ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ଘଟଣା ଓ ଦୁର୍ଘଟଣା

ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ; ୨୦ରୁ ଅଧିକ ମୃତ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ଅଞ୍ଚଳରେ ଆଜି ଅପରାହ୍ନରେ ଅଜ୍ଞାତ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଛନ୍ତି। ପର୍ଯ୍ୟଟକଙ୍କୁ ଟାର୍ଗେଟ୍ କରି ଆଖିବୁଜା ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ।ଶ୍ରୀନଗର ମୁଖ୍ୟାଳୟଠାରୁ ପ୍ରାୟ ୮୫ କିଲୋମିଟର ଦୂର
Read More...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ସହିଦ

ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଜିଲ୍ଲାର ତୋୟନାର ଥାନା ଅନ୍ତର୍ଗତ ମୋରମେଡ ଜଙ୍ଗଲରେ ଆଜି ପ୍ରେସର ବୋମା ବିସ୍ଫୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣକ ହେଲେ ସିଏଏଫ ଯବାନ ମନୋଜ ପୂଜାରୀ (୨୬)।
Read More...

ଝାଡ଼ଖଣ୍ଡରେ ପୋଲିସ ଏନକାଉଣ୍ଟରରେ ୮ ନକ୍ସଲ ମୃତ

ଝାଡ଼ଖଣ୍ଡ: ଝାଡ଼ଖଣ୍ଡର ବୋକାରୋ ଜିଲ୍ଲାରେ ନକ୍ସଲଙ୍କୁ ବଡ଼ ଝଟକା। ଝାଡ଼ଖଣ୍ଡ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ। ଏଥିରେ ୮ ଜଣ ନକ୍ସଲ ନିପାତ ହୋଇଥିବା ଜଣାପଡ଼ିଛି। ଏହି ଏନକାଉଣ୍ଟରରେ ୧୦ରୁ ଅଧିକ ନକ୍ସଲ ନିହତ ହୋଇଥିବା ବେଳେ ପ୍ରାୟ ୮ଟି ମୃତଦେହ ଉଦ୍ଧାର କରାଯାଇଛି। ସୂଚନା
Read More...

ଜମ୍ମୁରେ ଭୟଙ୍କର ଭୂସ୍ଖଳନ: ୩ ମୃତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ରାମବନ ଅଞ୍ଚଳରେ କୁଆପଥର ବର୍ଷା ସହ ଭୂସ୍ଖଳନ ହୋଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ରାମବନ ଜିଲାର ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଏକ ଅଂଶୁ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ଯାହା ଫଳରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌
Read More...

ନାବାଳିକାକୁ ଗଣବଳାତ୍କାର ପରେ ଫିଙ୍ଗିଦେଲେ ୩ ଦୁର୍ବୃତ୍ତ

ହିନ୍ଦୋଳ: ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ନାବାଳିକାକୁ ବଳାତ୍କାର କରିବା ପରେ ଗାଁଠାରୁ କିଛି ଦୂରରେ ରକ୍ତାକ୍ତ ଅବସ୍ଥାରେ ବରଡାପତ୍ର ଘୋଡାଇ ସଂଜ୍ଞାହୀନ ଅବସ୍ଥାରେ ଫିଙ୍ଗି
Read More...

ରାଜଧାନୀରେ ୪ ମହଲା କୋଠା ଭୁଶୁଡ଼ି ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଦିଲ୍ଲୀର ମୁସ୍ତଫାବାଦ ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨୮ ଜଣ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି।
Read More...

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ଅସ୍ତରଙ୍ଗ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା
Read More...

ରୁଙ୍ଗଟା କାରଖାନାରେ ଆଇରନ୍‌‌ ପ୍ଲେଟ ପଡ଼ି ୨ ମୃତ, ୩ ଗୁରୁତର

ରୁଙ୍ଗଟା: ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ବଡ଼ ଧରଣର ଅଘଟଣ। ପ୍ଲାଣ୍ଟର ଡିଆରଆଇ ସାଇଡ଼ରେ ଉପରେ ଇରେକ୍ସନ କାମ ଚାଲୁଥିବାବେଳେ ଏକ ବଡ଼ ଲୁହ ପ୍ଲେଟ ତଳକୁ ଖସି ପଡିଛି। ଫଳରେ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଓ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କୁ କଟକର ଏକ ଘରୋଇ
Read More...

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ
Read More...

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି
Read More...