ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଘଟଣା ଓ ଦୁର୍ଘଟଣା

ହାଇୱା ଧକ୍କାରେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ

ଜଗତସିଂହପୁର: ଜଗତସିଂହପୁର ଜିଲା ଅଲଣାହାଟ ନିକଟସ୍ଥ ରାଇବରାଇପଲ୍ଲୀ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇୱା ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ମୃତ ମାଛ ବ୍ୟବସାୟୀ ଜଣକ ହେଲେ ସ୍ଥାନୀୟ କାଂଶ ଗାଁର ରତ୍ନାକର ବେହେରା। ସକାଳୁ
Read More...

ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା

କଟକ: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା। ପୁଅବୋହୂଙ୍କୁ ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍‌ସିବିରେ ଭର୍ତ୍ତି କରାଯାଇଛି।
Read More...

ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ମୃତ, ୩ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ମୁତାବକ, ଆଜି ସକାଳେ ତିରିଂ ଥାନା ଅଞ୍ଚଳର
Read More...

ବାରାଣାସୀର ରେଳ ଷ୍ଟେସନର ଭୟାବହ ଅଗ୍ନିକାଣ୍ଡ, ୨୦୦ ଗାଡି଼ ପୋଡି ପାଉଁଶ

ବାରାଣାସୀ: ଉତ୍ତରପ୍ରଦେଶର ବାରାଣାସୀର କ୍ୟାଣ୍ଟ ରେଳ ଷ୍ଟେସନର ପାର୍କିଂ ଏରିଆରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପାର୍କିଂ ହୋଇଥିବା ୨୦୦ ଗାଡି଼ ଜଳି ପୋଡି ପାଉଁଶ ହୋଇଯାଇଛି। ଜଳି ଯାଇଥିବା ସମସ୍ତ ଗାଡ଼ିଗୁଡ଼ିକ ଦୁଇ ଚକିଆ ବୋଲି ଜଣାପଡ଼ିଛି। ସୂଚନା ଅନୁଯାୟୀ,
Read More...

ପୁଣି ମେଡିକାଲରୁ ଶିଶୁ ଚୋରି

ନୟାଗଡ଼: କିଛି ଦିନ ତଳେ ସମ୍ବଲପୁର ଜିଲା ଭୀମସାର ମେଡିକାଲରୁ ଶିଶୁ ଚୋରି ହୋଇଥିବାବେଳେ ଏବେ ନୟାଗଡ଼ରୁ ଆସିଛି ସମାନ ଅଭିଯୋଗ । ଶନିବାର ନୟାଗଡ଼ ଜିଲା ରଣପୁର ଥାନା ସୁନାଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁ ଚୋରି ଅଭିଯୋଗ ହୋଇଛି। ଶିଶୁ ଜନ୍ମ ପରେ ଗାଏବ କରାଯାଇଥିବା ଅଭିଯୋଗ ହୋଇଛି।
Read More...

ଧାନ ଗଦାରେ ନିଆଁ ଲାଗି ପୋଡିଗଲା ସବୁ ଧାନ

୫୦ କ୍ୱିଣ୍ଟାଲରୁ ଧାନ ପୋଡ଼ି ପାଉଁଶ କେସିଙ୍ଗା: ୫୦ କ୍ୱିଣ୍ଟାଲରୁ ଅଧିକ ଧାନ ପୋଡ଼ି ପାଉଁଶ। ବର୍ଷ ସାରା କେମିତି ଚଳିବେ ସେନେଇ ଚିନ୍ତାରେ ପରିବାରବର୍ଗ। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଞ୍ଚାୟତ ଅନ୍ତର୍ଗତ ତହର୍ଶି ଗ୍ରାମରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।
Read More...

ବିଚ୍‌ ରାସ୍ତାରେ ହୋଟେଲ ମାଲିକଙ୍କୁ ହାଣିଲେ ଦୁର୍ବୃତ୍ତ

ବାଲେଶ୍ବର: ବିଚ୍‌ ରାସ୍ତାରେ ଜଣେ ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍‌ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି।
Read More...

ରାଜଧାନୀ ରାସ୍ତାକଡରୁ ଶିଶୁ କନ୍ୟା ଉଦ୍ଧାର

ଭୁବନେଶ୍ୱର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା। ଖୋଦ ରାଜଧାନୀରରେ ସାମ୍ନାକୁ ଆସିଛି ଏପରି ଘଟଣା। ଭୁବନେଶ୍ୱର ଆଚାର୍ଯ୍ୟ ବିହାର ସ୍ଥିତ ମହାରାଜା ସିନେମା ହଲ ନିକଟ ଆର୍‌ଟିଓ-୧ ନିକଟ ବସ୍ତିରୁ ଶିଶୁ କନ୍ୟା ଉଦ୍ଧାର। ଶିଶୁକନ୍ୟାର କାନ୍ଦ ଶୁଣି ଉଦ୍ଧାର କଲେ ବସ୍ତିବାସିନ୍ଦା। ଉଦ୍ଧାର ଶିଶୁକୁ
Read More...

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ଦୁର୍ଘଟଣାରେ ୧୦ ମୃତ, ୩୦ ଆହତମହାରାଷ୍ଟ୍ର: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ମହାରାଷ୍ଟ୍ରର ଗୋନ୍ଦିଆରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜ୍ୟ ପରିବହନ ବିଭାଗ ବସ୍ ଓଲଟି ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ବସଟି ନାଗପୁରରୁ
Read More...

ବସ ମାଲିକ ସଂଘ ସଭାପତିଙ୍କୁ ଛୁରାମାଡ଼

କୋରାପୁଟ: କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ କୋରାପୁଟ ବସ୍‌ଷ୍ଟାଣ୍ଡରେ ତାଙ୍କ ଉପରେ ଏହି
Read More...