ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ଘଟଣା ଓ ଦୁର୍ଘଟଣା

ସୋଫା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୩ ଶ୍ରମିକ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ: ଦିଲ୍ଲୀର ଗ୍ରେଟର ନୋଏଡା ଠାରେ ଥିବା ଏକ ସୋଫା କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି।କାରଖାନାରେ ଶ୍ରମିକମାନେ ଶୋଇଥିବା ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ସେଥିରୁ
Read More...

ମାଆକୁ ପିଟିପିଟି ହତ୍ୟା କଲା ପୁଅ

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା। ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ। ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ। ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା ପୁଅ। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା
Read More...

ଜଳିଗଲା କଣ୍ଟେନର୍, ଡ୍ରାଇଭର ଜୀବନ୍ତ ଦଗ୍ଧ

ବାଲେଶ୍ୱର: ବାଲେଶ୍ୱର ଜିଲା ଲକ୍ଷ୍ମଣନାଥ ଟୋଲ ଗେଟ୍ ନିକଟରେ ଘଟିଛି ଭୟଙ୍କର ଦୁର୍ଘଟଣା। ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା
Read More...

ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଝାରସୁଗୁଡ଼ା: ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଝାରସୁଗୁଡ଼ା ବେହେରାପାଲି ରିୟାନ ପଲିଟେକ୍ନିକ୍ ଇଣ୍ଡଷ୍ଟ୍ରିଜର ପ୍ଲାଷ୍ଟିକ୍ ସ୍କ୍ରାପ୍‌ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ନିଆଁରେ ଗୋଦାମରେ ଥିବା ଜନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ

ଜୟପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ। ବାଇକ୍‌ରେ ଯିବାବେଳେ ମାଡ଼ିଗଲା ଟ୍ରକ, ଚାଲିଗଲା ୪ ଜଣଙ୍କ ଜୀବନ। କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଏନ୍ଏଚ୍ ୨୬ ଜବାକନାଡ଼ି ନିକଟରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଗୋଟିଏ ବାଇକ୍‌ରେ ୪ ଜଣ ଯିବାବେଳେ ଏହି ଦୁର୍ଘଟଣା
Read More...

ସାର କାରଖାନାରେ ବିସ୍ଫୋରଣ, ୩ ମୃତ ୯ ଆହତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ। କାରଖାନାରେ ପ୍ରଥମେ ବିସ୍ଫୋରଣ ଘଟି ଗ୍ୟାସ୍ ଲିକ୍ ହେବା କାରଣରୁ ଏହି ଅଘଟଣ ଘଟିଛି। ଫଳରେ ଦୁଣ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଏଥିସହ ୯ ଜଣ ଆହତ ହୋଇ ଡାକ୍ତରଖାନାରେ
Read More...

ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ

ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍‌ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍‌ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ
Read More...

ଟ୍ରୋଲିଂ ପାଇଁ ଯାଇଥିବାବେଳେ ମଝି ସମୁଦ୍ରରେ ଟ୍ରଲର ଡ୍ରାଇଭର ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅଧୀନ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ମଝି ସମୁଦ୍ରକୁ ପାଟ୍ରୋଲିଂ ପାଇଁ ଯାଇଥିବାବେଳେ ଛାତିରେ ଯନ୍ତ୍ରଣା କାରଣରୁ ସେଠାରେ ଟଳିପଡିଲେ ବନକର୍ମଚାରୀ। ମୃତ ବନକର୍ମଚାରୀଜଣକ ହେଲେ ଚଞ୍ଚଳ ମାଇତି
Read More...

ଅର୍ଥ ପାଇଁ ନବଜାତ ଶିଶୁ କନ୍ୟାକୁ ବିକ୍ରି କଲା ମା’

ରାୟଗଡ଼ା: ଅର୍ଥ ପାଇଁ ନିଜର ନବଜାତ ଶିଶୁ କନ୍ୟାକୁ ବିକ୍ର କଲା ଜନ୍ମକଲା ମାଆ। ୨୦ ହଜାର ଟଙ୍କା ମୂଲ୍ୟରେ ଶିଶୁ କନ୍ୟାଟିକୁ ବିକ୍ରି କରିଥିବା ସୂଚନା ରହିଛି। ଏଭଳି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲ୍ଲା ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ। ତେବେ ଅର୍ଥାଭାବ ଯୋଗୁ ମାଆ
Read More...

ଆମ୍ବ ଟାକୁଆ ଜାଉ ଖାଇ ଆଉ ଜଣେ ମହିଳା ମୃତ

କଟକ: ଆମ୍ବ ଟାକୁଆ ଜାଉ ଖାଇ ଅସୁସ୍ଥ ଆଉ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। କଟକ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ କନ୍ଧମାଳ ଜିଲା ମାଣ୍ଡିପଙ୍କାର ଜିତା ମାଝୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଗତ ୨ରେ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲ କଲେଜରୁ କଟକ ଏସସିବି ମେଡ଼ିକାଲ
Read More...