Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category
ଘଟଣା ଓ ଦୁର୍ଘଟଣା
ବାଇକ୍କୁ ପଛରୁ ପିଟିଲା ଟ୍ରକ୍, ଦୁଇ ମୃତ
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ସଦର ଥାନା ବ୍ରାହ୍ମଣୀପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଖୁବ ଜୋରରେ ପଛରୁ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଭେଡାବାହାଲ ଗାଁର ଶୁଭମ୍ ବାରିକ ଏବଂ ତ୍ରିଲୋଚନ!-->…
Read More...
Read More...
ଯୁବକଙ୍କ ଉପରକୁ ୫ ରାଉଣ୍ଡ ଗୁଳି କଲେ ଦୁର୍ବୃତ୍ତ
ମୟୂରଭଞ୍ଜ: ଟଙ୍କା ବ୍ୟାଗ ମାଗିଲେ, ଟଙ୍କା ନ ଦେବାରୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼ କଲେ। ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ୧୮ ନମ୍ବର ଜାତୀୟ ରାଜପଥର ଅସନଯୋଡ଼ା ନିକଟରେ। ଏଥିରେ ଜଣେ ଯୁବକ ଗୁରୁତର ହୋଇ ବାରିପଦା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଅବସ୍ଥା ଗୁରୁତର ଥିବାରୁ!-->…
Read More...
Read More...
ସୁବର୍ଣ୍ଣରେଖା ବନ୍ୟାରେ ଭାସିଗଲେ ଯୁବକ
ବାଲେଶ୍ବର: ପ୍ରଥମ ବର୍ଷାଜଳରେ ଉବୁଟୁବୁ ସୁବର୍ଣ୍ଣରେଖା ନଦୀ। ରାଜଘାଟରେ ଜଳସ୍ତର ବିପଦ ସଙ୍କେତ ଉପରେ ବହୁଥିବାରୁ ବାଲେଶ୍ବର ଜିଲ୍ଲାର ବସ୍ତା, ଭୋଗରାଇ, ବାଲିଆପାଳ ବ୍ଲକର ୧୦ରୁ ଅଧିକ ଗାଁରେ ପଶିଛି ବନ୍ୟାଜଳ। ବନ୍ୟା ସ୍ରୋତରେ ଜଣେ ଯୁବକ ଭାସିଯାଇ ନିଖୋଜ ହୋଇଛନ୍ତି। ଏବେ ବିପଦ ସାଜିଛି!-->…
Read More...
Read More...
କେଦାରନାଥ ରାସ୍ତାରେ ଭୂସ୍ଖଳନ ଘଟି ୨ ମୃତ,ଏକାଧିକ ଆହତ
ଉତ୍ତରାଖଣ୍ଡ: କେଦାରନାଥ ଧାମ ପାଦଚଲା ପଥରେ ଆଜି (ବୁଧବାର ଜୁନ୍ ୧୮) ସକାଳ ପ୍ରାୟ ୧୧.୨୦ ସମୟରେ ଜଙ୍ଗଲଚଟି ନିକଟରେ ପାହାଡ଼ ଉପରୁ ପଥର ଖସିଥିଲା । ଏହି ଭଗ୍ନାବଶେଷ ତଳେ ୬ ଜଣ ଫସି ଯାଇଥିଲେ। ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଜଙ୍ଗଲଚଟି ପୋଷ୍ଟରେ ମୁତୟନ ପୋଲିସ ଫୋର୍ସ ଏବଂ!-->…
Read More...
Read More...
ସାପ କାମୁଡ଼ାରେ ନାବାଳକ ମୃତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଏକ ଅଭାବନୀୟ ଘଟଣା ଘଟିଛି। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତର ବଡଦ୍ୱାରସାହିର ମୃତ ସୁରେନ୍ଦ୍ର କୌଶଲ୍ୟାଙ୍କ ସାନ ପୁଅ ବେଲଧର କୌଶଲ୍ୟା ଓରଫ ନିକିତ(୧୫)ଙ୍କର ସାପ କାମୁଡ଼ାରେ ମୃତ୍ୟୁ ଘଟିଛି।ସୋମବାର ରାତିରେ ପରିବାର ଲୋକେ!-->…
Read More...
Read More...
ଡିଏନଏରୁ ବିଜୟ ରୂପାନୀଙ୍କ ମୃତଦେହ ଚିହ୍ନଟ
ଗୁଜରାଟ: ଚିହ୍ନଟ ହେଲା ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ମୃତ ଶରୀର। ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଯାଉଥିବା ୨୪୨ ଜଣ ଯାତ୍ରୀ ମଧ୍ୟରେ ଗୁଜରାଟ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରହିଥିଲେ। ବିମାନ ଦୁର୍ଘଟଣାରେ ମୃତ ଶରୀର ଗୁଡ଼ିକ!-->…
Read More...
Read More...
ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ବ୍ରିଜ୍, ଭାସିଗଲେ ୨୦ ପର୍ଯ୍ୟଟକ
ପୁଣେ: ପୁଣେ ନିକଟରେ ରବିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ଭୁଶୁଡିଲା ଇନ୍ଦ୍ରାୟଣୀ ନଦୀର ପୋଲ। ଦେହୁର କୁଣ୍ଡମାଳ ଅଞ୍ଚଳରେ ଇନ୍ଦ୍ରାୟଣୀ ନଦୀ ଉପରେ ପର୍ଯ୍ୟଟକଙ୍କ ପାଇଁ ନିର୍ମିତ ଏକ ପଦଯାତ୍ରୀ ପୋଲ ଭୁଶୁଡ଼ି ପଡ଼ିଥିଲା। ଯାହା ଫଳରେ ନଦୀର ପ୍ରଚଣ୍ଡ ସ୍ରୋତରେ ଅନେକ ଲୋକ ଭାସି!-->…
Read More...
Read More...
ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ
ଅହମଦାବାଦ: ଜୁନ ୧୨ ତାରିଖରେ ହୋଇଥିବା ଏହି ଏୟାର ଇଣ୍ଡିଆ ବିମାନ ଭୟଙ୍କର ଦୁର୍ଘଟଣାରେ ୨୭୪ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ କେବଳ ବିମାନରେ ଥିବା ଯାତ୍ରୀ ନଥିଲେ ବରଂ ବାହାରେ ଥିବା ଅନେକ ଲୋକ ମଧ୍ୟ ଥିଲେ। ଅହମଦାବାଦରେ ହୋଇଥିବା ଏହି ଦୁର୍ଘଟଣାରେ ବିଜେ ମେଡିକାଲ କଲେଜର ଅନେକ!-->…
Read More...
Read More...
କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା!-->…
Read More...
Read More...
ବୋଲେରୋ-ଟ୍ରକ୍ ମୁହାଁମୁହିଁ
ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍ ସମୟରେ ଏକ ବୋଲେରୋ ସହ ଟ୍ରକ୍ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି।
ସୂଚନା ମୁତାବକ ବରଗଡ଼ ଜିଲା ସରଣ୍ଡା ପାଲିର ୧୦ ଜଣ ପୁରୀରୁ ଫେରୁଥିବା ବେଳେ ବୌଦ୍ଧ!-->!-->!-->…
Read More...
Read More...