ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଘଟଣା ଓ ଦୁର୍ଘଟଣା

ମିଗ୍-୨୯ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଆଗ୍ରା: ଉତ୍ତର ପ୍ରଦେଶ ର ଆଗ୍ରାରେ ଆଜି ସୋମବାର ଏକ ମିଗ୍-୨୯ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରୁ ପାଇଲଟ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଆଗ୍ରାର କାଗରୋଲ୍ ଅଞ୍ଚଳର ସୋଙ୍ଗା ଗାଁ ନିକଟରେ ଥିବା ଏକ ବିଲରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ
Read More...

ଉତ୍ତରାଖଣ୍ଡରେ ଘାଟିରେ ବସ ଓଲଟି ୩୮ ମୃତ

ଉତ୍ତରାଖଣ୍ଡ: ଘାଟିରୁ ଓଲଟିଲା ବସ ୩୮ ମୃତ। ଉତ୍ତରାଖଣ୍ଡର ଆଲମୋଡା ଠାରେ ଘଟିଛି ଏକ ଭୟଙ୍କର ବସ୍ ଦୁର୍ଘଟଣା । ଏହି ଦୁର୍ଘଟଣାରେ ପ୍ରାୟ ୨୨ ଲୋକ ମୃତ୍ୟୁ ବରଣ କରିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିବାର ସମ୍ଭାବନା ରହିଛି। ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ
Read More...

୩ ଜଣକୁ ଚାପି ଦେଲା ଲକ୍ଷ୍ମୀ ବସ୍‌

ଆଠଗଡ଼: ଆଠଗଡ଼ ବସ୍‌ ଷ୍ଟାଣ୍ତ ରେ ଗୋଟିଏ ପରିବାରର ୩ ଜଣକୁ ଚାପି ଦେଇଛି ଲକ୍ଷ୍ମୀ ବସ୍‌। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ୱାମୀ ଓ ଛୋଟ ପୁଅ ଗୁରୁତର ହୋଇଛନ୍ତି।  ମିଳିଥିବା ସୂଚନା ଅନୁସାରେ, ଆଠଗଡ଼ ଥାନା ଅନ୍ତର୍ଗତ ଧାଇପୁର ଗାଁର ମାନସ ପ୍ରଧାନ, ତାଙ୍କ ସ୍ତ୍ରୀ
Read More...

୨ ଓଡିଆ ଶ୍ରମିକଙ୍କ ମୃତ୍ୟୁରେ ୬ଲକ୍ଷ ସହାୟତା ରାଶି ଘୋଷଣା

ପାଟଣା: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏହା ସହ
Read More...

ବିଦା ହେଲେ ଡେରାବିଶ ସିଡିପିଓ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁ କାର୍ଯ୍ୟରୁ ଅପସାରଣ କରାଯାଇଛି। ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମଙ୍ଗଳବାର ଜଣେ ମହିଳା କିରାଣୀ ତାଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଥିବା ବେଳେ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ
Read More...

ଯାତ୍ରିବାହୀ ବସ୍ ଦୁର୍ଘଟଣାରେ ୧୨ମୃତ୍ୟୁ

ରାଜସ୍ଥାନ: ରାଜସ୍ଥାନର ସିକାରରେ ଗୋଟିଏ ଯାତ୍ରିବାହୀ ବସ୍‌ କଲଭର୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବର୍ତ୍ତମାନ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର
Read More...

୮କୋଟି ପାଇଁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

କର୍ଣ୍ଣାଟକ: ୮କୋଟି ଟଙ୍କା ପାଇଁ ଦୁଇ ବୟଫ୍ରେଣ୍ଡଙ୍କ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ। କର୍ଣ୍ଣାଟକର ରୋଡ଼ାଗୁ ଜିଲ୍ଲାର ଏକ କଫି ପ୍ଲାଣ୍ଟରୁ ୩ ସପ୍ତାହ ତଳୁ ଏକ ଅଜଣା ଦରପୋଡ଼ା ମୃତଦେହ ମିଳିବା ଘଟଣାର ପୋଲିସ ପର୍ଦ୍ଦାଫାସ୍ କରିଛି। ସୂଚନା ଅନୁଯାୟୀ, ଅକ୍ଟୋବର ୮ ତାରିଖରେ
Read More...

ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ

ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା।
Read More...

ମୁମ୍ବାଇ ରେଳ ଷ୍ଟେସନରେ ଦଳଚକଟା, ୯ ଗୁରୁତର

ମୁମ୍ବାଇ: ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଘଟିଛି ଅଘଟଣ। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା। ଆଜି ଭୋର୍ ପ୍ରାୟ ୬ ଟାବେଳେ ଏହି ଅଘଟଣ ଘଟିଛି। ଦଳାଚକଟାରେ ୯ ଯାତ୍ରୀ ଆହତ, ୨ ଜଣ ଗୁରୁତର।
Read More...

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ

ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼
Read More...