ପ୍ରମୁଖ ଖବର

ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ
Browsing Category

ଘଟଣା ଓ ଦୁର୍ଘଟଣା

ପୋଲିସ ଇନଫର୍ମର୍ ସନ୍ଦେହରେ ଯୁବକଙ୍କୁ ହାଣିଲେ ମାଓବାଦୀ

ଛତିଶଗଡ଼: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ। କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ବର୍ବରକାଣ୍ଡ ଭିଆଇଛନ୍ତି। ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ। ଛତିଶଗଡ଼ ବିଜାପୁରର ଭୈରବମଡ଼ ଥାନା କେଶମୁଣ୍ଡା ଗାଁରେ ମାଓବାଦୀ
Read More...

ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ଭାସିଗଲେ ଯୁବକ

କେନ୍ଦୁଝର: ଭୋଜି କରିବା ହେଲା କାଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟବାଲି ଯୋଡ଼ିସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡକୁ ଭୋଜି କରିବାକୁ ଆସି ସାନକୁଣ୍ଡ ଉପରେ ଥିବା ଗଭୀର ଗଣ୍ଡରେ ରବିବାର ଅପରାହ୍ନରେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ
Read More...

ଓଏସଆରଟିସି ବସ୍ ଦୁର୍ଘଟଣା: ୨ ମୃତ, ୧୦ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଳାଲେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକର ଖମାର ଅଞ୍ଚଳରେ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣାରେ ୨ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୧୦ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ
Read More...

ପ୍ୟାରେଡକୁ ଯିବା ବେଳେ ଭ୍ୟାନ ଓଲଟି ସ୍କୁଲ ଛାତ୍ର ମୃତ, ୨୩ ଆହତ

କଟକ: ସରଣ୍ଡା ଜୋନସ୍ତରୀୟ ସାଧାରଣତନ୍ତ୍ର ଦିବସର ପ୍ୟାରେଡରେ ଭାଗ ନେବା ପାଇଁ କଟକ ଜିଲ୍ଲା ମାଳବିହାରୀପୁର ହାଇସ୍କୁଲର ଛାତ୍ରଛାତ୍ରୀ ଯାଉଥିଲେ। ହେଲେ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବା ପୂର୍ବରୁ ପିକଅପ୍ ଭ୍ୟାନ୍ ପରେଡ ପଡିଆକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବାଙ୍କୀ ଥାନା ସରଣ୍ଡା
Read More...

ଚନ୍ଦନପୁର ନିକଟରେ ସିରିଜ ଦୁର୍ଘଟଣା: ୩୦ରୁ ଉର୍ଦ୍ଧ୍ବ ଆହତ

ଚନ୍ଦନପୁର: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ସିରିଜ ଦୁର୍ଘଟଣା। ବାଲି ବୋଝେଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ‘ମୋ ବସ୍’। ପରେ ପରେ ‘ମୋ ବସ୍‌’ ପଛରେ ଆସୁଥିବା ଯାତ୍ରୀବାହୀ ଓ୍ବିଙ୍ଗର ଗାଡି ମଧ୍ୟ ମୋ ବସ୍‌କୁ ଧକ୍କା ଦେଇଛି। ଏହି ସିରିଜ
Read More...

ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ବଢ଼ିଲା ପ୍ରତାପ ଜେନାଙ୍କ ଅଡୁଆ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବଢ଼ିଲା ଅଡୁଆ। ମାମଲାକୁ ପୁଣି ବିଚାର କରିବା ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ। ଏଥିସହିତ ଏହି ଘଟଣାକୁ ନେଇ ରାଜ୍ୟସରକାରଙ୍କୁ ଜବାବା ତଲବ ମଧ୍ୟ କରିଛନ୍ତି ସର୍ବୋଚ୍ଚ କୋର୍ଟ। ୪ ସପ୍ତାହ ମଧ୍ୟରେ ରାଜ୍ୟ
Read More...

ସ୍ତ୍ରୀ ଆଗରେ ନିଜ ଦେହରେ ନିଆଁ ଲଗାଇଲେ ସ୍ୱାମୀ

ବେଙ୍ଗାଲୁରୁ: ସ୍ତ୍ରୀ ଘର ଆଗରେ ନିଜ ଦେହରେ ନିଆଁ ଲଗାଇ ସ୍ୱାମୀ ଜୀବନ୍ତ ଦଗ୍ଧ। ଏଭଳି ଏକ ଅଭାବନୀୟ ଘଟଣା ବେଙ୍ଗାଲୁରୁର ଜ୍ଞାନଭାରତୀ ଅଞ୍ଚଳରେ ଘଟିଛି। ଗୁରୁବାର ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡିଛି। ସ୍ତ୍ରୀଙ୍କୁ ମନାଇ ନ ପାରି ଶେଷରେ ନିଜକୁ ଜାଳିଦେଇଛନ୍ତି ସ୍ବାମୀ। ସ୍ତ୍ରୀ ରହୁଥିବା
Read More...

ଓଲଟିଲା ଅତିରିକ୍ତ ଏସ୍‌ପିଙ୍କ ଗାଡ଼ି: ୪ ଆହତ

ଗଞ୍ଜାମ: ଗଞ୍ଜାମ ଜିଲା ଶାଳୁଆପଲି ଗାଁ ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଗଛକୁ ପିଟି ଓଲଟି ପଡ଼ିଲା ଅତିରିକ୍ତ ଏସପିଙ୍କ ଗାଡ଼ି। ଅତିରିକ୍ତ ଏସ୍‌ପି ଓ ତାଙ୍କ ପତ୍ନୀଙ୍କ ସହ ୪ ଆହତ ହୋଇଥିବା ସୂଚନା ମିଳିଚି। ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। କଟକରୁ ଫେରିବା ବେଳେ
Read More...

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମହାରାଷ୍ଟ୍ର: ମହାରାଷ୍ଟ୍ରର ଭଣ୍ଡାରାରେ ଏକ ଗୋଳାବାରୁଦ କାରଖାନାରେ ବଡ଼ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଆହୁରି ଅନେକ କର୍ମଚାରୀ ଆହତ ହୋଇଥିବା ପ୍ରାଥମିକ ସୂଚନା ରହିଛି। ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ
Read More...

ଟ୍ରେନ ଦୁର୍ଘଟଣା ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ଦେବେନ୍ଦ୍ର ଫଡ୍‌ନାବୀସ

ଜଲଗାଁଓ: ଏକ ଗୁଜବ କାରଣରୁ ଅକାରଣରେ ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ଚାଲି ଯାଇଛି ୧୩ ଜଣଙ୍କ ଜୀବନ। ମହାରାଷ୍ଟ୍ର ଜଲଗାଁଓ ଜିଲ୍ଲାରେ ଟ୍ରେନ ଦୁର୍ଘଟଣାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନାବୀସ ଦୁଃଖ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ମୃତ
Read More...