାଲିକଙ୍କ ଜଙ୍ଘରେ ୨ଟି ଗୁଳି ବାଜିଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।
Read More...

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ

ଭଦ୍ରକ: ଭଦ୍ରକରେ ବାଣ ବିସ୍ଫୋରଣ। ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ଥିବା ଏକ ବାଣ ଗୋଦାମରେ ମଙ୍ଗଳବାର ବିସ୍ଫୋରଣ ଘଟିଛି। ଏଥିରେ ୧୧ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଭଦ୍ରକ ମେଡିକାଲରେ
Read More...

ଉଜ୍ଜୈନ ମହାକାଳେଶ୍ୱର ମନ୍ଦିରରେ ଅଗ୍ନିକାଣ୍ଡ

ଉଜ୍ଜୈନ: ବାବା ମହାକାଳେଶ୍ୱର ମନ୍ଦିରରେ ଘଟିଛି ଏକ ଅଘଟଣ। ଉଜ୍ଜୈନରେ ସ୍ଥିତ ବିଶ୍ୱ ପ୍ରସିଦ୍ଧ ବାବା ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ୱାରରେ ହଠାତ୍‌ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ପରେ ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ ଧୂଆଁ ଦେଖାଯାଇଛି। ନିଆଁ ଲାଗିବା ନେଇ ଖବର ପାଇବା ମାତ୍ରେ ଦମକଳ
Read More...

ନଦୀକୁ ଡେଇଁ ଆତଙ୍କବାଦୀଙ୍କ ସହଯୋଗୀ ମୃତ

ନୂଆଦିଲ୍ଲୀ: ପହଲଗାଓଁ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀ ଏବଂ ସେମାନଙ୍କ ସହାୟକମାନଙ୍କୁ ଧରିବା ପାଇଁ ତଦନ୍ତ ଚାଲିଛି। ଏହି ସମୟରେ, କୁଲଗାମ ଜିଲାର ଟାଙ୍ଗମାର୍ଗରେ ପଚରାଉଚରା ପାଇଁ ଅଟକ ଥିବା ଜଣେ ଯୁବକ ଖସିଯିବାକୁ ଚେଷ୍ଟା କରିବା ସମୟରେ ଏକ ନାଳକୁ ଡେଇଁ ପଡ଼ି ବୁଡ଼ି
Read More...

ପବନଦୀପ ରାଜନ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ

ଉତ୍ତରାଖଣ୍ଡ: ଇଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ ବିଜେତା ତଥା ଗାୟକ ପବନଦୀପ ରାଜନ୍ ସୋମବାର ଭୋର ୩:୪୦ ସମୟରେ ଆମରୋହାରେ ଏକ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଦୁଇ ଜଣ ସାଥୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଗାୟକଙ୍କର ଏକ ଭିଡିଓ ପ୍ରକାଶ
Read More...

କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର

କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍‌ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ
Read More...