Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category
ଘଟଣା ଓ ଦୁର୍ଘଟଣା
ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ଦିନ ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ନିୟମିତ ତାଲିମ ଯାତ୍ରା ସମୟରେ ଏକ ଭାରତୀୟ ବାୟୁସେନା ମିରେଜ୍ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ସୌଭାଗ୍ୟର କଥା ହେଲା ବିମାନ ଉଡ଼ାଉଥିବା!-->…
Read More...
Read More...
ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
ଭଦ୍ରକ: ପୋଲିସ ଥାନା ଅଧିକାରିଣୀଙ୍କ ବେକରୁ ସୁନା ଚେନ ଟାଣି ନେଲେ ଦୁର୍ବୁର୍ତ୍ତ। ଘଟଣା ଘଟଛି ଭଦ୍ରକ ସହର ସ୍ଥିତ ପରିବା ମାର୍କେଟରେ। ପରିବା ମାର୍କେଟ ନିକଟରେ ସାଧା ପୋଷକରେ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ଥାନା ଅଧିକାରିଣୀ ମୋନାଲିସା କର। ଦୁଇ ଜଣ ଦୁର୍ବୁର୍ତ୍ତ ମୋଟରସାକେଲରେ!-->…
Read More...
Read More...
ଘାଟିରେ ଓଲଟିଲା ବସ୍, ୨୪ ଆହତ
ଗଜପତି: ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରିପଦା ନିକଟସ୍ଥ ବୁଡା ଘାଟିରେ ଵିକ୍ରାନ୍ତା ନାମକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ବ୍ରହ୍ମପୁରରୁ!-->!-->!-->…
Read More...
Read More...
ମୋ ବସ୍ ଧକ୍କାରେ ଚାଲିଗଲା ନାବଳିକାଙ୍କ ଜୀବନ
ଭୁବନେଶ୍ବର: ରାଜଧାନୀରେ ସକାଳୁ ଘଟିଛି ଏକ ବଡ଼ ଅଘଟଣ। ମୋ ବସ୍ ଧକ୍କାରେ ନାବଳିକାଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ମଙ୍ଗଳବାର ଏହି ଦୁର୍ଘଟଣା ଘଟିଛି। ମୃତ ନାବାଳିକାଙ୍କ ବୟସ ୧୩ ବର୍ଷ ବୋଲି ଜଣାପଡିଛି।
ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର!-->!-->!-->…
Read More...
Read More...
ଧରା ପଡିଲେ ଡ଼କାୟତ ଗ୍ୟାଙ୍ଗ, ୪୩୧ ଗ୍ରାମ ଗହଣା ଜବତ
ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଧୀନସ୍ଥ ଅମ୍ଳଭଟ୍ଟା ଗ୍ରାମର ଏକ ସୁନା ଦୋକନରୁ ବଡ଼ ଧରଣର ଡ଼କାୟତି। ଉକ୍ତ ଚୋରି ଘଟଣାରେ ପୋଲିସ ଜଣେ ନାବାଳକ କୋର୍ଟରେ ହାଜର କରି ପରବର୍ତ୍ତୀ ସମୟରେ ବାଳ ସୁଧାର ଗୃହକୁ ପଠାଇଛି। ଏହି ଘଟଣାରେ ପୋଲିସ ୪୩୧ଗ୍ରାମ ସୁନା ଓ ଗୋଟିଏ ମୋଟରସାଇକେଲ!-->…
Read More...
Read More...
କଣ୍ଟେନରକୁ ପିଟିଲା କଣ୍ଟେନର, ଚାପି ହୋଇଗଲେ ଡ୍ରାଇଭର
ଜଳେଶ୍ୱର: କଣ୍ଟେନରକୁ ପଛପଟୁ ଧକ୍କାଦେଲା କଣ୍ଟେନର ଚାପି ହୋଇଗଲେ ଡ୍ରାଇଭର। ମୃତ୍ୟୁ ମୁଖରୁ ଅଳ୍ପକେ ରକ୍ଷା ପାଇଗଲେ ଡ୍ରାଇଭର। ଅଗ୍ନିଶମ ବିଭାଗର ପ୍ରାୟ ଦୁଇ ଘଣ୍ଟାର ପରିଶ୍ରମ ପରେ କ୍ୟାବିନରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଗୁରୁତର ଭାବେ ଉଦ୍ଧାର କରାଯାଇଛି।
ସୂଚନା ମୁତାବକ ଗତ!-->!-->!-->…
Read More...
Read More...
ମୋବାଇଲ ବ୍ୟାଟେରି ଫାଟି ୨ ଶିଶୁ ଗୁରୁତର
ପାଟଣାଗଡ଼: ବଳାଙ୍ଗୀର ଜିଲା ପାଟଣାଗଡ଼ ପାଢ଼େଲ ଗାଁରେ ରବିବାର ଏକ ଅଘଟଣ ଘଟିଛି। ବଲାଙ୍ଗୀରରେ ରବିବାର ଏକ ଅବ୍ୟବହୃତ ବ୍ୟାଟେରୀ ବିସ୍ଫୋରଣ ହେବାରୁ ଦୁଇ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି। ବଲାଙ୍ଗୀରରେ ରବିବାର ଏକ ଅବ୍ୟବହୃତ ବ୍ୟାଟେରୀ ବିସ୍ଫୋରଣ ହେବାରୁ ଦୁଇ ଜଣ ଶିଶୁ ଗୁରୁତର ଆହତ!-->…
Read More...
Read More...
ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ
ଭବାନୀପାଟଣା: ସରସ୍ୱତୀ ପୂଜାବେଳେ ସ୍କୁଲରେ ମହୁମାଝୀ ଆକ୍ରମଣରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ। ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା।ଆଜି ବସନ୍ତ!-->…
Read More...
Read More...
୨୦୦ ଫୁଟ ତଳକୁ ଖସିଲା ବସ୍; ୭ ମୃତ
ନାସିକ: ନାସିକ-ସୁରକ୍ଷ ରାଜପଥର ସାପୁତାରା ଘାଟରେ ରବିବାର ସକାଳେ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ୫୦ଜଣ ଭକ୍ତଙ୍କୁ ନେଇ ଯାଉଥିବା ଏକ ବିଳାସପୂର୍ଣ୍ଣ ଘରୋଇ ବସ୍ ନିୟନ୍ତ୍ରଣ ହରାଇ ୨୦୦ ଫୁଟ ଗଭୀର ଖାଲକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ସେହିଭଳି ୧୫ଜଣ ଗୁରୁତର ଆହତ!-->…
Read More...
Read More...
ଶବ ନେଇ ଫେରିବା ବାଟରେ ପାଲଟି ଗଲେ ଶବ
ଭଦ୍ରକ: ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ମଇତାପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଭାରଶ୍ୟାମ ହରାଇ ଟ୍ରଲରକୁ ଧକ୍କା ଦେବାରୁ ଆମ୍ଵୁଲାନ୍ସ ଏହି ଅଘଟଣ ଘଟିଛି।
ବାପାଙ୍କ ଶବ ନେଇ ଶୁକ୍ରବାର ବିଳମ୍ବିତ ରାତିରେ କଟକରୁ ଗାଡ଼ିରେ!-->!-->!-->…
Read More...
Read More...