Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଘଟଣା ଓ ଦୁର୍ଘଟଣା
ଗ୍ୟାସ୍ ସିଲିଣ୍ଡର ଫାଟି ୪ ଶ୍ରମିକ ଗୁରୁତର
ବଲାଙ୍ଗିର: ବଲାଙ୍ଗିରର ଏକ ବାହାଘର ଭୋଜିରେ ଗ୍ୟାସ୍ ସିଲିଣ୍ଡର ଫାଟି ୪ ଆହତ ହୋଇଛନ୍ତି। ଟିଟିଲାଗଡ଼ ସହର ନିକଟସ୍ଥ ପିପଲ ପଦରଠାରେ ଥିବା ଶୁଭ ମଙ୍ଗଳମ ମ୍ୟାରେଜ ପ୍ୟାଲେସ୍ଠାରେ ଏକ ବିବାହ ଉତ୍ସବ ଚାଲିଥିବାବେଳେ ସେଠାରେ ବାହାର ରାଜ୍ୟ ମଧ୍ୟପ୍ରଦେଶ, ବିହାର, ଛତିଶଗଡ଼, ୟୁପି ଅଞ୍ଚଳର!-->…
Read More...
Read More...
ଜୀବନ ନେଲା ଅନ୍ଲାଇନ୍ ଗେମ୍
ଭୁବନେଶ୍ବର: ଅନ୍ଲାଇନ୍ ଗେମ୍ ହେଲା କାଳ, ଆତ୍ମହତ୍ୟା କଲେ ଯୁବକ। ଅନ୍ଲାଇନ୍ ଗେମ୍ ଖେଳି ଋଣଭାରରେ ବୁଡି ଜୀବନ ହାରିଛନ୍ତି ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ରାଜଧାନୀର ଲିଙ୍ଗରାଜ ଥାନା ଅନ୍ତର୍ଗତ ତିନିମୁଣ୍ଡିଆ ଛକ ଅଞ୍ଚଳରେ ଘଟଣା ଘଟିଛି। ଘରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବକ।!-->…
Read More...
Read More...
ପୁଷ୍ପା ୨’ ପ୍ରିମିୟର ଶୋ’ ବେଳେ ଦଳାଚକଟାରେ ଜଣେ ମୃତ
ହାଇଦ୍ରାବାଦ: ରିଲିଜ ହୋଇଛି ଅଲ୍ଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା ୨’। ତେବେ ପୁଷ୍ପା-୨ ରିଲିଜ୍ ବେଳେ ଘଟିଛି ବଡ଼ ଅଘଟଣ ହୋଇଛି। ଦଳାଚକଟାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ହାଇଦ୍ରାବାଦରେ ଗତକାଲି ରାତିରେ ପୁଷ୍ପା-୨ ପ୍ରିମିୟର୍ ଶୋ’!-->…
Read More...
Read More...
ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଗୁଳିମାଡ଼
ପଞ୍ଜାବ: ସ୍ୱର୍ଣ୍ଣ ମନ୍ଦିରରେ ଶିରୋମଣି ଅକାଳୀ ଦଳ ନେତା ତଥା ପଞ୍ଜାବର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଛି ଗୁଳିମାଡ଼। ଅଳ୍ପକେ ବର୍ତ୍ତିଲେ ସୁଖବୀର ସିଂ ବାଦଲ। ତେବେ ଶ୍ରୀ ବାଦଲ ସୁରକ୍ଷିତ ଅଛନ୍ତି। ତାଙ୍କର କିଛି ହୋଇନାହିଁ। କୁହାଯାଉଛି ଯେ ଜଣେ ବ୍ୟକ୍ତି!-->…
Read More...
Read More...
ଟ୍ରକ ଧକ୍କାରେ ସିକ୍ୟୁରିଟି ଗାର୍ଡ ମୃତ
ବଲାଙ୍ଗିର: ଅଳଙ୍କାର ଦୋକାନକୁ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ଜଣେ ସିକ୍ୟୁରିଟି ଗାର୍ଡଙ୍କ ମୃତ୍ୟୁ। ବଲାଙ୍ଗିର ଟାଉନ ଥାନା ପାଟଣା ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତ ସିକ୍ୟୁରିଟି ଗାର୍ଡ ଜଣଙ୍କ ହେଲେ ସିଦ୍ଧାର୍ଥ ପ୍ରଧାନ।
ସୂଚନା ଅନୁସାରେ ଗତକାଲି!-->!-->!-->…
Read More...
Read More...
ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା
ଛତିଶଗଡ଼: ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରକାଣ୍ଡ। ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା। ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ କୁମ୍ମେଶ କୁ୍ଜାମ।
ଅନ୍ୟପକ୍ଷେ ମାଓବାଦୀମାନେ!-->!-->!-->…
Read More...
Read More...
ଦୁର୍ଘଟଣାରେ ଆଖି ବୁଜିଲେ ଆଇପିଏସ ଅଧିକାରୀ
ଚାକିରିର ପ୍ରଥମ ଦିନରେ ଯୋଗ ଦେବାକୁ ଯିବା ବେଳେ ଘଟିଲା ଦୁର୍ଘଟଣାକର୍ଣ୍ଣାଟକ: ଚାକିରିର ପ୍ରଥମ ଦିନରେ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ଭାରତୀୟ ପୁଲିସ ସେବା (ଆଇପିଏସ୍)ର ଜଣେ ଅଧିକାରୀଙ୍କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଇପିଏସ୍ ଅଧିକାରୀ ଜଣକ ହେଲେ ହର୍ଷବର୍ଦ୍ଧନ। ହସନରେ!-->…
Read More...
Read More...
ସ୍କୁଲ ବସ୍ ଧକ୍କାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ
ଢେଙ୍କାନାଳ: ସ୍କୁଲ ବସକୁ ଧକ୍କା ଦେଲା ଟ୍ରଲର, ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ। ଧକ୍କା ଦେଇଥିବା ଟ୍ରଲର୍ ଡ୍ରାଇଭର୍ ଫେରାର। ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ଏହି ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ୧୦ ଛାତ୍ରଛାତ୍ରୀଙ୍କ ସହ ଜଣେ ଶିକ୍ଷକ ମଧ୍ୟ ଗୁରୁତର!-->…
Read More...
Read More...
ହାଇୱା ଧକ୍କାରେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ
ଜଗତସିଂହପୁର: ଜଗତସିଂହପୁର ଜିଲା ଅଲଣାହାଟ ନିକଟସ୍ଥ ରାଇବରାଇପଲ୍ଲୀ ଛକ ଠାରେ ଆଜି ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇୱା ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ମାଛ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ମୃତ ମାଛ ବ୍ୟବସାୟୀ ଜଣକ ହେଲେ ସ୍ଥାନୀୟ କାଂଶ ଗାଁର ରତ୍ନାକର ବେହେରା। ସକାଳୁ!-->…
Read More...
Read More...
ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା
କଟକ: ପାରିବାରିକ କଳହର କରୁଣ ପରିଣତି। ପୁଅବୋହୂଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଲେ ବାପା। ପୁଅବୋହୂଙ୍କୁ ନିଆଁ ଲଗାଇ ପୋଡ଼ି ମାରି ଦେବାକୁ ଚେଷ୍ଟା କରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁତର ଅବସ୍ଥାରେ ପୁଅବୋହୂଙ୍କୁ ଉଦ୍ଧାର କରାଯାଇ କଟକ ଏସ୍ସିବିରେ ଭର୍ତ୍ତି କରାଯାଇଛି।!-->…
Read More...
Read More...