ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

ଘଟଣା ଓ ଦୁର୍ଘଟଣା

ସୁକମାରେ ଆଇଇଡି ବିସ୍ଫୋରଣ: ଏଏସପି ଶହୀଦ

ଛତିଶଗଡ଼: ଛତିଶଗଡ଼ ସୁକମା ଜିଲା କୋଣ୍ଟା-ଏରାବୋରା ରାସ୍ତାରେ ସୋମବାର ଏକ ବଡ଼ଧରଣର ଆଇଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଜଣେ ଅତିରିକ୍ତ ସୁପରିଣ୍ଟେଣ୍ଡେଣ୍ଟ ଏଏସପି ପୋଲିସ ଅଧିକାରୀ ପ୍ରାଣ ହରାଇଥିବା ବେଳେ ଅନେକ କର୍ମଚାରୀ ଏବଂ ଅଧିକାରୀ ଆହତ ହୋଇଛନ୍ତି। ଏହି ସମ୍ପର୍କରେ
Read More...

ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌

ବାରଙ୍ଗ: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବାରଙ୍ଗ ଥାନା ଷଣ୍ଢପୁର ଛକ ନିକଟରେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ରାସ୍ତାରେ ଏକ ଟ୍ରକ୍‌ ସହ ମନ୍ତ୍ରୀଙ୍କ କାର୍ ଟି ଧକ୍କା ହେବା ପରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ
Read More...

ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା କଲା ଆରସିବି

ବେଙ୍ଗାଲୁରୁ: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ବେଙ୍ଗାଲୁରୁରେ ହୋଇଥିବା ଭିଡ଼ ଦୁର୍ଘଟଣାରେ ମୃତ ୧୧ ଜଣଙ୍କ ପରିବାର ପାଇଁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛି। ଏହା ସହିତ, ଆରସିବି ଏହି ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ
Read More...

ଅନଲାଇନ୍ ଗେମରେ ୫ ଲକ୍ଷ ହାରି ଆତ୍ମହତ୍ୟା କଲେ ଦମ୍ପତି

ରାଜସ୍ଥାନ:ରାଜସ୍ଥାନର କୋଟାରୁ ଏକ ଦମ୍ପତି ଏକ ଅନଲାଇନ୍ ଗେମିଂ ଆପରେ ୫ ଲକ୍ଷ ଟଙ୍କା ହରାଇବା ପରେ ହତାଶ ହୋଇ ଆତ୍ମହତ୍ୟା କରିଛନ୍ତି। ଜୀବନ ହାରିଥିବା ଦମ୍ପତି ହେଲେ କୋଟାର ଖେଡ଼ା ରାମନୁର ଗାଁ ସ୍ଥିତ ଦୀପକ ରାଠୋଡ଼ ଓ ତାଙ୍କ ପତ୍ନୀ କ୍ରୀଷ୍ଣା ରାଠୋଡ଼। ଉଭୟ ନିଜ ଘରେ ରଶି ଲଗାଇ ଜୀବନ
Read More...

୭ ମାସର ଶିଶୁକନ୍ୟାକୁ କଚାଡି ମାରିଲା ନୃଶଂସ ବାପା

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ଥାନା କଣ୍ଟାପାଳ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ସାତ ମାସର ଶିଶୁକନ୍ୟାକୁ ନିଶାସକ୍ତ ବାପା କଚାଡ଼ି ମାରିଥିବା ଜଣାପଡିଛି। ଅନ୍ୟପଟେ ଝିଅକୁ ହତ୍ୟା ପରେ ପ୍ରତିଶୋଧ ପରାୟଣ ହୋଇ ସ୍ୱାମୀକୁ ଆକ୍ରମଣ କରିଛି ସ୍ତ୍ରୀ।
Read More...

ଶୌଚାଳୟ ଟାଙ୍କି ସଫା ବେଳେ ଶ୍ଵାସରୁଦ୍ଧ ହୋଇ ୪ ଶ୍ରମିକ ମୃତ

ନବରଙ୍ଗପୁର: ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ମଙ୍ଗଳବାର ଏକ ବଡ଼ ଅଘଟଣ ଘଟିଛି। ପାଇଖାନା ଟାଙ୍କି ସଫା କରିବା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲାଲୁ ରଣା, ତ୍ରିଲୋଚନ ଭରତ, ଏନ. ସନ୍ତୁ ଏବଂ ଅମିର ଖୁରା। ସୂଚନା
Read More...

ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ୭ମାସର ଏହି ମାଈ ଧଳା ବାଘ ଛୁଆଟି ମେଲାନିଷ୍ଟିକ ବାଘ କ୍ରିଷ୍ଣା ଏବଂ ଧଳା ବାଘୁଣୀ ରୂପାଠାରୁ ୨୦୨୪ ନଭେମ୍ବର ୨ରେ ଜନ୍ମଗ୍ରହଣ କରିଥିଲା। ସୂଚନା ଅନୁଯାୟୀ, ଶାବକଟି ପଙ୍ଗୁ ହେବାର
Read More...

ସେନା ଶିବିରରେ ଭୂସ୍ଖଳନ: ୩ ମୃତ, ୯ ଯବାନ ନିଖୋଜ

ସିକ୍କିମ: ଉତ୍ତର-ପୂର୍ବ ଭାରତର ରାଜ୍ୟଗୁଡ଼ିକରେ ବର୍ଷା ଏବଂ ଭୂସ୍ଖଳନ ତାଣ୍ଡବ ରଚିଛି। ସିକ୍କିମର ଏକ ସେନା ଶିବିରରେ ଭୂସ୍ଖଳନ ହୋଇଛି। ଏହି ଦୁର୍ଘଟଣାରେ କିଛି ସୈନିକଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ। ଏହା ସହିତ ୯ ଜଣ ସୈନିକ ମଧ୍ୟ ନିଖୋଜ
Read More...

ଭାରସାମ୍ୟ ହରାଇ ଓଲଟିଲା ବସ୍, ୫୦ରୁ ଅଧିକ ଯାତ୍ରୀ ଆହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବିଜାଘାଟିରେ ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବସ୍‌। ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଚାପିହୋଇ ରହିଥିବା ସୂଚନା। ହାଇଦ୍ରାବାଦରୁ ଯାତ୍ରୀଙ୍କୁ ଧରି ଫେରିବା ବେଳେ ଆଜି ସକାଳେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ହାଇଦ୍ରାବାଦରୁ ଭବାନୀପାଟଣା ଅଭିମୁଖେ
Read More...

ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ୩ ଗୁରୁତର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରବିବାର ସିରିଜ ଦୁର୍ଘଟଣା ଘଟିଛି। ୟୁନିଟ-୨ ପେଟ୍ରୋଲ ପମ୍ପ ନିକଟରେ ସିରିଜ ଦୁର୍ଘଟଣା ଘଟି ୩ ଜଣ ଆହତ ହୋଇଛନ୍ତି। ଅଟୋ ସାଙ୍ଗକୁ ଦୁଇଟି କାରକୁ ପଛରୁ ଧକ୍କା ଦେଇଛି ଅନ୍ୟ ଏକ କାର। ଏହା ପରେ କାରଟି ଏକ ସରକାରୀ କ୍ୱାର୍ଟର୍ସ ଗେଟ ଭାଙ୍ଗି ଘର ଭିତରକୁ
Read More...