ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category

ଘଟଣା ଓ ଦୁର୍ଘଟଣା

କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର

କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍‌ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି। ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି।
Read More...

ପୁରୀ ସ୍ୱର୍ଗଦ୍ୱାରରେ ହେବ କିଟ୍‌ ଛାତ୍ରୀଙ୍କ ଶେଷକୃତ୍ୟ

ଭୁବନେଶ୍ବର: ପୁରୀରେ ହେବ କିଟ୍‌ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ ହେବ। ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ।
Read More...

ଲୈରାଇ ମନ୍ଦିରରେ ଦଳାଚକଟା: ୭ ମୃତ, ୩୦ ଆହତ

ଗୋଆ: ଗୋଆ ଶ୍ରୀ ଲୈରାଇ ଯାତ୍ରା ସମୟରେ ବଡ଼ ଅଘଟଣ ଘଟିଛି। ଶୁକ୍ରବାର ଗୋଆର ଶିରଗାଓରେ ଶ୍ରୀ ଲୈରାଇ ଯାତ୍ରା ବାର୍ଷିକ ମହୋତ୍ସବ ସମୟରେ ଦଳାଚକଟା ଫଳରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି। ଆହତମାନଙ୍କୁ ଚିକିତ୍ସା ପାଇଁ ଗୋଆ ମେଡିକାଲ୍
Read More...

ଦିଲ୍ଲୀରେ ପ୍ରବଳ ବର୍ଷା ଓ ଝଡ଼ତୋଫାନ

ନୂଆଦିଲ୍ଲୀ: ଶୁକ୍ରବାର ସକାଳେ ରାଜଧାନୀ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳ ଏନସିଆରରେ ପ୍ରବଳ ବର୍ଷା, ଝଡ଼ତୋଫାନ ସହିତ କୁଆପଥର ମାଡ଼ ଯୋଗୁଁ ୪୦ରୁ ଅଧିକ ବିମାନ ଅନ୍ୟତ୍ର ଡାଇଭର୍ଟ ହୋଇଥିବା ବେଳେ ପ୍ରାୟ ୧୦୦ଟି ବିମାନ ବିଳମ୍ବିତ ହୋଇଛି। ଦିଲ୍ଲୀର ଦ୍ୱାରକାରେ ପ୍ରବଳ ପବନ ଯୋଗୁଁ ଏକ ନିମ୍ବ ଗଛ
Read More...

ରାଜଧାନୀ ବିଚ୍‌ ରାସ୍ତାରେ ଜଳିଗଲେ କଲେଜ ଛାତ୍ର

ଭୁବନେଶ୍ବର; ରାଜଧାନୀରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଇମ୍ଫୋଭାଲି ଥାନା ମଦନପୁରର ରାଜ ରାସ୍ତାରେ ଜଳିଗଲେ ଜଣେ ଘରୋଇ କଲେଜ ଛାତ୍ର। ଅର୍ଧଦଗ୍ଧ ଅବସ୍ଥାରେ ଆହତ ଛାତ୍ରଙ୍କୁ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଛାତ୍ର ଜଣକଙ୍କର ପରିଚୟ ସମ୍ବଲପୁରର ପ୍ରଦୀପ ପାଢୀ ବୋଲି
Read More...

ନରସିଂହ ସ୍ୱାମୀ ମନ୍ଦିରର କାନ୍ଥ ଭୁଶୁଡ଼ି ୭ ମୃତ, ଅନେକ ଗୁରୁତର

ଆନ୍ଧ୍ରପ୍ରଦେଶ; ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ସୀମାଞ୍ଚଳମ୍‌ର ଶ୍ରୀବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ବଡ଼ ଅଘଟଣ ଘଟିଛି। ବରାହଲକ୍ଷ୍ମୀ ନରସିଂହ ସ୍ୱାମୀ ମନ୍ଦିରରେ ଚନ୍ଦନ ଉତ୍ସବ ଚାଲିଥିବା ବେଳେ ଭୁଷୁଡି ପଡିଲା ୨୦ ଫୁଟର କାନ୍ଥ। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ
Read More...

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୪ ଜୀବନ୍ତ ଦଗ୍ଧ

କୋଲକାତା: ହୋଟେଲରେ ଅଗ୍ନିକାଣ୍ଡ ଘଟି ୧୪ ଜଣ ଲୋକ ଜୀବନ୍ତ ଦଗ୍ଧ। କୋଲକାତା ବଡ଼ ବଜାରରେ ଏକ ହୋଟେଲ୍‌ରେ ଗତରାତିରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା ରହିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କା ରହିଛି। ହୋଟେଲ ଉପର
Read More...

ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ତାଳଚେର: ପୋଲିସ ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ଅନୁଗୋଳ ଜିଲା ତାଳଚେର ବଲଣ୍ଡା ଅଞ୍ଚଳରେ ମଙ୍ଗଳବାର ସକାଳେ ଏକଓଆଇଏସଏଫ ପୋଲିସ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଏଭଳି ଖବର ସାମ୍ନାକୁ ଆସିଛି ଅନୁଗୁଳ ଜିଲ୍ଲା ତାଳଚେର ବଲଣ୍ଡା ଅଞ୍ଚଳରେ। ମୃତକ ହେଲେ
Read More...

ସିଏମଓ ଅଧିକାରୀ କହି ଲୋକଙ୍କୁ ଠକିବା ଅଭିଯୋଗରେ ଜଣେ ଗିରଫ

ରାଉରକେଲା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ଅଧିକାରୀ ଭାବରେ ନିଜକୁ ପରିଚୟ ଦେଇ ଠକେଇ କରିବାକୁ ଚେଷ୍ଟା କରିଥିବା ଅଭିଯୋଗରେ ରାଉରକେଲା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କୁ ଭୁବନେଶ୍ୱରର ସଙ୍କଳ୍ପ ବିହାର ଅଞ୍ଚଳର ବାସିନ୍ଦା ଅମନ ପ୍ରଧାନ ବୋଲି ଚିହ୍ନଟ କରାଯାଇଛି।
Read More...