Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ବାପା-ମାଆ ଓ ଭଉଣୀକୁ ପଥରରେ ଛେଚି ହତ୍ୟା କଲା ପୁଅ
ଜଗତସିଂହପୁର: ସଦର ଥାନା ଜୟବଡ଼ ଗାଁରେ ବିଭତ୍ସ ହତ୍ୟାକାଣ୍ଡ। ୨୨ ବର୍ଷୀୟ ପୁଅର ନାରକୀୟ କାଣ୍ଡ। ନୃସଂଶ ପାଲଟିଲା ପୁଅ। ନିଜ ହାତରେ ନିଜ ପରିବାରକୁ ଛାରଖାର କରିଦେଲା। ବାପାମା’ ଓ ଭଉଣୀକୁ ପଥରରେ ଛେଚି ଜୀବନ ନେଲା। ଏଭଳି ଅଭାବନୀୟ ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ଜୟବଡ଼!-->…
Read More...
Read More...
ଘରୁ ଡାକିନେଇ ବୃଦ୍ଧଙ୍କୁ ନୃଶଂସ ହତ୍ୟା କଲେ ମାଓବାଦୀ
ଛତିଶଗଡ଼: ଘରୁ ଡାକିନେଇ ବୃଦ୍ଧଙ୍କୁ ଗୁଳି କରିଦେଲେ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀ ଏଭଳି ବର୍ବରକାଣ୍ଡ ଘଟଣାଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ବୃଦ୍ଧଙ୍କୁ ନୃଶଂସ ହତ୍ୟା କରିଛନ୍ତି। ମୃତକ ହେଲେ ପୂର୍ବତନ ବିଧାୟକ ମନୀଷ କୁଞ୍ଜମଙ୍କ ସାନ ଶ୍ବଶୁର।
!-->!-->!-->…
Read More...
Read More...
ଫିଜିକାଲ ଟେଷ୍ଟ ବେଳେ ୨ ଆଶାୟୀଙ୍କ ମୃତ୍ୟୁ
୪ ଲକ୍ଷ ଅନୁକମ୍ପା ଘୋଷଣା କଲେ ମୁଖ୍ୟମନ୍ତ୍ରୀସୁନ୍ଦରଗଡ଼: ଓଏସଏସସି ଶାରୀରିକ ପରୀକ୍ଷାରେ ଅଘଟଣ। ଦୌଡ଼ୁଥିବା ବେଳେ ଚାଲିଗଲା ୨ ଛାତ୍ରଙ୍କ ଜୀବନ। ଫିଜିକାଲ ଟେଷ୍ଟ ଦେଉଥିବା ବେଳେ ଚାଲିଗଲା ଦୁଇ ପରୀକ୍ଷାର୍ଥୀଙ୍କ ଜୀବନ। ଫରେଷ୍ଟ ଗାର୍ଡ, ଫରେଷ୍ଟର ଏବଂ ପ୍ରାଣୀଧନ ନୀରିକ୍ଷକ ପଦବୀ ପାଇଁ ଆଜି!-->…
Read More...
Read More...
ମହାଦୀପ ଉଠିଲା ବେଳେ ପଡିଗଲେ ସେବାୟତ
ଭୁବନେଶ୍ବର: ଆଜି ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି। ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ!-->…
Read More...
Read More...
ଜେଏମଏମ ସାଂସଦ ମହୁଆ ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ
ଝାଡ଼ଖଣ୍ଡ: ମହାକୁମ୍ଭରୁ ଫେରିବା ବେଳେ ଭୟଙ୍କର ଦୁର୍ଘଟଣା। ଝାଡ଼ଖଣ୍ଡର ଲାତେହାର ଜିଲାରେ ମହାକୁମ୍ଭରୁ ଫେରିବା ସମୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ରାଜ୍ୟସଭା ସାଂସଦ ମହୁଆ ମାଝୀଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କାରଟି ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ଟ୍ରକ୍ ସହ ଧକ୍କା ହୋଇଥିଲା।!-->…
Read More...
Read More...
ମହିଳା ହୋମଗାର୍ଡଙ୍କୁ ପ୍ରତାରଣା ଘଟଣାରେ ଆଇଆଇସି ତପନ ନିଲମ୍ୱିତ
କୁଜଙ୍ଗ: ମହିଳା ହୋମଗାର୍ଡଙ୍କୁ ପ୍ରଥମେ ପ୍ରେମ ପରେ ପ୍ରତାରଣା କରିବା ଘଟଣାରେ ନିଲମ୍ୱିତ ହେଲେ କୁଜଙ୍ଗ ଆଇଆଇସି ତପନ ନାହାକ। ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ। ଏଥିସହା ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବିଚାର ଚାଲିଛି।ପୁଲିସ ଡିଜି ତାଙ୍କୁ!-->…
Read More...
Read More...
୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ପ୍ରଧାନ ଶିକ୍ଷକ ନିଲମ୍ୱିତ
ଚିତ୍ରକୋଣ୍ଡା: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍ଏମ୍ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ!-->…
Read More...
Read More...
ଧକ୍କା ଦେଲା ମୋ ବସ୍, ୨ ଯୁବକ ଗୁରୁତର
ଭୁବନେଶ୍ବର: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ମରଣ ଯନ୍ତା ପାଲଟିଛି ମୋ ବସ୍ । ପ୍ରତିଦିନ ଗୋଟେ ପରେ!-->!-->!-->…
Read More...
Read More...
ହାଇୱା ଧକ୍କାରେ ମହିଳା ମୃତ୍ୟୁ
କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ କେନ୍ଦ୍ରାପଡା ତିନିମୁହାଣି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି। ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି।!-->…
Read More...
Read More...
ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା
ଢେଙ୍କାନାଳ: ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ ଏହି ହତ୍ୟାକଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ।!-->…
Read More...
Read More...