Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କ୍ରସ୍ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category
ଘଟଣା ଓ ଦୁର୍ଘଟଣା
ପବନଦୀପ ରାଜନ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ
ଉତ୍ତରାଖଣ୍ଡ: ଇଣ୍ଡିଆନ୍ ଆଇଡଲ୍ ସିଜିନ୍ ୧୨ ବିଜେତା ତଥା ଗାୟକ ପବନଦୀପ ରାଜନ୍ ସୋମବାର ଭୋର ୩:୪୦ ସମୟରେ ଆମରୋହାରେ ଏକ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କର ଦୁଇ ଜଣ ସାଥୀ ମଧ୍ୟ ଏହି ଦୁର୍ଘଟଣାରେ ଆହତ ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଗାୟକଙ୍କର ଏକ ଭିଡିଓ ପ୍ରକାଶ!-->…
Read More...
Read More...
କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର
କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ
ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି।!-->…
Read More...
Read More...
ପୁରୀ ସ୍ୱର୍ଗଦ୍ୱାରରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ
ଭୁବନେଶ୍ବର: ପୁରୀରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ହେବ। ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ।!-->…
Read More...
Read More...
ଲୈରାଇ ମନ୍ଦିରରେ ଦଳାଚକଟା: ୭ ମୃତ, ୩୦ ଆହତ
ଗୋଆ: ଗୋଆ ଶ୍ରୀ ଲୈରାଇ ଯାତ୍ରା ସମୟରେ ବଡ଼ ଅଘଟଣ ଘଟିଛି। ଶୁକ୍ରବାର ଗୋଆର ଶିରଗାଓରେ ଶ୍ରୀ ଲୈରାଇ ଯାତ୍ରା ବାର୍ଷିକ ମହୋତ୍ସବ ସମୟରେ ଦଳାଚକଟା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଗୋଆ ମେଡିକାଲ୍!-->…
Read More...
Read More...
ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ
ନୂଆଦିଲ୍ଲୀ: ଶୁକ୍ରବାର ସକାଳେ ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳ ଏନସିଆରରେ ପ୍ରବଳ ବର୍ଷା, ଝଡ଼ତୋଫାନ ସହିତ କୁଆପଥର ମାଡ଼ ଯୋଗୁଁ ୪୦ରୁ ଅଧିକ ବିମାନ ଅନ୍ୟତ୍ର ଡାଇଭର୍ଟ ହୋଇଥିବା ବେଳେ ପ୍ରାୟ ୧୦୦ଟି ବିମାନ ବିଳମ୍ବିତ ହୋଇଛି। ଦିଲ୍ଲୀର ଦ୍ୱାରକାରେ ପ୍ରବଳ ପବନ ଯୋଗୁଁ ଏକ ନିମ୍ବ ଗଛ!-->…
Read More...
Read More...
ରାଜଧାନୀ ବିଚ୍ ରାସ୍ତାରେ ଜଳିଗଲେ କଲେଜ ଛାତ୍ର
ଭୁବନେଶ୍ବର; ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର। ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି!-->…
Read More...
Read More...
ନରସିଂହ ସ୍ୱାମୀ ମନ୍ଦିରର କାନ୍ଥ ଭୁଶୁଡ଼ି ୭ ମୃତ, ଅନେକ ଗୁରୁତର
ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ସୀମାଞ୍ଚଳମ୍ର ଶ୍ରୀବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ବଡ଼ ଅଘଟଣ ଘଟିଛି। ବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନ ଉତ୍ସବ ଚାଲିଥିବା ବେଳେ ଭୁଷୁଡି ପଡିଲା ୨୦ ଫୁଟର କାନ୍ଥ। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ!-->…
Read More...
Read More...
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ
କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର!-->…
Read More...
Read More...
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ!-->…
Read More...
Read More...