ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା
Browsing Category

ଘଟଣା ଓ ଦୁର୍ଘଟଣା

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି
Read More...

ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ। ଆଇପିଏଲ ୨୦୨୫ ଜାରି ରହିଥିବା ବେଳେ ଏହା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସନ ରାଇଜର୍ସ ହାଇଦ୍ରାବାଦର ଖେଳାଳିମାନେ ଯେଉଁ ହୋଟେଲରେ ରହୁଥିଲେ ସେଠାରେ ନିଆଁ ଲାଗିଛି। ହୋଟେଲର ତୃତୀୟ ମହଲାରେ ଥିବା ସ୍ପା’ରେ ନିଆଁ
Read More...

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର

ସମ୍ବଲପୁର: ସମ୍ବଲପୁରରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସର ଏନ୍‌କାଉଣ୍ଟର। ରଙ୍ଗିଆଟିକ୍ରାରେ ଅପରାଧୀ ସୀତାରାମ ଷଡ଼ଙ୍ଗୀକୁ ଏନକାଉଣ୍ଟର କରିଛି ପୋଲିସ। ସୀତାରାମର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ଗୁରୁତର ଅବସ୍ଥାରେ ବୁର୍ଲାକୁ ସ୍ଥାନାନ୍ତର କରାଯାଇଛି।ତେବେ ସୀତାରାମ ନାଁରେ
Read More...

ସାଙ୍ଗକୁ ବଞ୍ଚାଇବାକୁ ଯାଇ ମୃତ୍ୟୁବରଣ କଲା ସାଙ୍ଗ

ସମ୍ବଲପୁର: ସାଙ୍ଗଙ୍କୁ ବଞ୍ଚାଇବାକୁ ଯାଇ ଜଣେ ଭିସୁଟ୍‌ ଛାତ୍ରୀ ଫିସେରି ପଏଣ୍ଟରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମାର୍ଚ୍ଚ ୧୩ ତାରିଖରେ ଅଠରହଜାର ସାଇଫନରେ ବୁଡ଼ିଯାଇ ଜଣେ ଭିସୁଟ୍‌ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ଭିସୁଟ୍‌ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ବିଭାଗର ଶେଷବର୍ଷ ଛାତ୍ରୀ
Read More...

ରାଉରକେଲାରେ ଡବଲ୍ ମର୍ଡର

ରାଉରକେଲା: ରାଉରକେଲାରେ ଦୁର୍ବୃତ୍ତମାନେ ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ବ୍ରାହ୍ମଣୀ ତରଙ୍ଗ ପୋଲିସ ସୀମା ଅନ୍ତର୍ଗତ ଜିଆବାହଲ ଗ୍ରାମର ମୁକେଶ କର
Read More...

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଆନ୍ଧ୍ରପ୍ରଦେଶ: ଦୁଇ ଭାଗ ହୋଇଗଲା ଫଲକନାମା ଏକ୍ସପ୍ରେସ୍। ଟ୍ରେନରୁ ଅଲଗା ହୋଇଗଲା ଦୁଇଟି ଏସି ବଗି। ମଙ୍ଗଳବାର ସକାଳେ ଆନ୍ଧ୍ରପ୍ରଦେଶ ପଲାସା ନିଟସ୍ଥ ଶ୍ରୀକାକୁଲାମ୍ ଜିଲ୍ଲାରେ ଫଲକନୁମା ଏକ୍ସପ୍ରେସରେ ଘଟିଛି ଏହି ଅଘଟଣ। ବହୁ ସମୟ ଧରି ଶତାଧିକ ଯାତ୍ରୀ ଫସି ରହିବା ସହ ଆତଙ୍କିତ
Read More...

ପୋଲିସ ବାରାକରୁ ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର: ଜୀବନ ହାରିଲେ ମହିଳା କନଷ୍ଟେବଳ। ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର
Read More...

ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ

ପୁରୀ: ମାଳତୀପାଟପୁର ବସ୍ ଷ୍ଟାଣ୍ଡରେ ଭୟଙ୍କର ଅଗ୍ନିକାଣ୍ଡ। ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ୍। ରାସ୍ତାରେ ଛିଡ଼ା ହୋଇଥିବାବେଳେ ଅଚାନକ ଲାଗିଲା ନିଆଁ। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି। କେଉଁ କାରଣରୁ ବସ୍‌ରେ ନିଆଁ ଲାଗିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି
Read More...

ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ

ଜଳନ୍ଧର: ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ ହୋଇଛ। ବିସ୍ଫୋରଣର ସୂଚନା ପାଇ ପୋଲିସ ସେଠାରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ଫୋରେନସିକ ଦଳ ସେହି ସ୍ଥାନରେ ପହଞ୍ଚିଛ। ପୂର୍ବତନ ମନ୍ତ୍ରୀ ମନେରଞ୍ଜନ କାଲିଆ ଘଟଣା ସମୟରେ ନିଜ ଘର ଭିତରେ
Read More...

ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ

ଭୁବନେଶ୍ୱର: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ପିପିଲି ସେଲ୍‌ଫି ପଏଣ୍ଟ ନିକଟରେ ଲାଗିଲା ନିଆଁ, ରୋଗୀ ସୁରକ୍ଷିତ। ଡେଲାଙ୍ଗରୁ ରୋଗୀକୁ ଧରି ଭୁବନେଶ୍ୱର ଯିବା ବେଳେ ଅଘଟଣ। ସର୍ଟସର୍କିଟରୁ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା
Read More...