ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

ବାଇକକୁ ପିଟିଲା କାର୍‌: ୩ ଯୁବକ ମୃତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବଡ଼ଗଡ଼ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍‌-ବାଇକ ଧକ୍କାରେ ୩ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ହେଲେ ୩ଜଣ ଯୁବକ ଜିଜିପି କଲୋନୀରେ ରହୁଥିବା ଜଣାପଡିଛି।
Read More...

ଟ୍ରେନ୍‌ ଟଏଲେଟ୍‌ରେ ଯୁବକଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର: ଟ୍ରେନ୍ ଟଏଲେଟରୁ ମୃତଦେହ ଉଦ୍ଧାର। ସମ୍ବଲପୁର ରେଳଷ୍ଟେଶନର ଓ୍ବାଶିଂ ଲାଇନ୍‌ରେ ସମ୍ବଲପୁର -ନାନ୍ଦେଡ଼ ଟ୍ରେନର ଟଏଲେଟ୍‌ରୁ ଏକ ଯୁବକଙ୍କ ମୃତଦେହକୁ ଜବତ କରିଛି ସମ୍ବଲପୁର ରେଳବାଇ ପୋଲିସ। ସୂଚନା ଅନୁଯାୟୀ ନାନ୍ଦେଡ ସମ୍ବଲପୁର ନାଗାବଳୀ ଏକ୍ସପ୍ରେସ ଆଜି ସକାଳେ ସମ୍ବଲପୁରରେ
Read More...

ଦାଦନ ଖଟିବାକୁ ଯାଇ ବିଦ୍ୟୁତ ଆଘାତରେ ବାପା ଓ ପୁଅ ମୃତ

ଟିଟିଲାଗଡ଼: ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ଅର୍ନ୍ତଗତ କୁସକେଲା ପଞ୍ଚାୟତ ଡଙ୍ଗରପଡା ଗ୍ରାମର ବାପ ପୁଅ ଅଭିରାମ କଟା (୪୫) ଓ ଉତ୍ତମ କଟା (୨୦) ତାମିଲନାଡୁକୁ ଦାଦନ ଖଟିବାକୁ ଯାଇ ଜୀବନ ହାରିଛନ୍ତି। ବିଦ୍ୟୁତ ଆଘାତରେ ବାପା ପୁଅଙ୍କ ଜୀବନ ଯାଇଥିବା ଜାଣିବାକୁ ମିଳିଛି। ଏପଟେ ଘଟଣାକୁ ନେଇ
Read More...

ପାନ ଦୋକାନରେ ନିଆଁ ଲାଗି ଜୀବନ୍ତ ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ। ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା। ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା ସାହୁ। ବକ୍ତାରପୁର ଛକରେ କମଳାଙ୍କ ପାନ ଦୋକାନ ରହିଛି। ପୋଲିସ ଘଟଣାସ୍ଥଳରେ
Read More...

ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚ: ଟିକେଟ୍ କଳାବଜାରୀରେ ୭ ଗିରଫ

କଟକ: ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ଏହି ଦିନିକିଆ ମ୍ୟାଚର ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଛି । କିନ୍ତୁ ଟିକେଟ ନେବା ପରେ ସେହି ଟିକେଟ ଏବେ ବଜାରରେ କଳାବଜାରୀ କରାଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ୭
Read More...

ପୁଣି ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ

ପ୍ରୟାଗରାଜ: ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ
Read More...

ଟ୍ରାକ୍ଟର ଓଲଟି ୩ ଶ୍ରମିକଙ୍କ ମୃତ, ୪ ଗୁରୁତର

ଗୁଣୁପୁର: ରାୟଗଡ଼ା ଜିଲା ଗୁଣୁପୁର ଗୁଲୁମୁଣ୍ଡାପାକା ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଇଟା ବୋଝେଇ ଟ୍ରାକ୍ଟର ଓଲଟି ପଡି ୩ଜଣ ଶ୍ରମିକଙ୍କ ଦୁଃଖଦ ମୃତ୍ୟୁ ଘଟିଥିବା ବେଳେ ଗାଡ଼ି ଚାଳକଙ୍କ ସମେତ ୪ ଗୁରୁତର ଆହତ ହୋଇ ଗୁଣପୁର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।
Read More...

ମହକୁମ୍ଭ ପାଇଁ ଯାଉଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଜୟପୁର: ମହାକୁମ୍ଭ ଯାଉଥିବାବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଚାଲିଗଲା ୮ ଶ୍ରଦ୍ଧାଳୁଙ୍କ ଜୀବନ। ଗୁରୁବାର ଅପରାହ୍ନ ପ୍ରାୟ ୩ଟା୪୫ବେଳେ ଜୟପୁର-ଅଜମେର ରାଜପଥରେ ଥିବା ମୌଖମପୁରା ଅଞ୍ଚଳରେ ଏକ ବସର ଚକ ଫାଟିଯାଇଥିଲା। ଏହି କାରଣରୁ ବସ୍ ନିୟନ୍ତ୍ରଣ ହରାଇ ଦେଇଥିଲା ଓ ଉକ୍ତ ବସ ଡିଭାଇଡର୍
Read More...

ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ଶିବପୁରୀ ଜିଲାରେ ବାୟୁସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁବାର ଦିନ ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ନିୟମିତ ତାଲିମ ଯାତ୍ରା ସମୟରେ ଏକ ଭାରତୀୟ ବାୟୁସେନା ମିରେଜ୍ ୨୦୦୦ ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ସୌଭାଗ୍ୟର କଥା ହେଲା ବିମାନ ଉଡ଼ାଉଥିବା
Read More...

ମହିଳା ଇନ୍ସପେକ୍ଟରଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଭଦ୍ରକ: ପୋଲିସ ଥାନା ଅଧିକାରିଣୀଙ୍କ ବେକରୁ ସୁନା ଚେନ ଟାଣି ନେଲେ ଦୁର୍ବୁର୍ତ୍ତ। ଘଟଣା ଘଟଛି ଭଦ୍ରକ ସହର ସ୍ଥିତ ପରିବା ମାର୍କେଟରେ। ପରିବା ମାର୍କେଟ ନିକଟରେ ସାଧା ପୋଷକରେ ଯାଉଥିବା ବେଳେ ଲୁଟର ଶିକାର ହୋଇଛନ୍ତି ଥାନା ଅଧିକାରିଣୀ ମୋନାଲିସା କର। ଦୁଇ ଜଣ ଦୁର୍ବୁର୍ତ୍ତ ମୋଟରସାକେଲରେ
Read More...