Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ!-->…
Read More...
Read More...
ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।
ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ!-->!-->!-->…
Read More...
Read More...
ରକ୍ତାକ୍ତ ଅବସ୍ଥାରେ ଛାତ୍ରୀ ଉଦ୍ଧାର
ସମ୍ବଲପୁର: ସମ୍ବଲପୁର ବୁର୍ଲାର ଅଞ୍ଚଳରୁ ଜଣେ ଛାତ୍ରୀଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇଛି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ। ତାଙ୍କୁ ବୁର୍ଲା ହସ୍ପିଟାଲ କାଜୁଆଲଟିରେ!-->…
Read More...
Read More...
ଅଟୋକୁ ପିଟିଲା ଟିପ୍ପର, ୪ ମୃତ
ଜୟପୁର: ଜୟପୁର ସଦର ଥାନା ଥୁରୁଡ଼ିପୁଟ ଜାତୀୟ ରାଜପଥରେ ଏକ ଅଟୋକୁ ଟିପ୍ପର ଧକ୍କା ଦେବା ଫରେ ଅଟୋଟି ଭାଙ୍ଗିରୁଜି ଯାଇଛି। ଏହି ଦୁର୍ଘଟଣାରେ ଅଟୋ ଭିତରେ ଥିବା ୪ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୪ଜଣଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି!-->…
Read More...
Read More...
କିଟ୍ରେ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପ୍ରେମିକ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍ ) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମୃତ ଯୁବତୀଙ୍କ ବନ୍ଧୁ ଏବଂ!-->…
Read More...
Read More...
କାରକୁ ପିଟିଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ମୃତ
ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଏକ ଟ୍ରକ୍ ରଙ୍ଗ ରୁଟରେ ଆସି ଭାରସାମ୍ୟ ହରାଇ କାର୍କୁ ଧକ୍କା ଦେଇଥିଲା । ଫଳରେ ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପୁଲିସ୍ ଅଧିକାରୀ। ତାଙ୍କ ନାଁ!-->…
Read More...
Read More...
ପୋଖରୀରେ ବୁଡି ଦୁଇ ନାବାଳକ ମୃତ
ବାସୁଦେବପୁର: ବାସୁଦେବପୁର ଗୁଆଗାଁ ରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଦୁଇ ନାବାଳକଙ୍କର ମୃତ୍ୟୁ ହୋଇଛି। ବାସୁଦେବପୁର ବ୍ଲକ ଅଧିନସ୍ଥ ଗୁଆଗାଁରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ଜୀବନ ଯାଇଛି।ସେମାନେ ହେଲେ ଜ୍ୟୋତିର୍ମୟ ବେହେରା(୧୪) ଓ ରାଜେନ୍ଦ୍ର ବେହେରା(୧୬) ରବିବାର!-->…
Read More...
Read More...
ଦିଲ୍ଲୀ ରେଳଷ୍ଟେଶନରେ ଦଳାଚକଟା ୧୮ ମୃତ
ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳଷ୍ଟେଶନରେ ୧୩-୧୪ ନମ୍ବର ପ୍ଲାଟଫର୍ମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ମହାକୁମ୍ଭ ଯାତ୍ରୀଙ୍କ ପ୍ରବଳ ଭିଡ଼ରୁ ଦଳାଚକଟା ଘଟି ୧୮ ଜଣ ପ୍ରାଣ ହରାଇଛନ୍ତି। ୧୨ ଜଣ ଆହତ ହୋଇଛନ୍ତି। ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା!-->…
Read More...
Read More...
ମହାକୁମ୍ଭକୁ ଯିବା ବେଳେ ବୋଲେରୋ-ବସ୍ ଧକ୍କା: ୧୦ ଶ୍ରଦ୍ଧାଳୁ ମୃତ, ୧୯ ଆହତ
ଉତ୍ତରପ୍ରଦେଶ: ଉତ୍ତର ପ୍ରଦେଶର ପ୍ରୟାଗରାଜ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ୧୯ ଜଣ ଆହତ ହୋଇଛନ୍ତି। ସୂଚନା ମିଳିବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି!-->…
Read More...
Read More...
କାଠଯୋଡି ନଦୀ କୂଳରୁ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର
କଟକ: କଟକର କାଠଯୋଡି ନଦୀ କୂଳରେ ବୁଧବାର ଦିନ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାମ ପ୍ରତୀକ ଦାସ ବୋଲି ଜଣାପଡିଛି। ସେ ଭୁବନେଶ୍ୱରର ନୀଳାଦ୍ରି ବିହାରର ବାସିନ୍ଦା।
ସୂଚନା ଅନୁଯାୟୀ, ପ୍ରତୀକ ମଙ୍ଗଳବାରଠାରୁ ନିଖୋଜ ଥିଲେ। ସେ ଘରକୁ ନ ଫେରିବାରୁ!-->!-->!-->…
Read More...
Read More...