ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଘଟଣା ଓ ଦୁର୍ଘଟଣା

ହାଇୱା ଧକ୍କାରେ ମହିଳା ମୃତ୍ୟୁ

କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ କେନ୍ଦ୍ରାପଡା ତିନିମୁହାଣି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି। ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି।
Read More...

ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ଢେଙ୍କାନାଳ: ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ ଏହି ହତ୍ୟାକଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ।
Read More...

ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ

ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ
Read More...

ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ
Read More...

ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର

ସମ୍ବଲପୁର: ସମ୍ବଲପୁର ବୁର୍ଲାର ଅଞ୍ଚଳରୁ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ। ତାଙ୍କୁ ବୁର୍ଲା ହସ୍ପିଟାଲ କାଜୁଆଲଟିରେ
Read More...

ଅଟୋକୁ ପିଟିଲା ଟିପ୍ପର, ୪ ମୃତ

ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି
Read More...

କିଟ୍‌ରେ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପ୍ରେମିକ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌ ) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମୃତ ଯୁବତୀଙ୍କ ବନ୍ଧୁ ଏବଂ
Read More...

କାରକୁ ପିଟିଲା ଟ୍ରକ୍‌: ଡିଏସ୍‌ପିଙ୍କ ସମେତ ୨ ମୃତ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଟ୍ରକ୍‌ ରଙ୍ଗ ରୁଟରେ ଆସି ଭାରସାମ୍ୟ ହରାଇ କାର୍‌କୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପୁଲିସ୍ ଅଧିକାରୀ। ତାଙ୍କ ନାଁ
Read More...

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ବାସୁଦେବପୁର: ବାସୁଦେବପୁର ଗୁଆଗାଁ ରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଛି। ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି।ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର
Read More...

ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ୧୮ ମୃତ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳଷ୍ଟେଶନରେ ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା
Read More...