ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଘଟଣା ଓ ଦୁର୍ଘଟଣା

କୋଇଲା ଖଣିରେ ଛାତ ଭୁଶୁଡି ୩ ଶ୍ରମିକ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ବୈତୁଲରେ ଥିବା କୋଇଲା ଖଣିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୱେଷ୍ଟର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡର ଏକ ଖଣିରେ ସ୍ଲାବ୍ ଭୁଶୁଡ଼ି ପଡ଼ିବା ପରେ ଅନେକ ଶ୍ରମିକ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଥିବା ସୂଚନା
Read More...

ନେହେରୁ ବଙ୍ଗଳା ମାଛଧରା ଜେଟିରେ ଅଗ୍ନିକାଣ୍ଡ

ଜଳିଗଲା ୧୦ରୁ ଅଧିକ ବୋଟ୍ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ଜେଟିରେ ବଡ଼ ଧରଣର ଅଗ୍ନିକାଣ୍ଡ। ଭୟଙ୍କର ନିଆଁରେ ଜଳିଗଲା ୧୦ଟି ବୋଟ୍। ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା। ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା
Read More...

ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା କଲା ପୁଅ

ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼
Read More...

ଘରୁ ଡାକିନେଇ ବୃଦ୍ଧଙ୍କୁ ନୃଶଂସ ହତ୍ୟା କଲେ ମାଓବାଦୀ

ଛତିଶଗଡ଼: ଘରୁ ଡାକିନେଇ ବୃଦ୍ଧଙ୍କୁ ଗୁଳି କରିଦେଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀ ଏଭଳି ବର୍ବରକାଣ୍ଡ ଘଟଣାଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ବୃଦ୍ଧଙ୍କୁ ନୃଶଂସ ହତ୍ୟା କରିଛନ୍ତି। ମୃତକ ହେଲେ ପୂର୍ବତନ ବିଧାୟକ ମନୀଷ କୁଞ୍ଜମଙ୍କ ସାନ ଶ୍ବଶୁର।
Read More...

ଫିଜିକାଲ ଟେଷ୍ଟ ବେଳେ ୨ ଆଶାୟୀଙ୍କ ମୃତ୍ୟୁ

୪ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀସୁନ୍ଦରଗଡ଼: ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ। ଦୌଡ଼ୁଥିବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ। ଫିଜିକାଲ ଟେଷ୍ଟ ଦେଉଥିବା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ। ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଆଜି
Read More...

ମହାଦୀପ ଉଠିଲା ବେଳେ ପଡିଗଲେ ସେବାୟତ

ଭୁବନେଶ୍ବର: ଆଜି ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି। ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ
Read More...

ଜେଏମଏମ ସାଂସଦ ମହୁଆ ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଝାଡ଼ଖଣ୍ଡ: ମହାକୁମ୍ଭରୁ ଫେରିବା ବେଳେ ଭୟଙ୍କର ଦୁର୍ଘଟଣା। ଝାଡ଼ଖଣ୍ଡର ଲାତେହାର ଜିଲାରେ ମହାକୁମ୍ଭରୁ ଫେରିବା ସମୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ରାଜ୍ୟସଭା ସାଂସଦ ମହୁଆ ମାଝୀଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କାରଟି ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା।
Read More...

ମହିଳା ହୋମଗାର୍ଡଙ୍କୁ ପ୍ରତାରଣା ଘଟଣାରେ ଆଇଆଇସି ତପନ ନିଲମ୍ୱିତ

କୁଜଙ୍ଗ: ମହିଳା ହୋମଗାର୍ଡଙ୍କୁ ପ୍ରଥମେ ପ୍ରେମ ପରେ ପ୍ରତାରଣା କରିବା ଘଟଣାରେ ନିଲମ୍ୱିତ ହେଲେ କୁଜଙ୍ଗ ଆଇଆଇସି ତପନ ନାହାକ। ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ଏଥିସହା ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାର ଚାଲିଛି।ପୁଲିସ ଡିଜି ତାଙ୍କୁ
Read More...

୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ୱିତ

ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ
Read More...

ଧକ୍କା ଦେଲା ମୋ ବସ୍‌, ୨ ଯୁବକ ଗୁରୁତର

ଭୁବନେଶ୍ବର: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍‌। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍‌ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମରଣ ଯନ୍ତା ପାଲଟିଛି ମୋ ବସ୍ । ପ୍ରତିଦିନ ଗୋଟେ ପରେ
Read More...